ଆମ ଜିଲା ଖବର

ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଜିଲାପାଳଙ୍କୁ ଲିଖିତ…

ଅନୁଗୋଳରେ ଅଟକିଲେ ୩୨ ଶ୍ରମିକ

ଅନୁଗୋଳ ଅଫିସ, ୨୨।୫ ବାହାର ରାଜ୍ୟରୁ ଓଡ଼ିଶା ଫେରୁଥିବା ୩୨ ଶ୍ରମିକ ଗୁରୁବାର ଅନୁଗୋଳ ଜିଲାରେ ଅଟକି ଯାଇଛନ୍ତି। ବରଗଡ଼ରୁ ଏକ ଟ୍ରକ୍‌ରେ ଅନୁଗୋଳ ଆସିବା ପରେ ସେମାନଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ଘର…

୧,୮୫,୨୧୦ ହେକ୍ଟରରେ ଖରିଫ୍‌ ଚାଷ

ଢେଙ୍କାନାଳ ଅଫିସ, ୨୨।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍‌ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍‌-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କୃଷି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧,୮୫,୨୧୦…

ବଫର ଜୋନ୍‌କୁ ପଠାଯାଇଥିବା ରୋଗୀ ନିଖୋଜ

ବେଦବ୍ୟାସ,୨୨ା୫(ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା ରାଉରକେଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ଜିଲା ପ୍ରଶାସନର ହେପାଜତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ ରୋଗୀଙ୍କୁ ବିଭାଗୀୟ ଅଧିକାରୀମାନେ ବଫର ଜୋନ୍‌କୁ ଏକ ୧୦୮ ଆମ୍ବୁଲାନ୍ସରେ ପଠାଇଥିଲେ ା ହେଲେ ଯାଞ୍ଚ ବେଳେ…

ସାବିତ୍ରୀ ବ୍ରତ ପାଇଁ ବଜାରରେ ଭିଡ଼: ମାନିଲେନି ସାମାଜିକ ଦୂରତା

ବୌଦ୍ଧ,୨୧ା୫ (ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଛୁଇଁଛି ା ତେବେ ଆସନ୍ତାକାଲି ସାବିତ୍ରୀ ବ୍ରତ ପଡୁଥିବାରୁ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇ ଗୁରୁବାର ଦୈନିକ ବଜାରରେ ଭିଡ ଜମାଇଥିବା ଦେଖିବାକୁ ମିଳିଥିଲା ା ଅଧିକାଂଶ ଲୋକେ ବିନା ମାସ୍କରେ…

ଖୋର୍ଦ୍ଧାର ୭ ଶ୍ରମିକ ସାଇକେଲରେ ଘରମୁହାଁ

ଜହ୍ନାପଙ୍କ,୨୧।୫ (ଡି.ଏନ.ଏ.)- ରାୟପୁରକୁ କାମ କରିବାକୁ ଯାଇଥିବା ଖୋର୍ଦ୍ଧା ଭାପୁର ଅଞ୍ଚଳର ୭ ଶ୍ରମିକ ସାଇକେଲରେ ଘରମୁହଁା ହୋଇଛନ୍ତି ା ସେଠାରୁ ବାହାରିବାର ତିନି ଦିନ ପରେ ସେ ଜହ୍ନାପଙ୍କରେ ପହଞ୍ଚତ୍ ଥିବା ଜଣାଯାଇଛି ା ଏହି ଶ୍ରମିକମାନେ ପରିବାର ପ୍ରତିପୋଷଣ…

୩ଶହ ଲିଟର ଦେଶୀମଦ ଜବତ, ୩ କୋର୍ଟଚାଲାଣ

ଗୋପାଳପୁର,୨୧ା୫- ଏକ ପିକଅପ୍‌ ଭ୍ୟାନ (ନଂ.ଓଡି୦୭ଡି-୨୦୧୫) ହରିପୁର ରାସ୍ତା ଦେଇ ଗୋପାଳପୁର ଯାଉଥିବାବେଳେ ଜିଲା ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଓ ଗୋପାଳପୁର ଅବକାରୀ କର୍ମଚାରୀ ନାରାୟଣପୁର ଛକ ନିକଟରେ ଚଢ଼ାଉ କରିଥିଲେ। ଭ୍ୟାନ୍‌ରୁ ୩୦୦ ଲିଟର ଦେଶୀ ମଦ ଜବତ କରିବା…

