ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ୨ଗିରଫ
ପାଟଣା,୩୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ନୂଆପଡା ଗ୍ରାମର ଜଣେ ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ଉକ୍ତ ମହିଳା ଜଣଙ୍କ ଗତ ବୁଧବାର ପାଟଣା ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକୁ ଭିତ୍ତି କରି ପାଟଣା ଥାନା ଅଧିକାରୀ ସନ୍ଧ୍ୟା ରାଣୀ ଜେନା...
ଐତିହାସିକ ଗାନ୍ଧୀ କର୍ମମନ୍ଦିର ଶ୍ରୀହୀନ
ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ ସ୍ବାଧୀନତାର ମୂକ ସାକ୍ଷୀ ଭାବେ ପରିଚିତ। ସେଥିମଧ୍ୟରୁ ଭଦ୍ରକ ଜିଲା ବନ୍ତ...
ପର୍ଯ୍ୟଟନ କ୍ଷେତ୍ର ‘ଶମୀବୃକ୍ଷ’ ଅବହେଳିତ
କପ୍ତିପଦା,୩୦।୧୨(ଡି଼.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୋଳିଅଳମ୍ ଓ ଦେବଳା ପଞ୍ଚାୟତ ସୀମାରେ ରହିଛି ପ୍ରସିଦ୍ଧ ପୌରାଣିକ ପୀଠ ‘ଶମୀବୃକ୍ଷ’। ଉଦଳାରୁ ଏହାର ଦୂରତା ପ୍ରାୟ ୧୮ କି.ମି. । ଶମୀବୃକ୍ଷ ପାହାଡ଼ର ଉଚ୍ଚତା ୭ଶହ ମିଟର। ଏହା...
ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ
କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା, ସବୁଜିିମାପୂର୍ଣ୍ଣ ପରିବେଶ ଓ ଜଳପ୍ରପାତର ନିଆରା ଆକର୍ଷଣ ସବୁ ସମୟରେ ପର୍ଯ୍ୟଟକ, କବି,...
ନିଷେଧାସତ୍ତ୍ୱେ ଚାଲିଛି ବାଲି ଚୋରା ଚାଲାଣ
ଜଳେଶ୍ୱର, ୩୦।୧୨(ସ୍ବ.ପ୍ର.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ନିଷେଧାଦେଶ ପରେ ସୁବର୍ଣ୍ଣରେଖା ନଦୀପଠାରୁ ବାଲି ଖନନ ବନ୍ଦ ରହିଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ବାଲି ସମସ୍ୟା ଉତ୍କଟ ରୂପ ଧାରଣ କରି ସମସ୍ତ ସରକାରୀ, ବେସରକାରୀ ନିର୍ମାଣ କାର୍ଯ୍ୟ ଠପ୍...
କାର ଧକ୍କାରେ ବାଇକ ଚାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ପରଜଙ୍ଗ,୨୯।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥର ଦଦରାଘାଟି ଡ୍ୟାମଠାରୁ ଅଳ୍ପ ଦୂରରେ ରବିବାର ସାରେ ଏକ ଅଜଣା କାର ଧକ୍କାରେ କୁଲେଇ ଗ୍ରାମର ଚଗଲା ରଣା (୨୧)ଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ...
ବସ୍ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ
ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସ୍ଥାନୀୟ ଡିମିରିଆ ଗ୍ରାମର ପ୍ରେମାନନ୍ଦ ବିଶ୍ୱାଳ(୩୦) ଏବଂ ଚଷାଗୁରୁଜାଙ୍ଗ...
ବିଲରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନଗୁଁଆ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦମକଳ କେନ୍ଦ୍ର ପଛପଟ ବିଲ ବୁଦା ନିକଟରୁ ରବିବାର ଅପରାହ୍ନରେ ଜଣେ ବୃଦ୍ଧାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତା...
କୁଲଡ଼ିହାରେ ମାଈହାତୀର ମୃତଦେହ ଠାବ
ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲିଡ଼ିହା ଅଭୟାରଣ୍ୟରେ ରବିବାର ସକାଳେ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ହାତୀଟି ୩/୪ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା ଅନୁମାନ କରାଯାଉଛି। ଅଭୟାରଣ୍ୟରେ ପ୍ରତିଦିନ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ...
୩ ବଖରା ଜଳିଗଲା
ଦିଗପହଣ୍ଡି,୨୯ା୧୨(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗଁାରେ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ବାବୁ ଗୌଡ ଓ ନାରାୟଣ ଗୌଡଙ୍କ ୩ ବଖରା ଜଳିଯାଇଛି। ଦିଗପହଣ୍ଡି ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା ଓ ବଳରାମ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚତ୍...
ଦାଦାବଟି ଲାଗି ମାଡ଼ ମାରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ
ଭବାନୀପାଟଣା,୨୯।୧୨(ଡି.ଏନ୍.ଏ.): କଳାହଣ୍ଡି ଜିଲା ଜୟପାଟଣା ଥାନା ବଡ଼କୁଟରୁ ଫାଣ୍ଡି ଅନ୍ତର୍ଗତ ବର୍ଚ୍ଛି ଛକ ନିକଟରେ ଦାଦାବଟି ଲାଗି ବିହାରୀ ଶ୍ରମିକଙ୍କୁ ସ୍ଥାନୀୟ ଯୁବକମାନେ ଗତ ୨୪ ତାରିଖ ରାତିରେ ଦଳଗତ ଆକ୍ରମଣ କରିଥିଲେ। ଏହି ଘଟଣାରେ ପୋଲିସ ୫ ଜଣ...
ଶ୍ରୀମନ୍ଦିର ଓ୍ବାଚ୍ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ
ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ରବିବାର ଏକ ଭାଇରାଲ ଭଡିଓରୁ ସ୍ପଷ୍ଟ ହୋଇଛି। ମନ୍ଦିରର...
Archives


