ଆମ ଜିଲା ଖବର

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ କରାଯାଇଛି ଗଞ୍ଜେଇ ଚାଷ। ପ୍ରତିବର୍ଷ ବନ ବିଭାଗ ଓ ପୋଲିସ ପକ୍ଷରୁ...

ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ

ବନ୍ତଳା,୨୬ା୧୨ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି ଲୋକଙ୍କୁ। ଦାମୀ ଆଣ୍ଡ୍ରଏଡ୍‌ ସେଟ୍‌ ରଖିଥିଲେ ବି ଗଁ।ରେ ଆସୁନି ନେଟଓ୍ବର୍କ।...

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ କାର୍ଯ୍ୟାଳୟ ଗୃହରେ ବର୍ଷା ଦିନେ ପାଣି ଗଳୁଛି। ସେହିପରି ଆବଶ୍ୟକ ଡାକ୍ତର...

ବଡ଼ଦିନରେ ଜମିଲା ବଣଭୋଜି: ନାଚ, ଗୀତରେ ସପ୍ତଶଯ୍ୟା ଉତ୍ସବମୁଖର

ଢେଙ୍କାନାଳ ଅଫିସ,୨୬ା୧୨ – ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀ ସବୁଜିମାମୟ ସପ୍ତଶଯ୍ୟାରେ ବୁଧବାର ବଡ଼ଦିନ ଅବସରରେ ବଣଭୋଜି ବେଶ୍‌ ଜମିଥିଲା। ଚଳିତବର୍ଷ ବହୁ ସଂଖ୍ୟକ ପର୍ଯ୍ୟଟକ ସପ୍ତଶଯ୍ୟାରେ ଭିଡ଼ ଜମାଇଥିଲେ। ବଣଭୋଜି ସାଙ୍ଗକୁ ସେମାନଙ୍କ ନାଚ, ଗୀତରେ ସପ୍ତଶଯ୍ୟାର...

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍‌କାଟି ବଡ଼ଦିନ ପାଳନ...

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ ଇଣ୍ଟରନେଟ ବ୍ୟବସ୍ଥାରେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାରରେ ବାଧକ ସାଜିଥିବା...

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା...

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ବୁଧବାର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ...

ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା,...

ଏସ୍‌ସିବି ମେଡିକାଲ ଆଉଟଡୋର କୋଠା ମରାମତି: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି

କଟକ ଅଫିସ, ୨୬ା୧୨: ଏସ୍‌ସିବି ମେଡିକାଲରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିବାବେଳେ ଏହାର ତଦନ୍ତ ଦାବିରେ ୧ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ପତ୍ର ଭିଜିଲାନ୍ସ ବିଭାଗକୁ ଦିଆଯାଇଥିଲା। ଇତିମଧ୍ୟରେ ୩ବର୍ଷ ବିତିଗଲାଣି। ମାତ୍ର କାର୍ଯ୍ୟାନୁଷ୍ଠାନ ତ...

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି। ୨୩ ତାରିଖରେ ଭୁବନେଶ୍ୱରରୁ ବାଲୁଗଁ। ପାଇଁ ହୀରାଖଣ୍ଡ ଏକ୍ସପ୍ରେସ୍‌ରେ ବାଲୁଗଁ। ଥାନା ଅଳଇଢିହ ଛକର ସୌମ୍ୟଜିତ୍‌ ବରାଳ ଯାତ୍ରା କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri