ଆମ ଜିଲା ଖବର

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ ସରପଞ୍ଚ…

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ…

ଛତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ; ଏନ୍‌ଏସ୍‌ଏ ଲଗାଇବାକୁ ଓଏଏସ୍‌ ସଂଘର ଦାବି

ଛତ୍ରପୁର, ୨୧।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ପଞ୍ଚାୟତ ଅଧୀନ ତେଲୁଗୁନୂଆଗାଁର ବାପି ଦାସ…

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୪ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ଅଟୋ…

ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ ସ୍ବତନ୍ତ୍ର…

ଅମ୍ଫନ୍‌ର ପ୍ରଭାବ: ୨୪ ଘଣ୍ଟା ଧରି ବନ୍ଦ ରହିଛି ବିଦ୍ୟୁତ୍‌ ସରବରାହ

ଚିତ୍ରଡ଼ା,୨୧ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ବାତ୍ୟା ଅମ୍ପନ୍‌ର ପ୍ରଭାବ ବୁଧବାର ଦେଖିବାକୁ ମିଳିଥିଲା। ଫଳରେ ବିଭିନ୍ନ ଘର କ୍ଷତିଗ୍ରସ୍ତ ହେବା ସହ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି। ଏଥିନେଇ ବିଦ୍ୟୁତ୍‌ ସେବା ବୁଧବାରଠାରୁ ଗୁରୁବାର ଅପରାହ୍ନ ପର୍ଯ୍ୟନ୍ତ…

ଶେଷ ହେଲା ବୈଠକ: ସର୍ବନିମ୍ନ ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବା ନେଇ ଆଲୋଚନା, ୨୫ ସୁଦ୍ଧା ଦେବେ ତାଲିକା

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଏନେଇ ସୂଚନା ଦେଇଛନ୍ତି। ସର୍ବନିମ୍ନ ସେବାୟତରେ କିଭଳି ସ୍ନାନଯାତ୍ରା କରିହେବ ସେ ନେଇ ଆଲୋଚନା ହୋଇଥିବା…

ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ

ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ବିଦ୍ୟୁତ୍‌ତାର ଲାଗି ୨ ଗୋରୁଙ୍କ ଜୀବନ ଗଲା, ଅଳ୍ପକେ ବର୍ତ୍ତିଲେ ଚାଷୀ, ଘଟଣାସ୍ଥଳରେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ନୀଳଗିରି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚରକୁ ଶେରଗଡ଼ ଆଡୁ ଆସିଥିବା ୩୩ କେଭି ବିଦ୍ୟୁତ୍‌ତାର ବୁଧବାର ବାତ୍ୟାରେ ଓହଳି ପଡ଼ିଥିଲା। ଗୁରୁବାର ବିଦ୍ୟୁତ୍‌ ବିଭାଗ ଯାଞ୍ଚ ନ କରି ବିଦ୍ୟୁତ୍‌ ସଂଯୋଗ ଦେଇଥିଲା। ଫଳରେ ନୀଳଗିରି ସୀମାନ୍ତ ସିମୁଳିଆରେ…

‘ଅମ୍ଫନ୍‌’ ସମୟରେ କେନ୍ଦ୍ରାପଡ଼ାରେ ୨ ମହିଳାଙ୍କ ମୃତ୍ୟୁ ଘଟଣା: ଜିଲାପାଳ କହିଲେ ‘ବାତ୍ୟାରେ ହୋଇନାହିଁ’

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା(ଡି.ଏନ୍‌.ଏ.),୨୧।୫: ସାମୁଦ୍ରିକ ଝଡ ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ମହିଳାଦ୍ୱୟଙ୍କ ମୃତ୍ୟୁ ବାତ୍ୟାରେ ହୋଇ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ରାଜନଗର ବ୍ଲକ ସାତଭାୟା ଗ୍ରାମର କୋଇଲି…

ରାତି ପାହିଲେ ସାବିତ୍ରୀ: ଫଳ ଦୋକାନରେ ଅସମ୍ଭାଳ ଭିଡ଼, ଦର ଆକାଶଛୁଆଁ

ପାଟଣା,୨୧ା୫(ସ୍ବ.ପ୍ର.): ରାତି ପାହିଲେ ସାବିତ୍ରୀ ବ୍ରତ। ଏନେଇ କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ତୁରୁମୁଙ୍ଗା ଓ ସାହାରପଡ଼ା ବଜାରସ୍ଥିତ ଫଳ ଦୋକାନଗୁଡିକରେ ଗୁରୁବାର ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି । ଚଳିତବର୍ଷ ଜ୍ୟୋଷ୍ଠ ମାସରେ ଗୁଳୁଗୁଳି ବଢ଼ି ନ…

ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ

ଠାକୁରମୁଣ୍ଡା, ୨୧।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ଠାକୁରମୁଣ୍ଡାର ଜଣେ ୭୦ ବର୍ଷୀୟ ବୃଦ୍ଧ ରହିଛନ୍ତି। ଚିହ୍ନଟ ବୃଦ୍ଧ ତୀର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?