ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା
ଚୌଦ୍ୱାର,୨୨।୫(ଡି.ଏନ୍.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି ପୂଜା କରିଥାନ୍ତି। ଏବେ କରୋନା ପାଇଁ ଜେଲରେ ଥିବା କଏଦୀଙ୍କୁ ଦେଖା କରିବା…
ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା
ଖଇରା,୨୨ା୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା
ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…
ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା
ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା…
କୁରାଳ ପଞ୍ଚାୟତକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର…
କ୍ଲବ ପରିସରରେ ପଡ଼ିରହିଛି ରାତ୍ରି ଜଗୁଆଳିଙ୍କ ମୃତଦେହ: କାରଣ ଅସ୍ପଷ୍ଟ
ନୟାଗଡ଼ ଅଫିସ,୨୨ା୫: ନୟାଗଡ଼ର ସର୍ବ ପୁରାତନ କେସି କ୍ଲବ ପରିସରରେ କ୍ଲବର ନାଇଟ୍ ୱାଚର ବସନ୍ତ ବେହେରା (ଘାଉଆ)ଙ୍କର ମୃତଦେହ ପଡ଼ିରହିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ତଦନ୍ତ…
ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ଦୁଇ ପୁଅ
ବାରିପଦା ଅଫିସ,୨୨ା୫: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ସାତଭାୟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ବଣକାଟି ପଞ୍ଚାୟତ ସାତଭାୟା ଗ୍ରାମର ବୃଦ୍ଧା ମା’ ତୁଳସୀ ସିଂଙ୍କୁ ଦୁଇ ପୁଅ ପିଟିପିଟି ମାରି ଦେଇଛନ୍ତି।…
ଡାକ ବିଭାଗକୁ ରିପୋର୍ଟ ତଲବ
କଟକ ଅଫିସ,୨୨।୫: ପୁରୀରେ ଥିବା ରେଳ ଡାକସେବା (ଆର୍ଏମ୍ଏସ୍)କୁ ଖୋର୍ଦ୍ଧା ରୋଡ୍କୁ ସ୍ଥାନାନ୍ତର ପାଇଁ ଚାଲିଥିବା ଯୋଜନାକୁ ବିରୋଧ ହୋଇଛି। ଏନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଓ ଜଷ୍ଟିସ ସଙ୍ଗମ୍…
ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଗୁରୁବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…
ଭଦ୍ରକର ସବୁ ମନ୍ଦିରରେ ୧୪୪ ଧାରା ଲାଗୁ
ଭଦ୍ରକ ଅଫିସ,୨୨ା୫: ଜିଲା ପ୍ରଶାସନ ପକ୍ଷରୁ ପବିତ୍ର ସାବିତ୍ରୀ ଅମାବାସ୍ୟାର ଭିଡ଼ ନିୟନ୍ତ୍ରଣ କରିବା ପାଇଁ ସବୁ ମନ୍ଦିରରେ ୧୪୪ ଧାରା ଲାଗୁ କରାଯାଇଛି। ଫଳରେ ମନ୍ଦିରଗୁଡିକ ଖାଁ ଖାଁ ଲାଗୁଛି। ମନ୍ଦିରଗୁଡ଼ରେ କେବଳ ବିଧି ଅନୁଯାୟୀ ପୂଜାପାଠ ହୋଇଛି। ସମସ୍ତ…
ତେଲଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ଲକ୍ଡାଉନ ଯୋଗୁ ଆସି ପାରିଲାନି ମୃତଦେହ
ପାଟଣା, ୨୨ା୫(ସ୍ବ.ପ୍ର.)-କରୋନା ପାଇଁ ପ୍ରବାସୀ ଓଡ଼ିଆଙ୍କ ଦୁଃଖ ଦୁର୍ଦ୍ଦଶା ଜନିତ କରୁଣ କାହାଣୀର ଫର୍ଦ୍ଦ ବଢ଼ିବାରେ ଲାଗିଛି। କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତ ଦୁଧନାଳୀ ଗ୍ରାମର ଗୌରାଙ୍ଗ ମୁଣ୍ଡାଙ୍କର ତେଲଙ୍ଗାନାରେ ବୁଧବାର ବିଳମ୍ବିତ ରାତିରେ ଡାକ୍ତରଖାନାରେ…
ସଙ୍ଗରୋଧ ଗୃହରେ ଧାରଣା ଦେଲେ ପ୍ରବାସୀ
ଭଦ୍ରକ ଅଫିସ, ୨୨ା୫- ଭଦ୍ରକ ଜିଲାର ବିଭିନ୍ନ ସଙ୍ଗରୋଧ ଗୃହରେ ଥିବା ପ୍ରବାସୀ ଓଡ଼ିଆମାନେ ଗୁରୁବାର ଧାରଣା ଦେଇଥିଲେ। ୧୫ ଦିନରୁ ଊର୍ଦ୍ଧ୍ୱ ହେବ ସଂଗରୋଧ ଗୃହରେ ରହିଥିବା ବେଳେ ସେମାନଙ୍କ ସ୍ବାବ ସଂଗ୍ରହ କରାଯାଉ ନ ଥିବାରୁ ଉତ୍ତେଜନା ଦେଖା…

