ଆମ ଜିଲା ଖବର

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ...

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ...

ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ବନ୍ତଳା, ୩୧।୧୨(ଡି.ଏନ.ଏ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣା କୋଟ ଥାନା ରେଞ୍ଜ ଅଧୀନରେ ଥିବା ଗୋପାଳପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର ୩.୧୫ ମିନିଟରେ ହାତୀ ଆକ୍ରମଣରେ ଗ୍ରାମର ଜଣେ ମହିଳା ଜୟନ୍ତୀ ବିର...

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ ଶ୍ରୀରାଧାଗୋପାଳ ଜୀଉଙ୍କ ବରଯାତ୍ରୀ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ସମ୍ପାଦକ...

କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା ୧୪ବର୍ଷର ଏକ କଲରାପତରିଆ ବାଘୁଣୀ ବର୍ଷାର ମୃତ୍ୟୁ ହୋଇଛି। ଗତ ୨୪ତାରିଖରେ ଏନକ୍ଲୋଜରରେ...

ନାବାଳିକାକୁ ଅନ୍ତଃସତ୍ତ୍ୱା କରି ଯୁବକ ଗିରଫ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ.)- ବାରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ସୁବ୍ରତ ନାୟକ (୨୪)। ଏ ନେଇ ପୋଲିସ ନଂ....

ପରଲୋକରେ ଗୀତିକାର କୁଳମଣି ଦାସ

କଟକ ଅଫିସ, ୩୧ା୧୨- ଗୀତିକବି, ନୃତ୍ୟ ବିଷାରଦ, ଶିଶୁ ସାହିତି୍ୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ, ଆକାଶବାଣୀ ଓ ଦୂରଦର୍ଶନର ସ୍ବୀକୃତିପ୍ରାପ୍ତ ଗୀତିକାର ଏବଂ ମର୍ଦ୍ଦଳ ବାଦକ କୁଳମଣି ଦାସ(୬୯)ଙ୍କ କଟକ ତୁଳସୀପୁରସ୍ଥିତ ବାସଭବନରେ ସୋମବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି...

ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

ପୁରୀ ଅଫିସ,୩୧ା୧୨: ଜିଲାରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଜିଲାର ଆଶଙ୍କା ପ୍ରବଣ କାରଖାନାର...

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଚୌଦ୍ୱାର,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ ପରିଷଦର ସଦସ୍ୟମାନେ ନିନ୍ଦା କରିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ମାନବାଧିକାର...

ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର

ବାଲିଅନ୍ତା,୩୧ା୧୨(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଏମ୍‌ପିଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ ଓ ଭିଙ୍ଗାରପୁର...

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା ଦିଗରେ ସମସ୍ତେ ଉଦ୍ୟମ କରନ୍ତୁ। ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri