ରାୟଗଡ଼ାର ୬୬୭ ସ୍ବାବ୍ ନମୁନା ନେଗେଟିଭ୍
ରାୟଗଡ଼ା ଅଫିସ,୨୦ା୫: ରାୟଗଡ଼ା ଜିଲାରୁ ଗତ ୧୫ ତାରିଖରେ ୧୩ତମ ପର୍ଯ୍ୟାୟରେ ୮୬ଜଣଙ୍କର ସ୍ବାବ୍ ନମୁନା ପରୀକ୍ଷା ନିମନ୍ତେ ଆର୍ଏମ୍ଆରସି ଭୁବନେଶ୍ୱର ପଠାଯାଇଥିଲା। ସେଥିରୁ ସମସ୍ତ ନମୁନା ନେଗେଟିଭ୍ ଆସିଛି। ଜିଲାରୁ ବର୍ତ୍ତମାନ ସୁଦ୍ଧା ୬୬୭ଜଣଙ୍କର ସ୍ବାବ୍ ନମୁନା ପରୀକ୍ଷା ପାଇଁ…
ଜଗତସିଂହପୁରରେ ‘ଅମ୍ଫନ୍’ ପ୍ରଭାବ: ଭାଙ୍ଗିଲା କଚ୍ଚା ଘର, ବିଦ୍ୟୁତ୍ ସେବା ଠପ୍; ଗଛ ଉପୁଡ଼ି ଗମନାଗମନ ବାଧାପ୍ରାପ୍ତ
ଜଗତସିଂହପୁର ଅଫିସ, ୨୦।୫: ବାତ୍ୟା ଅମ୍ଫନକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା l ସୌଭାଗ୍ୟବଶତଃ ବାତ୍ୟା ଟଳି ଯାଇଥିବାବେଳେ କୌଣସି ଲୋକଙ୍କ ଜୀବନହାନୀ ଘଟିନାହିଁ। କିନ୍ତୁ ଜିଲାର ବିଭିନ୍ନ ସ୍ଥାନରେ ଗଛ ପଡି ଗମନାଗମନରେ ବାଧା…
ମାଲକାନଗିରି ଛୁଇଁଲା କରୋନା: ୨ ଚେନ୍ନାଇ ଫେରନ୍ତା ପଜିଟିଭ୍ ଚିହ୍ନଟ
ମାଲକାନଗିରି,୨୦।୫(ଡି.ଏନ୍.ଏ.): ମାଲକାନଗିରି ଜିଲା ଛୁଇଁଲା କରୋନା। ବୁଧବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଦ୍ୱୟ ଚେନ୍ନାଇ ଫେରନ୍ତା। ସେମାନଙ୍କୁ ସଂଗରୋଧ କେନ୍ଦ୍ରରେ ରଖାଯାଇଥିବା ସୂଚନା ମିଳିଛି। ପଜିଟିଭ୍ ଚିହ୍ନଟ ହେବା ପରେ କ୍ୱାରାଣ୍ଟାଇନ୍ ସେଣ୍ଟରକୁ…
କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ
ଛତ୍ରପୁର, ୨୦।୫(ଡି.ଏନ୍.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି. ଗଣପତିଙ୍କ ପୁଅ ରମେଶ(୨୯)। ତାଙ୍କର ମୃତଦେହ ଭାରତକୁ ଆଣିବାର ବ୍ୟବସ୍ଥା କରିବା ସହ…
ତେଲଙ୍ଗାନାରୁ ଆସିଲେ ୧୬୦ ପ୍ରବାସୀ ଓଡ଼ିଆ
ରାୟଗଡ଼ା ଅଫିସ,୨୦ା୫: ତେଲଙ୍ଗାନା ରାଜ୍ୟକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର,କନ୍ଧମାଳ ଓ ମାଲକାନଗିରି ଜିଲାର କିଛି ଲୋକ ଯାଇଥିଲେ। କରୋନା ପାଇଁ ଲକ୍ଡାଉନ ହେବାରୁ ବିଭନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ସେଠାରୁ ସତନ୍ତ୍ର ଟ୍ରେନ୍ ଯୋଗେ…
ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ
ରତ୍ନଗିରି,୨୦ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ ବଡ଼ବଡ଼ ଗଛ ପଡ଼ିଥିବାରୁ ଗମନାଗମନ ଏକ ପ୍ରକାର ବନ୍ଦ ହୋଇଯାଇଛି। ରାସ୍ତା ଉପରେ ବିଦ୍ୟୁତ୍ତାର…
ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍ଲାଇନ୍ ପଞ୍ଜୀକରଣ
ଛତ୍ରପୁର,୨୦ା୫(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍ ପୋର୍ଟାଲରେ ଅନ୍ଲାଇନ୍ରେ ହେଉଥିବା ଏହି ପଞ୍ଜୀକରଣ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ହେଉଛି। ଏହି…
ଅନ୍ତରୀଣ କମିଟି ଗଠନକୁ ବିରୋଧ
କଟକ ଅଫିସ୍,୨୦।୫: ଲକ୍ଡାଉନ୍ ଯୋଗୁ ହାଇକୋର୍ଟ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ସ୍ଥଗିତ ରଖିଛନ୍ତି। ଏଣୁ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ଅନ୍ତରୀଣ କମିଟି ଗଠନ କରିବାକୁ ରାଜ୍ୟ ଆଇନଜୀବୀ ପରିଷଦର ସ୍ବତନ୍ତ୍ର କମିଟି ନିଷ୍ପତ୍ତି ନେଇଥିଲା। ସମସ୍ତ ଓକିଲ…
ଅମ୍ଫନ୍ ପ୍ରଭାବରେ ପ୍ରବଳ ବର୍ଷା,ପବନ: ବିଭିନ୍ନ ସ୍ଥାନରେ ଉପୁଡ଼ିଲା ଗଛ
ବାରିପଦା ଅଫିସ,୨୦ା୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫନ୍ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି। ବୁଧବାର ଭୋର୍ ୩ଟାରୁ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଲାଗିରହିଛି। ଜିଲାର ୨୬ଟି…
କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍
ଶେରଗଡ଼,୨୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ବୁଧବାର ଏହି ସମସ୍ତଙ୍କୁ ଘରକୁ ଛଡ଼ାଯାଇଛି। ସେମାନେ ନିଜ ଘରେ ୭ ଦିନ…
ପ୍ରଥମ ବ୍ୟାଚ୍ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍ ଦେଇ ଘରକୁ ପଠାଗଲା
ଛତ୍ରପୁର,୨୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍ଚାର୍ଜ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେଥିମଧ୍ୟରୁ…
ବାତ୍ୟା ‘ଅମ୍ପନ୍’ ପ୍ରଭାବରେ କେନ୍ଦ୍ରାପଡ଼ାବାସୀ ଆତଙ୍କିତ: ୧୨୦ କିମି ବେଗରେ ବହୁଛି ପବନ, ୮ ହଜାର ଲୋକ ସ୍ଥାନାନ୍ତର
କେନ୍ଦ୍ରାପଡା ଅଫିସ, ୨୦ା୫: ସାମୁଦ୍ରିକ ଝଡ଼ ‘ଅମ୍ପନ’ କେନ୍ଦ୍ରାପଡ଼ା ଜିଲାରେ ବିଶେଷଭାବେ ପ୍ରଭାବ ପକାଇଛି। ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା, ପବନ ବୁଧବାର ସକାଳେ ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିମି ବେଗରେ ପବନ ବହିବା…

