ଆମ ଜିଲା ଖବର

ସିଏମ୍‌ସି ଖାଦ୍ୟ ନିରାପତ୍ତା ବିଭାଗ ସ୍ଥାଣୁ

କଟକ ଅଫିସ,୧୭ା୫-କଟକ ସହରରେ ଲକ୍‌ଡାଉନ କଟକଣା କୋହଳ ପରେ ଦୋକାନ ବଜାର ସବୁ ଖୋଲିଛି। ଏହାସହ କଟକ ମହାନଗର ନିଗମ କେତେକ ନିର୍ଦ୍ଦେଶନାମା ମଧ୍ୟ ଜାରି କରିଛି। ରାସ୍ତାକଡ଼ ହେଉ କି ହୋଟେଲ, ସେଠାରେ ଲୋକେ ବସି ଖାଇପାରିବେ ନାହିଁ। କେବଳ…

ସ୍ବପ୍ନ ପୂରଣ କଲା ହୁଇଲଚେୟାର

ଖଇରା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତ ତୁମ୍ବାପଦୀ ଗ୍ରାମର ଭାଗିରଥି ଦାସ ଅଜଣା ରୋଗରେ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇପଡିଥିଲେ। ଆଉ ବିଛଣାରୁ ଉଠି ରାସ୍ତାରେ ଚାଲିବା ଆଶା ତାଙ୍କର ଧୂଳିସାତ ହୋଇ ସାରିଥିଲା। ଚିକିତ୍ସାରେ ତାଙ୍କର…

କ୍ଷତି ସହୁଛନ୍ତି ଦୁଗ୍ଧ ଚାଷୀ

ବାହାନଗା, ୧୭ା୫(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ପୂର୍ବଭଳି ଦୁଗ୍ଧ ବିକ୍ରି ହେଉ ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକର ଦୁଗ୍ଧ ଚାଷୀମାନେ କ୍ଷତି ସହୁଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରୁ ନ ଥିବା, ହାତ ସାନିଟାଇଜେଶନ କରୁ ନ ଥିବା ଓ ମାସ୍କ…

ସରକାର ଶୁଣିଲେନି, ନିଜଖର୍ଚ୍ଚରେ ତାମିଲନାଡୁରୁ ଫେରୁଛନ୍ତି ୪୫ ଶ୍ରମିକ

ସୋନପୁର,୧୭।୫(ନି.ପ୍ର.)-ଲକ୍‌ଡାଉନ୍‌ ଯୋଗୁଁ ତାମିଲନାଡୁର ନାମକୋଲରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୪୫ ଜଣ ଶ୍ରମିକ ଘରକୁ ପେରୁଛନ୍ତି। ଶନିବାର ରାତିରେ ଅନ୍ୟ ଜିଲାର ଓଡିଆ ଶ୍ରମିକଙ୍କ ସହିତ ୩ଟି ବସ୍‌ ଯୋଗେ ନାମକୋଲରୁ ବାହାରିଛନ୍ତି। ଦୀର୍ଘ ୧୮ଶହ କିଲୋମିଟରର ଯାତ୍ରା ପରେ…

ଭଡ଼ାଘରେ ଚାଲିଥିଲା ନକଲି ଜର୍ଦ୍ଦା କାରଖାନା: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜର୍ଦ୍ଦା ଜବତ

ଭଦ୍ରକ ଅଫିସ, ୧୭ା୫-ଲକ୍‌ଡାଉନ୍‌ ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ନକଲି ଜର୍ଦ୍ଦା ବ୍ୟବସାୟୀମାନେ ନିଜର କାୟାବିସ୍ତାର କରିବାରେ ଲାଗିଛନ୍ତି। ଭଡ଼ାଘରେ ସେମାନେ କାରଖାନା ଖୋଲି କାରବାର ଚଳାଇଛନ୍ତି। ରବିବାର ଭଦ୍ରକ ଟାଉନ ପୋଲିସ ଏପରି ଏକ ନକଲି…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୩୦ପ୍ରବାସୀ

