ଆମ ଜିଲା ଖବର

ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା

ଭଞ୍ଜନଗର, ୧୯ା୫(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏଭଳି ସ୍ଥିତିରେ ସୋମବାର କଂଗ୍ରେସ ପକ୍ଷରୁ ଘଟଣାର ସିବିଆଇ…

ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର ଟିମ୍‌ ଚଢ଼ାଉ କରିବା ସହ ପ୍ରାୟ ୨୦ଲକ୍ଷ ଟଙ୍କାର ଗୁଟ୍‌ଖା ନିର୍ମାଣ ପାଇଁ କଞ୍ଚାମାଲ,…

ବିରୋଧରୁ ଫେରିଗଲା ପ୍ରବାସୀଙ୍କ ବସ୍‌

ଗୋପାଳପୁର,୧୯ା୫- କରୋନା ଭାରତରେ ଭୟଙ୍କର ରୂପେ ଧାରଣ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି। ଅନ୍ୟପଟେ ଗଞ୍ଜାମ ଜିଲାକୁ ବହୁ ପ୍ରବାସୀ ଫେରୁଛନ୍ତି। ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରବିବାର ରାତିରେ…

ଦୁଇ ବାଇକ୍‌ ମୁହଁ।ମୁହିଁ:୨ ଜୀବନ ଗଲା

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ କାଠଚିରା ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହଁ। ମୁହିଁ ଧକ୍କା ହେବାରୁ ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନୟାଗଡ଼ ଜିଲା ବାଣିଗୋଛା…

ଗାଡ଼ିରେ ଛାଡ଼ିଦେଲେ, ଆଣିଲେନି

ଅନୁଗୋଳ ଅଫିସ, ୧୯।୫ ମହାମାରୀ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲାରେ ୧୮୬ ପାରା ମେଡିକାଲ ଷ୍ଟାଫ୍‌ଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୪୦ ଜଣ ଷ୍ଟାଫ୍‌ନର୍ସ ଅଛନ୍ତି। ଗତ ମାର୍ଚ୍ଚ ୩୧ରେ ସେମାନେ କାର୍ଯ୍ୟରେ ଯୋଗ ଦେଇଥିଲେ ବି…

ବୃତ୍ତି ହରାଇଲେ ୧୦୦୦ ଠିକା ବିଦ୍ୟୁତ୍‌ କର୍ମଚାରୀ

ଢେଙ୍କାନାଳ ଅଫିସ, ୧୯।୫ ଢେଙ୍କାନାଳ ଜିଲା ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଚାକିରି ଚୁକ୍ତି ଅବଧି ମାର୍ଚ୍ଚ ୩୧ରେ ସରିଛି। ଫଳରେ ସେସୁ ଅଧୀନରେ ବିଦ୍ୟୁତ୍‌ ଡିଭିଜନରେ କାର୍ଯ୍ୟ କରୁଥିବା ୧୦୦୦ କର୍ମଚାରୀ ଜୀବିକା ହରାଇଛନ୍ତି। କରୋନା ସଙ୍କଟ ସମୟରେ…

ବଜାରରେ ଅସମ୍ଭାଳ ଭିଡ଼

କାମାକ୍ଷାନଗର, ୧୯।୫(ଡି.ଏନ.ଏ.) – ସାମାଜିକ ଦୂରତ୍ୱ, ମାସ୍କ, ସଙ୍ଗରୋଧ କରୋନା ପ୍ରତିରୋଧ ଲାଗି ସବୁଠୁ ବଡ଼ ଉପାୟ ବୋଲି କୁହାଯାଉଛି। ଦେଶରେ କୋଭିଡ୍‌-୧୯ ଆତଙ୍କ ଦେଖାଦେବା ପରେ ଏହାକୁ ନେଇ ସରକାରୀ, ବେସରକାରୀସ୍ତରରେ ବ୍ୟାପକ ପ୍ରଚାର ଚାଲିଛି। ହେଲେ କାମାକ୍ଷାନଗର ଏନ୍‌ଏସିରେ…

