ଆମ ଜିଲା ଖବର

ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି...

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନବସ୍ତା ପଡ଼ିରହିଛି। ଧାନ ଉଠାଣରେ ମିଲର୍ସଙ୍କ ଅବହେଳା ଯୋଗୁ...

ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା, ମାସିକ ପେନ୍‌ସନ୧୦ ହଜାର ଟଙ୍କା ପ୍ରଦାନ ଆଦି ଦାବି ନେଇ ଆସନ୍ତା ଜାନୁଆରୀ...

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର...

ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗୋବିନ୍ଦପାଲି ନିବାସୀ ମକରଧ୍ୱଜ ନାଗ। ସେ ଜଣେ...

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରିଛନ୍ତି। ସମାରୋହରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ...

ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍‌ର ବ୍ୟବସାୟୀ...

ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ

ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍‌ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ ଓ ସହର ମୁହଁା ହେଉଥିବା ସେହି ହାତୀପଲଙ୍କୁ ରୋକିବା ବନ ବିଭାଗ କର୍ମଚାରୀଙ୍କ...

ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର

ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ...

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ...

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାଙ୍କୀ ଅଞ୍ଚଳର ବିଭୁରଞ୍ଜନ ସାହୁଙ୍କୁ ଡାକ୍ତରଖାନାକୁ ପଠାଇଥିବାବେଳେ ତାଙ୍କ ପିଇସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri