ଆମ ଜିଲା ଖବର

ଗର୍ଭବତୀ ମହିଳାଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୯।୫: ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପକ୍ଷରୁ ବେଶ ତତ୍ପରତା ଦେଖାଦେଇଛି। ବାତ୍ୟା ପାଇଁ ପ୍ରଶାସନ ବାସୁଦେପୁର, ଧାମରା ଓ ଚାନ୍ଦବାଲି ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ ଏହି ସବୁ…

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ ନଦୀଗାଁ ଗାଁର ରମାନାଥ ଦାସ (୬୫) ଓ ତାଙ୍କ ପୁତ୍ରବଧୁ ପୁଷ୍ପଲତା(୪୦)ଙ୍କ ବିଦ୍ୟୁତ ଆଘାତରେ…

ଭଦ୍ରକରେ ୨୧ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଛୁଇଁଲା

ଭଦ୍ରକ ଅଫିସ,୧୯।୫: ଭଦ୍ରକ ଜିଲା ରେ ମଙ୍ଗଳବାର ୨୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ରେ ପହଞ୍ଚିଛି। ଆକ୍ରାନ୍ତ ୨୧ଜଣଙ୍କ ମଧ୍ୟରୁ କୋଲକତାର ୧୨, ସୁରାଟ ୬, ତାମିଲନାଡୁ ୨ ଓ ଆନ୍ଧ୍ରରୁ ଜଣେ…

ମାସ୍କ, ସାମାଜିକ ଦୂରତ୍ୱ ନିୟମକୁ କଡାକଡି କଲେ ତହସିଲଦାର

ଗଞ୍ଜାମ, ୧୯।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି l ଏଥିପାଇଁ ସରକାର ଲକ୍‌ଡାଉନ ଅବଧିକୁ ମେ ୩୧ ଯାଏଁ ବୃଦ୍ଧି କରିଛନ୍ତି। ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା…

ସମ୍ଭାବ୍ୟ ବାତ୍ୟା ପାଇଁ ୧୫୦୦ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ରାଜନଗର,୧୯।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅମ୍ଫନ ମହାବାତ୍ୟା ଯୋଗୁ ରାଜନଗର ବ୍ଲକରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏଥିପାଇଁ ପ୍ରଶାସନ ବଙ୍ଗୋପସାଗର ତଟବର୍ତ୍ତୀ ପେଣ୍ଠ, ପ୍ରସନ୍ନପୁର, ଏଣ୍ଡୁଳାପୁର, ବାଉଁଶଗଡ଼ି, ଅଢ଼ାସୋଲ, ବରାହିପୁର, କେରୁଆପାଳ, ତାଳଚୁଆ, ବାଘମାରି ଆଦି ୨୦ଟି ଗ୍ରାମର…

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଦୁଇଜଣ ଗୁରୁତରଭାବେ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସ୍‌ ତାମିଲନାଡୁରୁ…

ଦୈନିକ ୨ ହଜାର ପରୀକ୍ଷା କରିବ ଏସ୍‌ସିବି

କଟକ ଅଫିସ,୧୯ା୫: ଏସ୍‌ସିବିରେ ଗତ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା କୋଭିଡ୍‌-୧୯ ପରୀକ୍ଷା। ନାହିଁ ନାହିଁର ସ୍ଥିତିରେ ପ୍ରଥମ ଦିନ ମାତ୍ର ୪ଟି ନମୁନା ପରୀକ୍ଷା କରାଯାଇଥିଲା। ସେତେବେଳେ ଉଭୟ ଟେଷ୍ଟ କିଟ୍‌ ଏବଂ ପିପିଇ କିଟ୍‌ ମଧ୍ୟ କମ୍‌ ସଂଖ୍ୟାରେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି। ଫଳରେ ନ୍ୟାୟ ଦାବିରେ ସୋମବାର ଶିଶୁଙ୍କ ଅଭିଭାବକଙ୍କ ସମେତ ଶତାଧିକ…

ଆଦିବାସୀ ଯୁବନେତାଙ୍କ ପରଲୋକ

ଠାକୁରମୁଣ୍ଡା,୧୯ା୫(ଡି.ଏନ୍‌.ଏ.)- ଆଦିବାସୀ ଯୁବ ନେତା ତଥା ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ପଞ୍ଚାୟତ ସମିତି ଅଧୀନ ସାଲେଇବେଡା ପଞ୍ଚାୟତର ସମିତି ସଭ୍ୟ ଅଜୟ କଳୁଣ୍ଡିଆ(୪୬)ଙ୍କ ସୋମବାର ପରଲୋକ ଘଟିଛି। କର୍କଟ ରୋଗରେ ପୀଡିତ ହୋଇ ସେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ପୂର୍ବରୁ ସ୍ତ୍ରୀ…

ପାଗ ଭିଡ଼ିଲେଣି ଚାଷୀ : ଖରିଫ ଋତୁରେ ୪ ଲକ୍ଷ ୩୭ ହଜାର ହେକ୍ଟର ଜମିରେ ହେବ ଚାଷ

  ବାରିପଦା ଅଫିସ,୧୯ା୫- କରୋନା ପାଇଁ ଲକ୍‌ଡାଉନ ଯୋଗୁ ରବି ଚାଷରେ କ୍ଷତି ସହିଥିବା ମୟୂରଭଞ୍ଜ ଜିଲାର ଚାଷୀ ଏବେ ଖରିଫ ଚାଷ ପାଇଁ ପାଗ ଭିଡ଼ିଲେଣି। ପବିତ୍ର ଅକ୍ଷିତୃତୀୟାରେ ଅଖିମୁଠି ଅନୁକୂଳ ସରିଛି। ଜିଲାର ଅନେକ ସ୍ଥାନରେ ଚାଷୀମାନେ ଚାଷ…

ମାସ୍କ ପିନ୍ଧି ବିବାହ

ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ କରି…

ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର

ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌ କୋଭିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?