ଆମ ଜିଲା ଖବର

ହୋଟେଲରୁ ବନ୍ଧୁକଧାରୀ ଯୁବକ ଅଟକ

ଫୁଲବାଣୀ ଅଫିସ, ୨୭ା୧୨: ଶାନ୍ତିପୂର୍ଣ୍ଣ ସହର ଫୁଲବାଣୀ ଧୀରେ ଧୀରେ କ୍ରାଇମ ସିଟି ହେବାରେ ଲାଗିଛି। କିଛି ଦିନ ହେବ ଲୁଟତ୍‌ରାଜକୁ ନେଇ ପୋଲିସ ଚାପରେ ଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଏକ ନାମୀ ହୋଟେଲରୁ ୨ଜଣ ବନ୍ଧୁକଧାରୀ ଯୁବକଙ୍କୁ...

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ହତ୍ୟାକାରୀଙ୍କ ନିକଟତର ପୋଲିସ

ଫୁଲବାଣୀ ଅଫିସ, ୨୭ା୧୨: କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳିକରି ହତ୍ୟା କରିବା ଘଟଣାରେ ପୋଲିସ ହତ୍ୟାକାରୀଙ୍କ ନିକଟତର ହେଲାଣି ା ଖୁବ୍‌ କମ ସମୟ ମଧ୍ୟରେ ଘଟଣାର...

ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର...

ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ। ସଂସ୍କୃତି, ପରମ୍ପରାକୁ ବଜାୟ ରଖିବା ଗୁରୁଜନ ପ୍ରତି ଭକ୍ତିଭାବ ରଖିବା, ପ୍ରତିଟି ବିଚାର...

ଟେଲିସ୍କୋପ୍‌ରେ ସୂର୍ଯ୍ୟୋପରାଗ ଦେଖିଲେ

ବ୍ରହ୍ମପୁର ଅଫିସ,୨୭ା୧୨-ବ୍ରହ୍ମପୁରରେ ସୂର୍ଯ୍ୟୋପରାଗର ପ୍ରଭାବ ଭୟକୁ ଦୂରେଇବା ପାଇଁ ବିଜ୍ଞାନ ଚେତନା ମଞ୍ଚ ବ୍ରହ୍ମପୁର ଶାଖା ପକ୍ଷରୁ ଟେଲିସ୍କୋପ ମାଧ୍ୟମରେ ସୂର୍ଯ୍ୟୋପରାଗ ଦେଖିବା ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଖଲ୍ଲିକୋଟ କଲେଜ ଖେଳପଡିଆରେ ସୂର୍ଯ୍ୟୋପରାଗ ପ୍ରଭାବକୁ ଖାତିର...

ଦୁଇ ଦିନ ଧରି ଲାଗି ରହିଛି ଉତ୍ତେଜନା: ମଦ ଦୋକାନ ଜାଳିଦେଲେ ଲୋକେ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ବୁଧବାର ଓ ଗୁରୁବାର ଉତ୍ତ୍ୟକ୍ତ ଲୋକେ ଏ.ବରିଡ଼ା, କୁଶପଲ୍ଲୀରେ ମଦଭାଟି ଓ ମଦ ବ୍ୟବସାୟୀଙ୍କ ୪ ଘର ଜାଳି ଦେଇଛନ୍ତି। ଗୁରୁବାର ଉତ୍ତ୍ୟକ୍ତ ଲୋକେ...

ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ୩ ଅଭିଯୁକ୍ତଙ୍କୁ ଗୁରୁବାର ଥାନାକୁ ଆଣି ପଚରାଉଚରା କରୁଥିବା ଥାନା ଅଧିକାରୀ...

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ ବିଲ ଓ ଖଳାରେ ରଖିଥିବା ଅମଳ ହେବା ପାଇଁ ଥିବା ପାଚିଲା ଧାନ...

ଉଦାହରଣ ସାଜିଛନ୍ତି ମହେଶ୍ୱର

ବନ୍ତ, ୨୭।୧୨(ସ୍ବ.ପ୍ର.) – ବର୍ତ୍ତମାନ ଦେଶରେ ନିଯୁକ୍ତି ଅଭାବରୁ ବେକାର ସମସ୍ୟା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସମାଜରେ ଶାରୀରିକ ସୁସ୍ଥ ଶିକ୍ଷିତ ଯୁବକମାନେ ବେକାର ହୋଇ ବୁଲୁଥିବାବେଳେ ଜଣେ ଦିବ୍ୟାଙ୍ଗ ଯୁବକ ନିଜେ ରୋଜଗାରକ୍ଷମ ହୋଇ...

ରାଜ୍ୟସ୍ତରୀୟ ରଗ୍‌ବୀ ଫୁଟବଲ୍‌: ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୨୭ା୧୨- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳିକା ଓ ବାଳକ ବର୍ଗର ରଗ୍‌ବୀ ଫୁଟବଲ୍‌ ପ୍ରତିଯୋଗିତା ଚଳିତ ମାସ ୨୨ ଓ ୨୩ ତାରିଖରେ ଭୁବନେଶ୍ୱରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୟୂରଭଞ୍ଜ...

କୁଆମରାରେ ହାତୀ ଉପଦ୍ରବ

କୁଆମରା,୨୭ା୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିର କୁଲଡ଼ିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବାରୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ଏହି ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର...

ଜିଲାରେ ପ୍ରଥମ: ଜଳେଶ୍ୱରରେ ମଡେଲ ଭିଲେଜ କାର୍ଯ୍ୟାରମ୍ଭ

ଜଳେଶ୍ୱର, ୨୭।୧୨(ସ୍ବ.ପ୍ର.)-ସରକାରଙ୍କ ନୂତନ ଯୋଜନା ଅନୁଯାୟୀ ଏଣିକି ଭୂମିହୀନ ଓ ଗୃହହୀନଙ୍କ ଲାଗି ସରକାରୀ ସ୍ଥାନରେ ଏକ ମଡେଲ ଭିଲେଜ ନିର୍ମାଣ ପାଇଁ ସ୍ଥିର ହୋଇଛି ା ଏହି ପରିପ୍ରେକ୍ଷୀରେ ଜଳେଶ୍ୱର ବ୍ଲକର ମହମ୍ମଦନଗରପାଟ ଓ ରାଜପୁର ପଞ୍ଚାୟତର ଓଳିନ୍ଦା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri