ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ଆରମ୍ଭ, ବେଳାଭୂମି ସଫେଇ ପାଇଁ…
ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ବିରଳ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୁଦ୍ର ବେଳାଭୂମିରେ ଲକ୍ଷଲକ୍ଷ କଇଁଛ ଅଣ୍ଡାଦାନ କରିବେ ।ଏଥିପାଇଁ ଗଞ୍ଜାମ ଏସ୍ପିଙ୍କ ନିର୍ଦେଶ…
ମୃତ୍ୟୁ ପରେ ଅଙ୍ଗଦାନ କରିବାକୁ ପଞ୍ଜୀକରଣ କଲେ ମହିଳା ଚାଷୀ
କର୍ଲାମୁଣ୍ଡା,୧୫ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧଅଁରାଖମନ ଗାଁର ସଫଳ ମହିଳା ଜୈବିକ ଚାଷୀ ଫାଲ୍ଗୁନି ଭୋଇ ( ୪୦) ଶରୀରର ଅଙ୍ଗଗୁଡ଼ିକ ଦାନ କରିବାକୁ ଇଚ୍ଛା ପ୍ରକାଶ କରି ଆବେଦନ କରିବା ପରେ ଇଚ୍ଛାକୃତ…
୩୦ ବର୍ଷ ପରେ ମା’ ଦକ୍ଷିଣକାଳୀ ପୀଠରେ ହେଲା ମହାଯଜ୍ଞ
ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଜଳେଶ୍ବରଖଣ୍ଡି ଗ୍ରାମ ଋଷିକୂଲ୍ୟା ନଦୀତଟରେ ତାରାତାରିଣୀଙ୍କ ନିକଟରେ ପ୍ରତିଷ୍ଠିତ ଅନ୍ୟତମ ଶକ୍ତିପୀଠ ମା’ ଦକ୍ଷିଣକାଳୀଙ୍କ ପୀଠରେ ଦୀର୍ଘ ୩୦ ବର୍ଷ ପରେ ଅନୁଷ୍ଠିତ ହୋଇଛି ସପ୍ତସତୀ ଚଣ୍ଡୀ ମହାଯଜ୍ଞ। ମନ୍ଦିର ଟ୍ରଷ୍ଟି ସୁଦର୍ଶନ…
ମଦ ଭାଗବଣ୍ଟାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ, ଜୀବନ ଚାଲିଯିବା ପରେ…
ବଲାଙ୍ଗୀର,୧୫ା୩(ସୁନିଲ କୁମାର ମହାନ୍ତି): ରିନବଚନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ସଦର ଥାନା ପୋଲିସ। ମଦ ପାଉଚ ଭାଗ ବଣ୍ଟାରୁ ସାଙ୍ଗ ସାଙ୍ଗ ମଧ୍ୟରେ ହତ୍ୟାକାଣ୍ଡ ହୋଇଥିବା ପୋଲିସ ସୂଚନା ଦେଇଛି। ସଦର ଏସ୍ଡିପିଓ ସରୋଜ ଉପାଧ୍ୟାୟ ରବିବାର ସଦର ଥାନାରେ…
ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ…
ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଓ୍ବାଇ୍.ବି ଖୁରାନିଆଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି। ମାର୍ଚ୍ଚ ୩୧…
ଭାଜପା ସରକାରଙ୍କ ଉପରେ ବର୍ଷିଲା ଜେଏମ୍ଏମ୍, ଟାର୍ଗେଟ୍ କରି କହିଲା…
ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା କଲ୍ୟାଣମଣ୍ଡପରେ ରବିବାର ପୂର୍ବାହ୍ନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ବିଭିନ୍ନ ସମସ୍ୟାକୁ ନେଇ ବର୍ତ୍ତମାନର ଭାଜପା ସରକାରଙ୍କୁ ଟାର୍ଗେଟ…
୨ ଜଣଙ୍କୁ ଧକ୍କା ଦେଲା ହାଇଓ୍ବା
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ରବିବାର ମଧ୍ୟାହ୍ନରେ ଏକ ହାଇଓ୍ବା ଗାଡ଼ି ଧକ୍କାରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜଗନ୍ନାଥ ବେହେରା ଓ ପ୍ରତାପ ଚନ୍ଦ୍ର ଦାସ। ଆହତ ଦ୍ବୟଙ୍କୁ ସଂପୃକ୍ତ…
ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ପରେ ଘରୁ ବାହାରି ପାରୁନାହାନ୍ତି ଲୋକେ
ରାଇକିଆ,୧୫ା୩(ପ୍ରଦୀପ ବେହେରା/ଚିନ୍ମୟ ସେଠୀ): କନ୍ଧମାଳ ଜିଲା ରାଇକିଆ, ଜି.ଉଦୟଗିରି ଓ ପାବୁରିଆ ଅଞ୍ଚଳରେ ଦନ୍ତାହାତୀକୁ ନେଇ ଭୟର ବାତାବରଣ ଦେଖାଦେଇଛି। ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ପରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି। ପ୍ରତିଦିନ ଜଙ୍ଗଲକୁ ଯାଇ ଜୀବିକା…
ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…
ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ସାନପଦର ଗାଁ ମୁଣ୍ଡରେ ତେଜରାତି ଓ…
ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି
ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍ ଆମଦାନୀରେ ଘୋର ସଙ୍କଟ ଦେଖାଦେଇଛି। ଫଳରେ ତୈଳ ଓ ପ୍ରାକୃତିକ ଗ୍ୟାସ୍ ଯୋଗାଣରେ ବ୍ୟାଘାତ…
ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି
ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀ ପ୍ରଭାରୀ ରୂପେ ନିଯୁକ୍ତି ଦେଇଛି। ପୂର୍ବରୁ ସାଧାରଣ ନିର୍ବାଚନ ସମୟରେ ଆସିକା…
ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ
ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍ କୋର୍ଟ ପରିସରରେ ଜିଲା ଓ ଦୌରାଜଜ୍ ତଥା ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅନୁପ କୁମାର ନନ୍ଦଙ୍କ…

