ଆମ ଜିଲା ଖବର

ବାଇପାସ୍‌ ରାସ୍ତାରେ ହୋଲ୍‌ସେଲ ପରିବା ମାର୍କେଟ

ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି ନ ଘଟେ ସେଥିଲାଗି ପ୍ରଶାସନିକ ଅଧିକାରୀ ପ୍ରଚେଷ୍ଟା ଜାରି ରଖିଛନ୍ତି। ତେବେ ସାମାଜିକ ଦୂରତାକୁ…

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା । ସମୁଦ୍ରରୁ ମାଛ ମାରି ଏହାକୁ ବିକ୍ରି କଲେ ସେମାନଙ୍କ ପରିବାର ଚଳେ। ହେଲେ…

ରିଲିଫ ପାଣ୍ଠିକୁ ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କ ଦେଲା ୫ ଲକ୍ଷ

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ବୁଧବାର ଲକ୍‌ଡାଉନକୁ ୧୫ଦିନ ବିତିଯାଇଛି। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତି ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। ତେଣୁ ଏଭଳି…

ପଦଚାଳିତ ହାତସଫା ମେଶିନ୍‌ ରଖିବ ସ୍ବଚ୍ଛ

ଜଟଣୀ,୯ା୪(ଡି.ଏନ.ଏ): କୋଭିଡ-୧୯ ମୁକାବିଲା ଓ ରେଳ କର୍ମଚାରୀଙ୍କୁ ଏହି ଭୂତାଣୁ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ଡିଭିଜନ ଅନ୍ତର୍ଗତ ଅନୁଗୋଳ ଲୋକୋଶେଡ୍‌ରେ ନିଜସ୍ବ ସାଧନରେ ପଦଚାଳିତ ହାତସଫା ମେଶିନ୍‌ ଉତ୍ପାଦନ…

ଅଧକୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଲାଣି ଶ୍ରୀମନ୍ଦିର

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନାକୁ ନେଇ ଏବେ ସବୁଆଡେ ଆତଙ୍କ। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢ଼େଇ କରୁଛି। ଭାରତ ବି ଏଦିଗରେ ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଏବେ ସାରା…

ନକଲି ଅଗ୍ନିଶମ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ, ୯ା୪- ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ କହଁର। ବାବୁଲ ନିଜକୁ ଅଗ୍ନିଶମ ବିଭାଗର କର୍ମଚାରୀ କହି ନକଲି ୟୁନିଫର୍ମ ପିନ୍ଧି ବୁଲୁଥିଲେ।…

ରକ୍ତ ଦେଲେ ଗୋଟିଏ ପରିବାରର ୭ ସଦସ୍ୟ

ବ୍ରହ୍ମପୁର ଅଫିସ,୯ା୪-କରୋନା ପ୍ରଭାବରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି ା ଏହାକୁ ପୂରଣ କରିବାକୁ ବ୍ରହ୍ମପୁରର ସ୍ବେଚ୍ଛାସେବୀ ସଂଗଠନ ସବୁଜ ବାହିନୀ ନେତୃତ୍ୱରେ ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ ଶୀର୍ଷକ ରକ୍ତଦାନ ଶିବିର ଏପ୍ରିଲ ପହିଲାରୁ…

ହୋମ କ୍ୱାରାଣ୍ଟାଇନ୍‌ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା

ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍‌ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି ଅନୁମତି ନ ନେଇ ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିବା ବେଳେ ଉପଜିଲାପାଳ ରାଜେନ୍ଦ୍ର…

ମାନବିକତା ଦେଖାଇଲେ ପୂର୍ବତନ କର୍ପୋରେଟର; ପ୍ରସୂତିଙ୍କୁ ହସ୍ପିଟାଲକୁ ପଠାଇଲେ

ବ୍ରହ୍ମପୁର ଅଫିସ,୯ା୪-କରୋନା ବିପତ୍ତି ସମୟରେ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି ୩୧ ନଂ. ୱାର୍ଡର ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା। ମହାରଣାଙ୍କ ସୂଚନା ପ୍ରକାରେ, ବୁଧବାର ୩୧ ନଂ. ୱାର୍ଡ ଅନ୍ତର୍ଗତ କମାପଲ୍ଲୀ ଖୋଳାସାହି ବାସିନ୍ଦା ଟି. ଶଙ୍କରଙ୍କ ସ୍ତ୍ରୀ ଟି.…

୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସଂକ୍ରମଣ ନ ବ୍ୟାପିବ ପାଇଁ ପ୍ରଶାସନ…

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବୋଲି ଜଣାପଡ଼ିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ଏହି ତାଲିମ ଦିଆଯାଉଥିଲା ବୋଲି…

ପାହାଡ଼ ଖୋଲରେ ଲୁଚିଥିଲେ ଛତିଶଗଡ ଯୁବକ: ଧରାପଡ଼ି ସଙ୍ଗରୋଧ କେନ୍ଦ୍ରକୁ ଗଲେ

କେନ୍ଦୁଝର,୯ା୪(ସ୍ବ.ପ୍ର.)-ଛତିଶଗଡରୁ ପୁରୀ ଦେଇ କେନ୍ଦୁଝର ଜିଲାକୁ ଆସି ସଦର ବ୍ଲକ ପଳାଶପଙ୍ଗା ନିକଟ ସନ୍ଥେଭଞ୍ଜ ପାହାଡ଼ ଖୋଲରେ ଆମତ୍ଗୋପନ କରିଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି ସଙ୍ଗରୋଧ କେନ୍ଦ୍ରକୁ ପଠାଇଛି। ଯୁବକ ଜଣକ ହେଲେ ଛତିଶଗଡ ରାଜ୍ୟର କ୍ଷେମରାଜ ପଟେଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri