ଜୈବିକ ସାର ପ୍ରସ୍ତୁତ କରି କରନ୍ତି ଚାଷ
ବଉଳା, ୧୨। ୩(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢ଼େଙ୍କା ପଞ୍ଚାୟତର ଡେଙ୍ଗାଚୁଆ ଗ୍ରାମର ଆଦିବାସୀ ଯୁବକ ଗୋବିନ୍ଦ ମାଝୀ ଜୈବିକ ସାର ପ୍ରସ୍ତୁତ କରି ତାକୁ ପ୍ରୟୋଗ କରି ଚାଷ ଆରମ୍ଭ କରିଛନ୍ତି। ଦେଶୀ ଧାନରେ ଢ଼ିଙ୍କି କୁଟା ଚାଉଳ ପ୍ରସ୍ତୁତ…
ପ୍ରମାଣପତ୍ର ପାଇଁ ଟଙ୍କା
ପରଜଙ୍ଗ, ୧୨।୩(ଡି.ଏନ.ଏ.) ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା, ଦୁର୍ନୀତି ରୋକିବା, ସାଧାରଣ ଜନତାଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘୫-ଟି’ ବ୍ୟବସ୍ଥା। ସରକାରୀ କାର୍ଯ୍ୟାଳୟରେ ଲାଞ୍ଚ ନ ଦେବାକୁ ବଡ ବଡ଼ ହୋର୍ଡିଂ ମାଧ୍ୟମରେ ସଚେତନ କରାଯାଉଛି।…
ବାଉଁଶ ଖୁଣ୍ଟରେ ବିଲ୍ ଟାଙ୍ଗି ଚାଲି ଯାଉଛନ୍ତି କର୍ମଚାରୀ
ବାରିପଦା ଅଫିସ, ୧୨ା୩- ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ତାରଯୋଡି ଗ୍ରାମର ୮୧ ପରିବାର ଅନ୍ଧାରରେ ରାତି କାଟୁଛନ୍ତି। ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏହିଳି ହଇରାଣ ହେଉଥିବା ସେମାନେ ପ୍ରକାଶ…
ଅନିଶ୍ଚିତତାରେ ଚିଟ୍ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ଭାଗ୍ୟ
କଟକ ଅଫିସ୍,୧୨ା୩: ଓଡ଼ିଶାରେ ଚିଟ୍ଫଣ୍ଡ ଏକ ରାଜନୈତିକ ପ୍ରସଙ୍ଗ ହୋଇଆସିଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀମାନେ ଚିଟ୍ଫଣ୍ଡ ଅସ୍ତ୍ରକୁ ପୂର୍ବରୁ ବ୍ୟବହାର କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୩ ଜୁଲାଇ ୯ରେ ତଦନ୍ତ କମିଶନ ଗଠନ କରିଥିଲେ ଏବଂ…
ଏମ୍କେସିଜି ମେଡିକାଲ ବିକାଶ ପାଇଁ ହେଉ ସ୍ବତନ୍ତ୍ର ଯୋଜନା
ବ୍ରହ୍ମପୁର ଅଫିସ,୧୨ା୩: ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବୁଧବାର ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ଜିଲାର ପ୍ରମୁଖ ସହର ରେଶମ ନଗରୀ ପ୍ରତି ସରକାରୀ ଅବହେଳାର ପ୍ରତିବାଦ ଏବଂ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ…
ଭାରତୀଙ୍କ ମୁହଁରେ ଫୁଟିଲା ହସ
ଭୁବନ, ୧୨।୩(ଡି.ଏନ.ଏ.) ବିବାହ ଆଗରୁ ନିଆଁ ସାଜିଲା ବଇରି। ନିଆଁରେ ଛାରଖାର ହୋଇଗଲା ସବୁକିଛି। ଏହାକୁ ନେଇ ବେଶ୍ ଚିନ୍ତିତ ହୋଇପଡ଼ିଥିଲେ ପରିବାର। ହେଲେ ବଦାନ୍ୟ ବ୍ୟକ୍ତି ଏବଂ ସାମାଜିକ ସଙ୍ଗଠନ ସହଯୋଗର ହାତ ବଢ଼ାଇବା ପରେ ସବୁକିଛି ସୁରୁଖୁରୁରେ ସରିଛି। ନୂଆ…
୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ
ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨ ଭରି ଓଜନର ସୁନା ଖାସୁମାଳି କେହି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଏଥିରେ…
୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ
ଫୁଲବାଣୀ ଅଫିସ, ୧୨ା୩: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି। ରାସ୍ତା ନ ଥିବାରୁ ଗାଁକୁ ବିଜୁଳି, ସ୍ବାସ୍ଥ୍ୟ ସେବା ପହଞ୍ଚି ପାରୁନାହିଁ।…
ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ
ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ ପରେ ଏକ ଲମ୍ବା ଜିଆ ଭଳି ପୋକ ମାଛ ଭିତରୁ ବାହାରୁଥିବା ସେ…
ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୭ ଗିରଫ, ଜଣେ ଗୁରୁତର
କୁଜଙ୍ଗ,୧୨ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଫତେପୁର ଗ୍ରାମରେ ଜମି ବିବାଦକୁ କେନ୍ଦ୍ରକରି ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଉଭୟ ପକ୍ଷରୁ ୭ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜଣେ ଗୁରୁତର ହୋଇଛନ୍ତି।…
ନବବଧୂଙ୍କୁ ନିର୍ଯାତନା ମାମଲା: ତିର୍ତ୍ତୋଲ ପୋଲିସ ବିରୋଧରେ ଏସ୍ପିଙ୍କୁ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୨ା୩: ତିର୍ତ୍ତୋଲ ଥାନା ଅଧୀନ ଦୋନ୍ଦୁଅ ଗ୍ରାମର ଜଣେ ନବ ବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଇଥିବା ସମ୍ପର୍କିତ ମାମଲା ଭିନ୍ନ ମୋଡ ନେଇଛି। ପୀଡ଼ିତା ନବ ବିବାହିତା ତଥା ଏହି ଗାଁର…
ନୀଳମାଧବ ଜୀଉଙ୍କ ଚନ୍ଦନ ଲାଗି ଆରମ୍ଭ
ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ବେଶ ସୋମବାର ଦୋଳ ପୂର୍ଣ୍ଣମୀଠାରୁ ଆରମ୍ଭ ହୋଇଛି। ମାନବ ସମାଜରେ ଋତୁ ଚକ୍ରର ଯେପରି ପ୍ରଭାବ ପଡ଼ିଥାଏ ସେହିପରି ଦେବଦେବୀଙ୍କ ପାଇଁ ଋତୁ ଅନୁସାରେ ବିଭିନ୍ନ…
Archives