ନୂଆଙ୍କୁ ନେଇ ଚିନ୍ତାରେ ପୁରୁଣା

ଅନୁଗୋଳ ଅଫିସ, ୧୯।୫ ସ୍ବାବ୍‌ ସଂଗ୍ରହରେ ବିଳମ୍ବକୁ ନେଇ ଅନୁଗୋଳ ଜିଲାର କେତେକ ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ ଦେଖାଦେଇଛି। ବିଶେଷକରି ଉକ୍ତ କେନ୍ଦ୍ରଗୁଡ଼ିକରେ ଥିବା କେତେଜଣ ପ୍ରବାସୀଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଆସୁଥିବା ବେଳେ ଏଯାଏ ସେମାନଙ୍କଠାରୁ ସ୍ବାବ୍‌ କି ରକ୍ତ ନମୁନା…

ରାୟଗଡ଼ାରେ ହେବ କୋଭିଡ୍‌ ପରୀକ୍ଷା: ମେ’ ଶେଷ ସୁଦ୍ଧା ହେବ କାର୍ଯ୍ୟକ୍ଷମ

ରାୟଗଡ଼ା ଅଫିସ,୧୮ା୫: ଏଣିକି ରାୟଗଡ଼ା ଜିଲାରେ ହେବ କୋଭିଡ୍‌ ପରୀକ୍ଷା। ଏଠାରେ ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ଦ୍ୱାରା ରୋଗୀଙ୍କ ଶୀଘ୍ର ଚିକିତ୍ସା ହୋଇପାରିବ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଆର୍‌ଏମ୍‌ଆର୍‌ସି ଟ୍ରାଇବାଲ୍‌ ୟୁନିଟ ଉପକେନ୍ଦ୍ରରେ ପ୍ରସ୍ତୁତି ଚାଲିଛି। ଏଥିପାଇଁ ଆବଶ୍ୟକ…

ଗୋପପୁର ହରାଇଲା ପୁରୁଖା କଳାକାର

ବରଗଡ଼ ଅଫିସ୍‌,୧୮।୫: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁର ଯାତ୍ରା ଅନ୍ୟତମ । ତେବେ ଗୋପପୁର(ଅମ୍ବାପାଲି) ସୋମବାର ଜଣେ ପୁରୁଖା କଳାକାର କାର୍ତ୍ତିକ ବୁଡ଼େକଙ୍କୁ ହରାଇଛି । ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି ।…

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତ

ଜୟପୁର, ୧୮ା୫ (ନି.ପ୍ର.): କୋରାପୁଟ ମହିଳା ମହାବିଦ୍ୟାଳୟରେ କୋଭିଡ୍‌ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଯାଇଛି। ୨ଶହ ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରକୁ ଜିଲାପାଳ ମଧୁସୂଦନ ମିଶ୍ର ଉଦ୍‌ଘାଟନ କରିଥିଲୋ। ଯେଉଁ ପ୍ରବାସୀ କୋରାପୁଟ ଫେରିବେ ସେମାନଙ୍କୁ ଏହି ସେଣ୍ଟରକୁ ନେଇ…

କ୍ବାରାଣ୍ଟାଇନ କେନ୍ଦ୍ରରେ ଯୁବକଙ୍କୁ ସାପ କାମୁଡିଲା

ସଜନାଗଡ, ୧୮ା୫(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ତେଲିପାଳ ସେବାଶ୍ରମ କ୍ବାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ତେଲିପାଳ ପଞ୍ଚାୟତ ବାସିନ୍ଦା ତେଲେଙ୍ଗାନା ଫେରନ୍ତା କୃଷ୍ଣ ରାଉତ (୨୨) ସୋମବାର ସାରେ ସାପ କାମୁଡାରେ ଗୁରୁତର ହୋଇପଡିଛନ୍ତି। ତାଙ୍କର ଚିକିତ୍ସା ପାଇଁ ପ୍ରଥମେ ବରହମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?