ଆମ ଜିଲା ଖବର

ଧୂଳି ଉଡ଼ିବା ପ୍ରତିବାଦରେ ହଟିଂବାସୀଙ୍କ ରାଜପଥ ଅବରୋଧ

ଯୋଡ଼ା, ୨୫।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ୫୨୦ନଂ ଜାତୀୟ ରାଜପଥରେ ପ୍ରବଳ ମାତ୍ରାରେ ଧୂଳି ଉଡିବା ପ୍ରତିବାଦରେ ମଙ୍ଗଳବାର ଯୋଡା ଟଲକ ହଟିଂବାସୀ ୫୨୦ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ମଙ୍ଗଳବାର ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ହଟିଂବାସୀ ଏହି...

‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିଳ୍ପୀ ଓ କଳାକାରଙ୍କ ମଧ୍ୟରେ ଭାବ...

ଗାଁମୁଣ୍ଡକୁ ଫେରିଛି ସବୁଜିମା

ବନ୍ତ,୨୫।୧୨(ସ୍ବ.ପ୍ର.)-ଗଛ ଓ ପ୍ରକୃତି ଭଗବାନଙ୍କ ବରଦାନ। ଏହାର ସୁରକ୍ଷା ବିନା ପରିବେଶରେ ସନ୍ତୁଳନ ବଜାୟ ରଖିବା ଅସମ୍ଭବ। ଏ ନେଇ ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ହେଲେ ଗଛକୁ ଭଲ ପାଇ ଗାଁମୁଣ୍ଡ ଜଙ୍ଗଲର ସୁରକ୍ଷା ଲାଗି ଦୀର୍ଘ...

ବଡ଼ଦିନ ଉପଲକ୍ଷେ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼

ଭୋଗରାଇ, ୨୫।୧୨(ଡି.ଏନ.ଏ.)-ବଡ଼ଦିନ ଉପଲକ୍ଷେ ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ସହ ବାଲିଆପାଳର ଚୌମୁଖ, ଡଗରା ଓ ଚାନ୍ଦିପୁର ସମୁଦ୍ର ବେଳାଭୂମି ଉତ୍ସବମୁଖର ହୋଇଉଠିଛି। ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର ଓ ମନ୍ଦାରମଣିରେ ମଧ୍ୟ ଅସଂଖ୍ୟ ପର୍ଯ୍ୟଟକଙ୍କ...

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର...

କିଡ୍‌ନୀ ରୋଗ୍‌ରେ ପୀଡ଼ିତ ଧୁବଲ: ଟଁକା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା, ୨୫।୧୨ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ପଁଚେତ୍‌ ସାନଟିକା ଗଁାର ଧୁବଲ ପଧାନ(୪୫)। ଦୁଇ ବଛର ହେଲା କିଡ୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ ନିହାତି ଗରିବ୍‌ ଲୋକ୍‌। ଧାର ଉଧାର କରି ଅନେକ...

ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଆଇନ ଉପରେ ହେବ ସୋସିଆଲ ଅଡିଟ୍‌

କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍‌ କରାଯିବ। ଏହି ଅଡିଟ୍‌ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସଚେତନ ହେବା ସହିତ ଲୋକେ ସେମାନଙ୍କ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ...

ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ...

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ...

ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ଭିନ୍ନମୋଡ଼:ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀ ଗିରଫ

କଟକ ରୋଡ,୨୫ା୧୨(ଡି.ଏନ୍‌.ଏ.):ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡର ଏକ ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଏବଂ ମାଡ଼ ଘଟଣାରେ ଭିନ୍ନ ମୋଡ଼ ନେଇଛି। ଥାନାରେ ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଯୁବତୀଙ୍କ...

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ ଏହା ମାରାତ୍ମକ ସାଜିଲାଣିି। ପୁଣି ବିଭିନ୍ନ ପ୍ରକାର ରୋଗର କାରଣ ବିି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri