ଦିଲ୍ଲୀ ରାଜପଥ ପରେଡରେ ଯୋଗଦେବେ ଓଡ଼ିଶାର ୧୧୧ ଛାତ୍ରୀଛାତ୍ର, ଜଗତ୍ସିଂହପୁର ଜିଲାରୁ ୪ ଛାତ୍ରୀ ସାମିଲ
ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ୨୬ ସାଧାରଣ ତନ୍ତ୍ରଦିବସ ଉପଲକ୍ଷେ ହେବାକୁ ଥିବା ରାଜପଥ ପରେଡ ଓ ଗାର୍ଡ ଅଫ ହନର ପାଇଁ ଓଡ଼ିଶାରୁ ୧୧୧ଜଣ ଛାତ୍ରୀଛାତ୍ର ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସେଥିରେ ଜଗତ୍ସିଂହପୁର ଜିଲାରୁ ୪ଜଣ ଛାତ୍ରୀଙ୍କୁ ସାମିଲ...
ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ
ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି।...
ସୁନ୍ଦରଗଡ଼ରେ ତୁଷାରପାତ
ସୁନ୍ଦରଗଡ଼,୨୯।୧୨(ଡି.ଏନ୍.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ ସୁନ୍ଦରଗଡଠାରୁ ୫କି.ମି ଦୂର ସବ୍ଡେଗା ବ୍ଲକର କରମଡିହିଠାରେ ତୁଷାରପାତ ହୋଇଥିବାର ଦେଖିବାକୁ...
ଆର୍ଏସ୍ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ
ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍ଏମ୍ ୦୨କ୍ୟୁ ୧୩୩୬...
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ
ସୁନ୍ଦରଗଡ,୨୯।୧୨ (ଡି.ଏନ୍.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ...
ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ
ଦେବଗଡ଼,୨୯।୧୨(ଡି.ଏନ.ଏ.) – ସେବା ଯୋଗାଇବାରେ ଅବହେଳା ଯୋଗୁ ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ ହୋଇଛି । ମାମଲାର ବିବରଣୀ ଅନୁଯାୟୀ, ରିଆମାଳ ଗ୍ରାମର ଅଲେଖ ବିଶ୍ୱାଳ ନାମକ ଜଣେ ଗ୍ରାହକ ୨୦୦୬ ମସିହାରେ ପୋଷ୍ଟାଲ ଲାଇଫ ଇନ୍ସୁରାନ୍ସ ପଲିସି...
ସପ୍ତଶଯ୍ୟା ଉତ୍ସବ ଉଦ୍ଘାଟିତ: ମମତାକୁ ପାଥେୟକରି ମା’ ମାଟିର ବିକାଶ କର
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା ସଦର ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସପ୍ତଶଯ୍ୟା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ସପ୍ତଶଯ୍ୟା ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଏମ୍ପି ମହେଶ ସାହୁ ଯୋଗଦେଇ ଏହାକୁ...
ବେସରକାରୀ ବିଦ୍ୟାଳୟରୁ ୧୧ ଛାତ୍ରୀଛାତ୍ର ଉଦ୍ଧାର: ଘରୋଇ କାମରେ ଲଗାଯାଉଥିବା ଅଭିଯୋଗ
କାମାକ୍ଷାନଗର,୨୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତରେ ଥିବା ଏକ ବେସରକାରୀ ଶିକ୍ଷାନୁଷ୍ଠାନରୁ ଶନିବାର ପ୍ରଶାସନ ୧୦ ବର୍ଷରୁ କମ୍ ବୟସର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଅଭିଭାବକଙ୍କ ଜିମା ଦେଇଛି। ପାଠ ପଢ଼ା ନଁ।ରେ...
କପିଳାସ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟା: ବିଡ଼ମ୍ବିତ ଶୈଶବର ଅକୁହାକଥା ‘କାହାନୀ ଏକ୍ କଂସ୍ କୀ’
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳର କଳାପରିଷଦ ଅନୁଷ୍ଠାନ ପକ୍ଷରୁ ୩୯ତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଶନିବାର ଚତୁର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜୀ ଥିଏଟର ଗ୍ରୁପ୍...
ଗଁ। ରେ ପଶି ଜୀବନ ନେଲା ହାତୀ
କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଘଟଣାରୁ ଜଣାପଡ଼ିଛି,...
୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର...
ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ
ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି...
Archives