ସ୍ନାନପୂର୍ଣ୍ଣିମା ସମ୍ଭାବନା ବଢ଼ିଲା: ମଗାଗଲା ସର୍ବନିମ୍ନ ସେବାୟତ ତାଲିକା

ପୁରୀ ଅଫିସ, ୨୧ା୫:ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥଯାତ୍ରା ଅନିଶ୍ଚିତତା ଭିତରକୁ ଠେଲି ହୋଇ ଯାଇଛି। ଏଥର ବଡଦାଣ୍ଡରେ ତିନିଠାକୁରଙ୍କ ରଥ ଗଡ଼ିବ କି ନାହିଁ ତାକୁ ନେଇ ଦ୍ୱନ୍ଦ୍ୱ ଲାଗିରହିଛି। ହେଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା ହେବା ନେଇ ଧୀରେ ଧୀରେ…

୪୧ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପ୍ରଶାସନ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ପୋଲିସ ଉଦ୍ୟମରେ ଗୁରୁବାର ୪୧ଜଣ ଶ୍ରମିକ ଏକ ସ୍ବତନ୍ତ୍ର ବସ୍‌ରେ ନିଜ ଅଞ୍ଚଳକୁ ଫେରିଛନ୍ତି। ଲକ୍‌ଡାଉନ ଅବଧି ବଢ଼ିବା ପରେ ଶ୍ରମିକମାନେ ଚାଲିଚାଲି ଯାଉଥିଲେ। ପୋଲିସ ସେମାନଙ୍କୁ ଅଟକାଇବା ସହ ଖାଦ୍ୟର ବ୍ୟବସ୍ଥା କରିଥିଲେ। ଏ ନେଇ ଥାନା…

ବଜ୍ରକାପ୍ତା ଉଦ୍ଧାର, ୨ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୧ା୫(ଡି.ଏନ୍‌.ଏ.): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନ ବିଭାଗ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ଚନ୍ଦ୍ରମଣି ଜେନା, କଟକ ଶିଖରପୁର ଅଞ୍ଚଳର ମନୋଜ ଦଳାଇ। ଏମାନଙ୍କ ନିକଟରୁ…

ବୁଢାବଳଙ୍ଗରେ ନିର୍ମାଣାଧୀନ ପୋଲର ସେଣ୍ଟ୍ରିଂ ଭୁଶୁଡ଼ିଲା

ବାଲେଶ୍ୱର ଅଫିସ, ୨୧।୫-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଫୁଲାଡ଼ି ଛକ ନିକଟରେ ବୁଢ଼ାବଳଙ୍ଗ ନଦୀ ଉପରେ ନୂତନ ଭାବେ ନିର୍ମାଣ ଚାଲିଥିବା ପୋଲର ସେଣ୍ଟ୍ରିଂ ଗୁରୁବାର ଅପରାହ୍ନ ସମୟରେ ଭୁଶୁଡ଼ି ପଡିଛି। ଏଥିରେ କୌଣସି ପ୍ରକାରେ କ୍ଷତି ନ ହୋଇଥିବା…

ଅନ୍ଧାରରେ ଖଇରାର ୩ଶହ ଗ୍ରାମ

ଖଇରା,୨୨।୫(ଡି.ଏନ.ଏ.)-ବାତ୍ୟା ଅମ୍ପନ ବାଲେଶ୍ୱର ଜିଲା ଖଇରା ଉପଖଣ୍ଡ ଅଧୀନରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି।ବିଦ୍ୟୁତ ଉପଖଣ୍ଡ ଅଧୀନରେ ଖଇରା ବ୍ଲକ ଓ ଔପଦା ବ୍ଲକ ୬ ପଞ୍ଚାୟତ ରହିଥିବାବେଳେ ଖଇରା ଔପଦା ଗଣ୍ଡିବେଡ ଭଳି କିଛି ବଜାରକୁ ଛାଡି ଦେଲେ ୩ଶହରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?