ଆମ ଜିଲା ଖବର

ବାତ୍ୟା ଅମ୍ଫନ ମୁକାବିଲା ପାଇଁ ସଦର ବିଧାୟକଙ୍କ ସମୀକ୍ଷା

ନିଶ୍ଚିନ୍ତକୋଇଲି,୧୯।୫(ସ୍ବ.ପ୍ର)-ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ମଙ୍ଗଳବାର ନିଶ୍ଚିନ୍ତକୋଇଲି ବ୍ଲକ ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ଅଧିନରେ ଥିବା ୧୪ ପଞ୍ଚାୟତକୁ ନେଇ କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଏକ ସମୀକ୍ଷା ବୈଠକ କରିଛନ୍ତି। ନିଶ୍ଚିନ୍ତକୋଇଲି ବ୍ଲକ ସମ୍ମିଳନୀ…

ବନ୍ତରେ ୭ କରୋନା ପଜିଟିଭ ଚିହ୍ନଟ: ସମସ୍ତେ କୋଲକତା ଫେରନ୍ତା

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତ କୋଲକତା ଫେରନ୍ତା ଓ ସମସ୍ତେ ଗଣିଜାଙ୍ଗ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ।…

କ୍ୱାରାଣ୍ଟାଇନ୍‌ରେ ୯୬୫ ପ୍ରବାସୀ

ବନ୍ତ,୧୯।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ସୋମବାର ସୁଦ୍ଧା ୯୬୫ ଜଣ ପ୍ରବାସୀ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଘରକୁ ଫେରିବା ପାଇଁ ପ୍ରାୟ ୮୪୪୧ ଜଣ ପଞ୍ଜୀକରଣ କରିଛନ୍ତି। ନିର୍ଦ୍ଦିଷ୍ଟ ରାଜ୍ୟ ପାଇଁ ଖୋଲା ଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ ଭଦ୍ରକ ସହରରେ ପାଗ କୋହଲା ଥିଲା। ତେବେ ଅପରାହ୍ନରୁ ଏଠାରେ ଝିପିଝିପି ବର୍ଷା ହେବା…

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ ୫୮ଟି ପୋଲିସ ମୋବାଇଲ ଟିମ୍‌ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖିବା ସହ…

ଅମ୍ଫନ ମୁକାବିଲା: ଚାନ୍ଦବାଲି, ବାସୁଦେବପୁରରେ ହାଇଆଲର୍ଟ ଜାରି

ଭଦ୍ରକ ଅଫିସ, ୧୯।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ପନ’ ସହ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଏ ନେଇ ଭଦ୍ରକ ଜିଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରିଛନ୍ତି ଜିଲା ପ୍ରଶାସନ। ଏହି ସ୍ଥାନଗୁଡ଼ିକରେ ପବନର…

ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା

ବାହାନଗା, ୧୯।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥର ମଙ୍ଗଳବାର ପୃଥକ ଦୁଇଟି ଦୃର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରେ ପ୍ରବାସୀ ଓଡିଆଙ୍କୁ ଛାଡ଼ି ବସ୍‌ (ଓଡି୦୨ ବିଏଚ୍‌-୬୬୧୧) କୋଲକାତା ଫେରୁଥିବା ବେଳେ ଏକ ଟ୍ରକ୍‌(ଓଡି୦୧-କ୍ୟୁ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ: ଚେକ୍‌ ଇସ୍ୟୁ କରିବା ପାଇଁ ୧୪ ହଜାର ଲାଞ୍ଚ ମାଗିଥିଲେ

ବରଗଡ଼ ଅଫିସ, ୧୯।୫: ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଫିସରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ମାନସ କୁମାର ଦାଶ ମଙ୍ଗଳବାର ସମ୍ବଲପୁର ଡିଭିଜନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏନ୍‌ଏସି ଅଫିସରେ ଭଡ଼ାରେ ଲାଗିଥିବା ଏକ ବୋଲେରୋ ଗାଡିର ବକେୟା ଦେୟ ବାବଦକୁ ଏକ…

ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ…

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ ଦୂରତା ଉଲ୍ଲଂଘନ ନେଇ ଉକ୍ତ ଦୋକାନକୁ ସିଲ କରାଯାଇଥିବା ଜଣାପଡ଼ିଛି। ସାମାଜିକ ଦୂରତା, ମାସ୍କ…

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ ଦିଆଯାଇଥିଲା। ୨୯ ଅନ୍ତେବାସୀ ରାତ୍ରି ଭୋଜନ ଖାଇ ସାରିଥିବାବେଳ ବେଳ ୨ ଜଣ…

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?