ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍ ଜବତ
ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍ ଦେଇ ଚାଲାଣକାରୀମାନେ ସହଜରେ ଖସି ଯାଉଥିବାବେଳେ ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ପଶ୍ଚିମବଙ୍ଗ ଦାନ୍ତୁନ ପୋଲିସ...
ରାଜ୍ୟସ୍ତରୀୟ ମୁଏଥାଇ ପ୍ରତିଯୋଗିତା: ୨୭ ପଦକ ସହ ସୁନ୍ଦରଗଡ଼ ଚାମ୍ପିୟନ
ବଣାଇ, ୨୬।୧୨(ସ୍ବ.ପ୍ର.)-ଓଡ଼ିଶା ଅଲମ୍ପିକ ସ୍ବୀକୃତିପ୍ରାପ୍ତ ଓଡ଼ିଶା ମୁଏଥାଇ ୟୁନିୟନ ଏବଂ ଆର୍ଟସ ଟେମ୍ପୁଲର ୯ମ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଗତ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଜିଲାର ଗୁରୁ ଭିକାରୀ ନାୟକ କଳାମଣ୍ଡପଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ...
ରଥିବାଲିରେ ପର୍ଯ୍ୟଟକଙ୍କ ସୁରକ୍ଷା ଏବେ ବଡ଼ ପ୍ରଶ୍ନ
ପଟ୍ଟାଙ୍ଗି,୨୬ା୧୨(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଗାଲିଗାବଡାର ଗ୍ରାମ ନିକଟସ୍ଥ ରଥିବାଲି ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗୋଟିଏ ଦିନ ତଳେ କଳାହାଣ୍ଡିର ଜଣେ ପର୍ଯ୍ୟଟକ ଫଟୋ ଉଠାଉଥିବା ବେଳେ ଖସିପଡ଼ି ତାଙ୍କର...
ପଶ୍ଚିମବଙ୍ଗରୁ ଫେରୁଥିବା ବେଳେ ବାଟରୁ ନିଖୋଜ
ସିମୁଳିଆ, ୨୬ା୧୨(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ଅଞ୍ଚଳର ସଞ୍ଜୟ ଖୁଣ୍ଟିଆ(୨୭) ନାମକ ଯୁବକ ଗତ ଶନିବାର ପଶ୍ଚିମବଙ୍ଗରୁ ଘରକୁ ଫେରୁଥିବାବେଳେ ବାଟରୁ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ସ୍ତ୍ରୀ ପଦ୍ମିନୀ ଥାନାରେ ଅଭିଯୋଗ କରିଛନ୍ତି। ସଞ୍ଜୟ ପଶ୍ଚିମବଙ୍ଗ...
ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ
ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର ବଡ଼ଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବବ୍ୟବସାୟୀ ତଥା ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର...
ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ
ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ କରି ପାରିବେ । ଗତ ୫ ତାରିଖରୁ ଏହି ଅସ୍ତ୍ରୋପଚାର ଶିବିର ହୋଇଥିଲା।...
ଲୁଣା ନଦୀରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର
ମାର୍ଶାଘାଇ,୨୬।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା କୁଆଁରପାଳ ନିକଟ ଲୁଣା ନଦୀରେ ଗୁରୁବାର ଜଣେ ଅଜଣା ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବର ପାଇ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ଯୁବତୀଜଣଙ୍କ କଲେଜ ୟୁନିଫର୍ମ ପିନ୍ଧିଥିବା...
ବିଷ ପିଇ ଯୁବକଙ୍କ ମୃତ୍ୟୁ ଘଟଣା: ସ୍ବାସ୍ଥ୍ୟକେନ୍ଦ୍ରରେ ଭଙ୍ଗାରୁଜା, କଳା ବ୍ୟାଜ୍ ପିନ୍ଧି ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ
ପାତ୍ରପୁର,୨୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗ୍ରାମର ଅଶ୍ୱିନୀ ବେହେରା(୩୦) ବୁଧବାର ସନ୍ଧ୍ୟାରେ ବିଷ ପିଇ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ...
ହାତୀ ଶାବକର ମୃତଦେହ ଉଦ୍ଧାର
ଦେବଗଡ଼,୨୬।୧୨(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ଶାବକଟିର ମୃତ୍ୟୁ କିପରି ଘଟିଛି ତାହା...
ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା
ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଲୁନାରେ ଯାଉଥିବା ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ଶିଶୁକନ୍ୟା ଆହତ ହୋଇଛନ୍ତି। ମୃତ...
ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ
ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର ୨୩ ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ...
ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର
ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ବୟସ ୨୫/୨୬ ବର୍ଷ ହୋଇଥିବା ଅନୁମାନ କରାଯାଉଛି।...
Archives


