ଆମ ଜିଲା ଖବର

ନାବାଳକ କାର ଚାଳକଙ୍କୁ ୨୫ ହଜାର ଜରିମାନା

ରାୟଗଡ଼ା ଅଫିସ,୨୫ା୧୨: ମଙ୍ଗଳବାର ରାୟଗଡ଼ା ସହରର ରିଂ ରୋଡ଼ରେ ଜଣେ ନାବାଳକ କାର ଚଲାଇ ୨୫ ହଜାର ଟଙ୍କା ଜରିମାନା ଦେଇଛନ୍ତି ା ରାୟଗଡ଼ା ପୋଲିସ ଏବଂ ଆରଟିଓ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଉକ୍ତ କାରକୁ ଜବତ କରାଯିବା...

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ,୨୫ା୧୨:ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି...

ବଡ଼ଦିନ ପାଇଁ ସବୁଠି କଡ଼ା ସୁରକ୍ଷା

ଫୁଲବାଣୀ ଅଫିସ,୨୫ା୧୨ : କନ୍ଧମାଳ ଜିଲାରେ ବୁଧବାର ବଡ଼ଦିନ ପାଳନ ବେଳେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ନ ଉପୁଯିବ, ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସବୁଠି କଡ଼ା ନଜର ରଖାଯାଇଥିବା ଏସ୍‌ପି ପ୍ରତୀକ ଗୀତା...

ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ,...

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ହତ୍ୟାକାଣ୍ଡ ସମ୍ପର୍କିତ ପ୍ରାଥମିକ ପ୍ରମାଣ ଅଭିଯୁକ୍ତଙ୍କ ବିରୋଧରେ...

୪ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ରିଆମାଳ, ୨୫ା୧୨ (ଡି.ଏନ.ଏ.):ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ୨ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଚରା...

ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ

ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍‌ ଜ୍ୟୋର୍ତିବିଦ୍‌ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ...

କନ୍ୟାଭ୍ରୁଣ ହତ୍ୟା, ବାଲ୍ୟ ବିବାହ ବିରୋଧରେ ମାନବ ଶୃଙ୍ଖଳ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଜିଲା ମହୋତ୍ସବ ପାଳନ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। କନ୍ୟା ଭ୍ରୂଣ ହତ୍ୟା ରୋକିବା, ବାଲ୍ୟ ବିବାହ ବନ୍ଦ କରିବା, କନ୍ୟା ସନ୍ତାନ ସୁରକ୍ଷା ଓ...

ନୟାଗଡ଼ ଜିଲା ମହୋତ୍ସବ ଉଦ୍‌ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ...

ଜେଏସ୍‌ଡବ୍ଲ୍ୟୁ ଅଫିସରେ ଭଙ୍ଗାରୁଜା: ୧୦ କୋର୍ଟଚାଲାଣ

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସହରର ପ୍ରଶାସନିକ ଭବନ ନିକଟରେ ଥିବା ପାରାଦୀପ ଭବନରେ ମଙ୍ଗଳବାର ତୁମୁଳକାଣ୍ଡ ଘଟିଛି। ଭବନର ତୃତୀୟ ଓ ଚତୁର୍ଥ ମହଲାରେ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ ଏବଂ ଜେଏସ୍‌ଡବ୍ଲ୍ୟୁ ପୋର୍ଟ ଟର୍ମିନାଲ ଅଫିସରେ ସୋବୁ (ଷ୍ଟୁଡେଣ୍ଟ ଅରଗାନାଇଜେଶନ୍‌ ଅଫ୍‌...

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ ଭାବେ ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ପାରାଦୀପ ପୌର ପ୍ରଶାସନିକ ଭବନରେ କିନ୍ନରଙ୍କ...

ପ୍ରତିଭା ବଳରେ ପରିଚୟ ସୃଷ୍ଟି କର: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ/ନାଉଗଁା,୨୫ା୧୨(ସ୍ବ.ପ୍ର.): ଓଡ଼ିଶା ମାଟି ହେଉଛି ସ୍ବତନ୍ତ୍ର। ଏହି ମାଟିରେ ଗୋପବନ୍ଧୁ ଦାସ, ବକ୍ସି ଜଗବନ୍ଧୁଙ୍କ ଭଳି ଅନେକ ମହାତ୍ମାଙ୍କ ଜନ୍ମ ହୋଇଛି। ଗୋପବନ୍ଧୁ, ବକ୍ସି ଜଗବନ୍ଧୁ ନିଜର ପ୍ରତିଭା ବଳରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତେଣୁ ପିଲାମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri