ଆମ ଜିଲା ଖବର

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ହେଲେ ରୂପ୍‌ସା ଥାନା...

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ସଜନାଗଡ଼, ୩୧।୧୨(ଡି.ଏନ.ଏ.)-ନୀଳଗିରି ଉପଖଣ୍ଡର ଅଯୋଧ୍ୟା ଅଞ୍ଚଳରେ ୨ଟି ଭାଲୁ ଆତଙ୍କ ଖେଳାଇଛନ୍ତି। ଗୋଟାଏ ଭାଲୁ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରି ଗୁରୁତର କରିଥିବା ବେଳେ ଅନ୍ୟ ଏକ ଭାଲୁ ଅଯୋଧ୍ୟା ବଜାରସ୍ଥିତ ଗାଁରେ ପଶି ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା...

ନୂଆବର୍ଷ ପୂର୍ବରୁ ଅଘଟଣ: ଅତ୍ୟଧିକ ମଦ୍ୟପାନ କରି ୫ ଗୁରୁତର

ଖୋର୍ଦ୍ଧା ଅଫିସ, ୩୧।୧୨: ନୂଆବର୍ଷ ପୂର୍ବରୁ ଅଘଟଣ। ଅତ୍ୟଧିକ ମଦ୍ୟପାନ କରି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ସୋରଣ ଗ୍ରାମର ୫ ଜଣ ବ୍ୟକ୍ତି ମଙ୍ଗଳବାର ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ଯୁବକମାନେ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଚିତ୍ରକୋଣ୍ଡା,୩୧।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ୟୁକୋ ପାର୍କଠାରେ ମାଲକାନଗିରି ବନଖଣ୍ଡ ଏବଂ ଚିତ୍ରକୋଣ୍ଡା ବନାଞ୍ଚଳ ପରିଚାଳନାରେ ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର-୨୦୨୦ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରଦୀପ ମୀରାସେଙ୍କ ନେତୃତ୍ୱରେ...

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ସଜନାଗଡ,୩୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ମଙ୍ଗଳବାର ଚାଷୀମାନେ ଧାରଣା ଦେଇଛନ୍ତି। ଚଳିତବର୍ଷ ଧାନ ବିକ୍ରି ପାଇଁ ନୀଳଗିରି ଲ୍ୟାମ୍ପ ଅଧୀନ ବିଭିନ୍ନ ସୋସାଇଟିରେ ବହୁଚାଷୀ ନାମ ପଞ୍ଜୀକରଣ ପାଇଁ କାଗଜପତ୍ର ଦାଖଲ...

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର...

ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ

ଦେବଗଡ଼,୩୧।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ...

ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି। ଭବାନୀପାଟଣାସ୍ଥିତ ରାମନଗର ପଡା, ମନ୍ଦାରବଗିଚା ପଡା...

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ।...

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ...

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍‌, ରେସ୍ତୋରାଁ, ହଲିଡେ ହୋମ୍‌ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ...

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri