ହୋମ୍ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ: କ୍ୱାରାଣ୍ଟାଇନ ସେଣ୍ଟର ଗଲେ ସମ୍ପୃକ୍ତ ବ୍ୟକ୍ତି
ଛତ୍ରପୁର,୧୮ା୫(ଡି.ଏନ୍.ଏ)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବାସ୍ଥ୍ୟ ଆପ୍। ଜିଲାରେ ହୋମ୍ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କୁ ଏହି ଆପ୍ ଦ୍ୱାରା ମନିଟରିଂ କରାଯାଉଛି। ଉକ୍ତ ଆପ୍ର ଡାଟାରୁ ମିଳିଥିବା ସୂଚନା ପ୍ରକାରେ ଜଣେ ବ୍ୟକ୍ତି ହୋମ୍ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ…
ଚା’ ଦୋକାନ ସିଲ କଲା ପୋଲିସ
ଚୌଦ୍ୱାର,୧୮ା୫(ଡି.ଏନ୍.ଏ)-ଚୌଦ୍ୱାର କଳିଙ୍ଗ ଛକଠାରେ ଏକ ଚା’ଦୋକନକୁ ସୋମବାର ଚୌଦ୍ୱାର ପୋଲିସ୍ ସିଲ କରିଛି। ଜନୈକ ବ୍ୟକ୍ତିଙ୍କ ହାତରେ ପ୍ରବାସୀ ଓଡିଆ ସିଲ ବାଜିଥିବା ଜାଣି ସୁଦ୍ଧା ଉକ୍ତ ଚାହା ଦୋକାନୀ ତାଙ୍କୁ ଚା’ ପିଇବାକୁ ଦେଉଥିବା ସ୍ଥାନୀୟ ଲୋକେ ପୋଲିସ୍କୁ ଖବର…
ଚୌଦ୍ୱାରରେ ଡ୍ରୋନ କରୁଛି ସଚେତନ
ଚୌଦ୍ୱାର,୧୮ା୫(ଡି.ଏନ୍.ଏ)-ସାରା ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ୪ର୍ଥ ପର୍ଯ୍ୟାୟ ଲକ୍ଡାଉନ ଘୋଷଣା କରାଯାଇଛି। ଲକ୍ଡାଉନରେ ସାମାନ୍ୟ କିଛି ପରିବର୍ତ୍ତନ ତଥା ନୀତିନିୟମକୁ କୋହଳ କରାଯାଇଛି। ହେଲେ ସଂକ୍ରମଣ ନ ବ୍ୟାପିବାର ଦୃଢ ଅସ୍ତ୍ର ହେଉଛି ସାମାଜିକ ଦୂରତା ବଜାୟ ରଖିବା।…
ମହଙ୍ଗା ପଡିଲା ଲୁଣ କଳାବଜାରି: ଲକ୍ଷେ ଟଙ୍କା ଜରିମାନା
ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦ ପ୍ୟାକେଟ ଲୁଣ ବସ୍ତା ଜବତ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ପାଟଣାଗଡ ତହସିଲଦାର ଡ.…
ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ
ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡ଼ିବାରୁ ତାଙ୍କର ୨ ବଖରା ଛପର ଘର…
ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା
ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର ବଜାର ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ସୋମବାର ଅପରାହ୍ନରେ ଶ୍ରୀମନ୍ଦିର ନୀଳଚକ୍ରରୁ ଉଡ଼ିଯାଇଛି…
ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍ ସଂଗ୍ରହ
ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ ପୁଣି ୧୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଶୀର୍ଷ ସ୍ଥାନରେ…
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ
ବରଗଡ଼ ଅଫିସ,୧୮।୫: ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ଫଳରେ ଗରିବ ଶ୍ରମିକଙ୍କଠାରୁ ଆରମ୍ଭ କରି…
ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଫସିଲେ ପୁଅ
ସରଣ୍ଡା,୧୮ା୫(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ଫେରିଥିବା ଟୁପାପଡ଼ା ଗ୍ରାମର ଶ୍ରମିକ ଦମ୍ପତି ରହିଛନ୍ତି। ଏଠାକୁ…
ବାଘୁଆ ଜଳଭଣ୍ଡାରରୁ ୨ ଗେଟ୍ ଦେଇ ଜଳ ନିଷ୍କାସନ, ପ୍ରତି ସେକେଣ୍ଡ୍ରେ ୩୧ ଘନମିଟର ଜଳ ନିଷ୍କାସିତ ହେଉଛି
ବୁଗୁଡ଼ା,୧୮ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରରୁ ରବିବାର ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଇ ନଦୀରେ ଛଡ଼ାଯାଇଥିବା ଜଣାପଡ଼ିଛି। ଜଳସମ୍ପଦ ବିଭାଗର ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ…
ଅମ୍ଫନ୍ ମୁକାବିଲା ଲାଗି ଅଣ୍ଟା ଭିଡ଼ିଲା ଜିଲା ପ୍ରଶାସନ, ପ୍ରସ୍ତୁତି ସମୀକ୍ଷା କଲେ ଡିଜିପି
ବାଲେଶ୍ୱର ଅଫିସ,୧୮ା୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଆଇଜିଙ୍କ ଅଫିସରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ଅମ୍ଫନ୍ର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ସମୀକ୍ଷା କରିଥିଲେ। ପରେ ପ୍ରସ୍ତୁତ ଥିବା ଓଡ୍ରାଫ୍ର ଜିଲା କେନ୍ଦ୍ର ପରିଦର୍ଶନ କରିଥିଲେ। ପୋଲିସ…
ସମ୍ଭାବ୍ୟ ବାତ୍ୟା ମୁକାବିଲା ସ୍ଥିତି ସମୀକ୍ଷା କଲେ ପୋଲିସ ମହାନିର୍ଦ୍ଦେଶକ
ଭଦ୍ରକ ଅଫିସ,୧୮ା୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ମଧ୍ୟାହ୍ନରେ ଭଦ୍ରକରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ପ୍ରବାସୀମାନଙ୍କୁ ଜାତୀୟ ରାଜପଥ ଧାମରା ଓଭର ବ୍ରିଜ୍ ନିକଟରେ ଜିଲା ପୋଲିସ ପକ୍ଷରୁ ଦିଆଯାଉଥିବା ରନ୍ଧାଖାଦ୍ୟ ବ୍ୟବସ୍ଥାର ଅନୁଧ୍ୟାନ…

