ତାପମାତ୍ରା ୪.୬, ଥରୁଛି ଅନୁଗୋଳ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ଜିଲାରେ ଶୀତ ଲହରି ଜାରି ରହିଛି। ଶନିବାର ଜିଲାର ତାପମାତ୍ରା ରେକର୍ଡ ସ୍ତର ୩.୪କୁ ଖସି ଆସିଥିବା ବେଳେ ରବିବାର ତାହା ୪.୬ ଥିବା ଜଣାପଡ଼ିଛି। ଫଳରେ ଜିଲାବାସୀ ଶୀତରେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି।...
କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ
ବନ୍ତଳା, ୩୦।୧୨ (ଡି.ଏନ୍.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍ପି ଜଗମୋହନ ମୀନା ଖବରପାଇ ଜିଲା ଭଲ୍ୟୁଣ୍ଟାରି ଫୋର୍ସ ଓ ପୁରୁଣାକୋଟ ପୋଲିସ ସହାୟତାରେ ବଲଙ୍ଗ ପଞ୍ଚାୟତର...
ବଢ଼ୁଛି କିଡ୍ନୀ ରୋଗୀଙ୍କ ସଂଖ୍ୟା: ବର୍ଷକରେ ଗଲାଣି ୬ ଜୀବନ
ବଅଁରପାଳ, ୩୦।୧୨ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ ବଳରାମପ୍ରସାଦ ବଡ଼ତଇଳା ସାହିରେ କିଡ୍ନୀ ରୋଗୀଙ୍କ ସଂଖ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ଷକ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ୧୦ରୁ ଊର୍ଦ୍ଧ୍ୱ ଏହି ରୋଗରେ ଚିକିତ୍ସାଧୀନ ଅଛନ୍ତି। ତେବେ...
କପିଳାସ ନାଟ୍ୟ ମହୋତ୍ସବ ଉଦ୍ଯାପିତ: ଅଭିଜ୍ଞତାର ବନ୍ଧନ କଥା ‘ଚରନ୍ ଏ ସୋମୋୟେ’
ଢେଙ୍କାନାଳ ଅଫିସ,୩୦ା୧୨ – ଢେଙ୍କାନାଳ କଳାପରିଷଦ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ୫ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ କଲିକତାର ବିଭବ ନାଟ୍ୟ...
ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଡିଗ୍ରୀ ତାପମାତ୍ରା
ଫୁଲବାଣୀ ଅଫିସ, ୩୦ା୧୨-କନ୍ଧମାଳ ଜିଲାରେ ଅଥୟ ହେଲାଣି ଶୀତ। ସକାଳଠୁ ରାତି ପର୍ଯ୍ୟନ୍ତ ଶୀତ ପ୍ରକୋପରେ ଲୋକେ ନାହିଁ ନ ଥିବା ଯନ୍ତ୍ରଣା ଭୋଗୁଛନ୍ତି। ଗତ ଦୁଇଦିନ ଧରି ଶୀତ ପ୍ରକୋପ ଏତେ ବଢ଼ିଛି ଯେ, ରାସ୍ତାରେ ଗଲେ ମୁହଁ,...
ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ
ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା ହିଁ ହତ୍ୟାକାଣ୍ଡରେ ମୁଖ୍ୟ କାରଣ ବୋଲି ରବିବାର ଏସ୍ପି ପ୍ରତୀକ ଗୀତା ସିଂ...
ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ
ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ...
ବାଇକ୍ରୁ ଖସି ଯୁବତୀଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ
ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି...
ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ
ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ...
ଅବହେଳିତ ସୋଲା ଚାଷୀ: ମିଳୁନି ପ୍ରୋତ୍ସାହନ, ଜଳସେଚନ ଓ ବଜାର ସମସ୍ୟା
କେନ୍ଦୁଝର, ୩୦।୧୨(ସ୍ବ.ପ୍ର.)- ଉପଯୁକ୍ତ ପ୍ରୋତ୍ସାହନ ଅଭାବରୁ ହରିଚନ୍ଦନପୁର ବ୍ଲକର ବଡ଼କମଣ୍ଡରା ଓ ଆଖପାଖ ଅଞ୍ଚଳର ସୋଲା ଚାଷୀ ଉପକୃତ ହୋଇପାରୁନାହାନ୍ତି। ବିନା ଜଳସେଚନ ବ୍ୟବସ୍ଥା ଓ ପ୍ରୋତ୍ସାହନରେ ସୋଲା ଚାଷକରି ପରିବାର ଗୁଜୁରାଣ କରୁଛନ୍ତି ା ବଜାର ଅଭାବରୁ କେନ୍ଦୁଝର...
ଶୀତରେ ଥରୁଛି ବଡ଼ବିଲ: ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀକୁ ଖସିଲା
ବଡ଼ବିଲ, ୩୦।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ସ୍ତର ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳ ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ସ୍ଥାନ ଯଥା, ବେଲକୁଣ୍ଡି ରାସ୍ତା, ଡ୍ୟାମ୍ ରୋଡ୍, ଠାକୁରାଣୀ, ସୟାବାଲି,...
Archives


