ଆମ ଜିଲା ଖବର

କଟକଣା ହେଲା କୋହଳ

କେନ୍ଦୁଝର, ୨୧।୫( ସ୍ବ.ପ୍ର.)-ଜିଲା ପ୍ରଶାସନ ଜାରି କଲା ନୂଆ ଗାଇଡ଼ ଲାଇନ। କଣ୍ଟେନମେଣ୍ଟ ଯୋନ ବାହାରେ କୋଭିଡ୧୯ ପାଇଁ ଥିବା କଟକଣା କୋହଳ କଲା। ଗ୍ରସୋରି, କ୍ଷୀର ଓ ମେଡିସିନ ଦୋକାନ ବ୍ୟତୀତ ଅନ୍ୟ ଦୋକାନ ସକାଳ ୭ଟାରୁ ସା ୫ଟା…

କନ୍ଧମାଳରେ ଆଉ ଜଣେ କରୋନା ପଜିଟିଭ

ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବ କରୋନା ଆକ୍ରାନ୍ତଦ୍ୱୟଙ୍କ ପରି ତୃତୀୟ ଜଣକ ମଧ୍ୟ…

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ପୂଜାରେ ମାସ୍କ ବ୍ୟବହାର ସହ ସାମାଜିକ ଦୂରତ୍ୱ ରଖିବା, ସର୍ବସାଧାରଣ ସ୍ଥାନରେ…

ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଆଲି ମିଦା (୩୦),…

ସଙ୍ଗରୋଧ କେନ୍ଦ୍ର ପାଣି ଟାଙ୍କି ଭୁଶୁଡିଲା

ଆର.ଉଦୟଗିରି,୨୦ା୫(ଡି.ଏନ୍‌.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ନିର୍ମାଣ ହୋଇଥିଲା। ଏହି କାମ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା…

କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର ନିଷ୍ପତ୍ତି ପ୍ରକାରେ ମଙ୍ଗଳବାର ସନ୍ଧ୍ୟାରେ ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ, ବିଡିଓ ଫାଲ୍‌ଗୁନି…

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର ଫରେଷ୍ଟର ପ୍ରଶାନ୍ତ ସାମନ୍ତରାୟ। ଆଦିବାସୀ ଗୀତ ଗାଇ ସେ କରୋନା ଭୂତାଣୁ ସମ୍ପର୍କରେ…

‘ଅମ୍ଫନ’ ପ୍ରଭାବରେ ଗଛ ଉପୁଡି ରାସ୍ତା ଅବରୋଧ

ବନ୍ତ,୨୦।୫(ଡି.ଏନ୍‌.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ ଝିପ୍‌ ଝିପ୍‌ ବର୍ଷା ସାଙ୍ଗକୁ ଅଳ୍ପ ପବନ ବହିଥିଲା। ରାତି ଠାରୁ ବର୍ଷାର ମାତ୍ରା…

ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ

ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ବାଲେଶ୍ୱର ଜିଲା ସଭାପତି ତଥା ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା ଜିଲାର ବାତ୍ୟା…

ଅମ୍ଫନ ପ୍ରଭାବରେ ପେଟ୍ରୋଲ ପମ୍ପ, ଘର କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଅମ୍ଫନ ବାତ୍ୟାର ପ୍ରଭାବରେ ବୁଧବାର ବର୍ଷା ହୋଇଥିଲା। ସକାଳ ୮ଟା୩୦ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ୨୮୦.୮ ମିମି ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ଝୁମ୍ପୁରା ବ୍ଲକରେ ୪୭ ମିମି ବର୍ଷା ହୋଇଥିବା ବେଳେ ଘଷିପୁରା ବ୍ଲକରେ…

ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା ଏହି ଟ୍ରେନ୍‌ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ବଲାଙ୍ଗୀର…

ଜୁନ୍‌ ୧ରୁ କାର୍ଯ୍ୟକ୍ଷମ ହେବ ଏମ୍‌ସିସି

ଅନୁଗୋଳ ଅଫିସ, ୨୦।୫: ବହୁ ବିରୋଧ ପରେ ଅନୁଗୋଳ ସହରରେ ମାଇକ୍ରୋ କମ୍ପୋଷ୍ଟିଂ ସିଷ୍ଟମ(ଏମ୍‌ସିସି) ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସହରର ଗୋଟିଏ ସ୍ଥାନରେ ଏମ୍‌ସିସି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଅନ୍ୟ ଦୁଇଟି ସ୍ଥାନରେ କାର୍ଯ୍ୟ ୮୦ ପ୍ରତିଶତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?