ଜୁନାଗଡ,୧୭।୫(ଡି.ଏନ୍‌.ଏ.)-ତାମିଲନାଡୁର କୋଏମ୍ବାଟୁରରେ ଫସି ରହିଥିବା କଳାହାଣ୍ଡି ଜିଲାର ୩୦ଜଣ ପ୍ରବାସୀ ରବିବାର ଏକ ବସ୍‌ ଯୋଗେ ଆସି ଜୁନାଗଡରେ ପହଞ୍ଚିଥିଲେ। ଏଥିରେ ଜୁନାଗଡ ବ୍ଲକର ୧୫, ଧର୍ମଗଡର ୧୦ ଓ କୋକସରା ବ୍ଲକର ୫ଜଣ ଶ୍ରମିକ ରହିଛନ୍ତି। ସମସ୍ତେ କୋଏମ୍ବାଟୁରର ଏକ…

ନିର୍ମାଣ ନିମ୍ନମାନର: ରାସ୍ତାକାମ ବନ୍ଦ କଲେ ଗ୍ରାମବାସୀ

ଲାଞ୍ଜିଗଡ,୧୭ା୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୁମଖାଲଠାରୁ ସିନ୍ଧିବାହାଲିକୁ ସଂଯୋଗ କରୁଥିବା ୪କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ କାମ ଚାଲିଛି। ତା୫ା୯ା୨୦୧୭ରିଖଠାରୁ ଆରମ୍ଭ ହୋଇଥିବା ଏହି କାମ ତା୪ା୬ା୨୦୧୮ରିଖରେ ଶେଷ ହେବାକୁ ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ ଏଯାଏଁ ସରିନାହି ା ପ୍ରକଳ୍ପର ବ୍ୟୟ…

ତାଲା ଭାଙ୍ଗି ୫୦ ହଜାର ଟଙ୍କାର ପୋଷାକ ଚୋରି

କେନ୍ଦୁଝର/ରାଇସୁଆଁ, ୧୭ା୫ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସଦର ଥାନା ଅଞ୍ଚଳରେ ଚୋର ମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମହାଦେଇଯୋଡ଼ା ଓଡ଼ିଶା ଗ୍ରାମ୍ୟବ୍ୟାଙ୍କରୁ କେହି ଦୁର୍ବୃତ୍ତ କବାଟ ତାଲା ଭାଙ୍ଗି ଚୋରି କରିବା ଉଦ୍ୟମ ବିଫଳ ହେବା ପରେ ମହାଦେଇଯୋଡ଼ା ଛକ…

୨ଘଣ୍ଟା ଅପେକ୍ଷା ପରେ ସଙ୍ଗରୋଧ କେନ୍ଦ୍ରକୁ ଗଲେ

ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍‌ଭାବେ ନେବାରେ ପ୍ରଶାସନିକ ବିଫଳତା ପଦାରେ ପଡିଛି ା ବସ୍‌ ଯୋଗେ ଆସୁଥିବା ପ୍ରବାସୀମାନେ ଦେଓଗାଁ ବସ୍‌ଷ୍ଟାଣ୍ଡରେ ଓହ୍ଲାଇବା ପରେ…

କୁର୍ନୁଲରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରିଲେ ୬୭୬ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ରୁ ୬୭୬ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୩୭, ବରଗଡର ୨୬, ବୌଦ୍ଧ, ଦେବଗଡ,…

ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ ନାୟକଙ୍କ…

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର

ଯୋଡ଼ା, ୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଜୁରୁଡି-କମଳପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡକର ନିର୍ମାଣ କାର୍ଯ୍ୟ ଆରମ୍ଭ ନେଇ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ରବିବାର ପୂର୍ବାହ୍ନରେ ଏହାର ଭିତ୍ତିପ୍ରସ୍ତର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ସମୟରେ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?