ଆମ ଜିଲା ଖବର

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍‌ ଟେଷ୍ଟ ସେଣ୍ଟରର ବାଥ୍‌ରୁମ୍‌ ଗ୍ରୀଲ କାଟି ଭିତରେ ପଶି...

ନିର୍ମାଣ ସମୟରେ ଭାଙ୍ଗିଲା ରେଲ୍‌ଓ୍ବେ ଓଭରବ୍ରିଜ୍‌

ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍‌ଓ୍ବେ ଗେଟ୍‌ ପାଇଁ ନବନିର୍ମିତ ଓଭରବ୍ରିଜ୍‌ ସଂଲଗ୍ନ ୫ଟି ବିମ୍‌ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇନାହିଁ। କାର୍ଯ୍ୟ ସମୟରେ ବିଭାଗ ପକ୍ଷରୁ ରେଳ ଚଳାଚଳ...

ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ

ରାଜନଗର,୨୯।୧୨(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ କେଉଁ ଅନାଦି କାଳରୁ ବସବାସ କରି ଆସୁଥିବା ବଉଳା କୁମ୍ଭୀରମାନଙ୍କ ଗଣନା...

ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା

କଣିହାଁ,୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ବଜ୍ରକୋଟ ଗ୍ରାମ ଡମଯୋଡ଼ି ସାହିର ନୟନୀ ସାହୁ(୫୫)। ସେ ବସ୍‌...

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ...

ବିହାର ରାଜ୍ୟପାଳଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୨୯ା୧୨(ଡି.ଏନ.ଏ)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଶନିବାର ଅପରାହ୍ନ ୩ଟାରେ ବିହାରର ରାଜ୍ୟପାଳ ଫଗୁ ଚୌହାନ ଆସିଛନ୍ତି। ପ୍ରଥମେ କୋଣାର୍କସ୍ଥିତ ଇଣ୍ଡିଆନ ଅଏଲ ଫାଉଣ୍ଡେଶନ ଦ୍ୱାରା ନିର୍ମିତ ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ରାଜ୍ୟପାଳ ଚୌହାନ ପହଞ୍ଚତ୍ବା ପରେ କୋଣାର୍କ...

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ ଲାଗିଛି। ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଶୀତବସ୍ତ୍ର ନ ଥିବା...

ମାଟିରେ ମିଶିବ ଟାଗୋରଙ୍କ ପାଥେରପୁରୀ: ପୌର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ; ଆପତ୍ତି ଉଠାଇଲେ ବୁଦ୍ଧିଜୀବୀ

ପୁରୀ ଅଫିସ, ୨୯ା୧୨: ପୁରୀ ଚକ୍ରତୀର୍ଥ ରୋଡରେ ରହିଛି ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଐତିହାସିକ ପାଥେରପୁରୀ। କୁହାଯାଏ ଏହି ସ୍ଥାନରେ ରହି ଟାଗୋର ‘ଗୀତାଞ୍ଜଳି’ ରଚନା କରିଥିଲେ। ଏହି ଐତିହାସିକ ସ୍ଥଳ ଏବେ ମାଟିରେ ମିଶିବାକୁ ଯାଉଛି। ପୌର ପ୍ରଶାସନ...

ସରକାରଙ୍କ ଖାମଖିଆଲ ନୀତି: ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

କଣାସ, ୨୯ା୧୨(ସ୍ବ.ପ୍ର.): ଚାଷୀଙ୍କର ପ୍ରଗତି ପାଇଁ ପଦକ୍ଷେପ ନିଆଯାଉଥିବା ସରକାର କହୁଛନ୍ତି। ମାତ୍ର ରାଜ୍ୟ ସରକାରଙ୍କ ଖାମଖିଆଲ ନୀତି ଯୋଗୁ କଣାସ ବ୍ଲକର ଚାଷୀ ଚିନାବାଦାମ ଚାଷରୁ ମୁହଁ ଫେରାଇ ନେବାକୁ ବସିଲେଣି। ସୂଚନା ଅନୁଯାୟୀ, କଣାସ ବ୍ଲକର ଗଡ଼ସାନପୁଟ,...

ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ

ପୁରୀ ଅଫିସ, ୨୯ା୧୨:  ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ...

ଆସୁଛି ନୂଆବର୍ଷ: ପୁରୀ ପ୍ୟାକ୍‌, ହୋଟେଲରେ ମିଳୁନି ରୁମ୍‌; ଜମିଲାଣି ପର୍ଯ୍ୟଟକଙ୍କ ଗହଳି

ପୁରୀ ଅଫିସ, ୨୯ା୧୨: ଆସୁଛି ନୂଆବର୍ଷ। ଏଥିପାଇଁ ପର୍ଯ୍ୟଟନ ସହର ପୁରୀରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସହରର ବିଭିନ୍ନ ହୋଟେଲ, ଲଜିଂ, ମଠ, ଧର୍ମଶାଳା ପ୍ୟାକ୍‌ ହୋଇଗଲାଣି। ଏବେ ଆଉ ପ୍ରାୟତଃ କେଉଁଠି ରୁମ୍‌ ମିଳୁନାହିଁ। ସରକାରୀ...

ଅଡ଼ୁଆରେ ପୁରୀ ପୋଲିସ: ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ପୋଡ଼ିବା ପାଇଁ ଅନୁମତି, ମୃତକଙ୍କ ନାଁରେ ନିଖୋଜ ଅଭିଯୋଗ ଆଣିଲେ ସ୍ତ୍ରୀ

ପୁରୀ ଅଫିସ, ୨୯ା୧୨: ପୁରୀ ସହରରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ ଥାନାରେ ହୋଇଛି ନିଖୋଜ ଅଭିଯୋଗ। ଏକ ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ସ୍ବର୍ଗଦ୍ୱାରରେ ପୋଡ଼ିବା ଲାଗି ଅନୁମତି ଦେଇ ଅଡୁଆରେ ଫସିଛି ପୋଲିସ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri