ଆମ ଜିଲା ଖବର

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ...

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ...

ଗଳାପୋଲ ନିର୍ମାଣ ଦାବି ତେଜିଲା: ରାଣୀତାଲ ବଜାର ବନ୍ଦ, ପ୍ରତିବାଦ ସଭା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଉପକଣ୍ଠବର୍ତ୍ତୀ ରାଣୀତାଲ ସ୍କୁଲ ଓ ବଜାର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗଳାପୋଲ ନିର୍ମାଣ ଦାବିରେ ମଙ୍ଗଳବାର ସ୍ଥାନୀୟ ବଜାର ବନ୍ଦ ରଖାଯାଇ ପ୍ରତିବାଦ ସଭା କରାଯାଇଥିଲା। ଆଗାମୀ ଦିନରେ ପ୍ରଶାସନ ଦାବି...

ତାଲା ପକାଇଲେ ଚାଷୀ, ଧାନକିଣା ବନ୍ଦ

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ବ୍ଲକ ବ୍ରହ୍ମପୁର ସେବା ସମବାୟ ସମିତିରେ ମଙ୍ଗଳବାର ଚାଷୀମାନେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସେଠାରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇପାରି ନ ଥିଲା। ମଣ୍ଡି ଖୋଲିବାକୁ ଯାଇଥିବା ଜିଲା ଯୋଗାଣ ଅଧିକାରୀ...

ସରକାରୀ ମଦ ଦୋକାନ ବିରୋଧରେ ଜିଲାପାଳଙ୍କୁ ଭେଟିଲେ ମହିଳା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖଦାଳପୋଖରୀ ଓ ତୋଟାପଡ଼ା ପଞ୍ଚାୟତର ଏକ ସରକାରୀ ମଦ ଦୋକାନ ଖୋଲାଯାଉଥିବା ଜାଣି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ସମେତ ଅଞ୍ଚଳବାସୀ ଏହାକୁ ବିରୋଧ କରିଛନ୍ତି। ସ୍ବୟଂ ସହାୟିକା...

ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ସୂଚନା ଅନୁଯାୟୀ, ଉଦଳା...

କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। କପ୍ତିପଦା...

ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର ଶୁଭମ୍‌ ଏସ୍‌ ଦାସ ଓ ଯୁକ୍ତ ୨ ପ୍ରଥମବର୍ଷ କଳା ଛାତ୍ର...

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’...

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ। ଏକ ରେଲ୍‌ ସ୍ଲିପର (ରେଳ ଧାରଣା ତଳେ...

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ...

ବାଇକ୍‌କୁ ପିଟିଲା ଟ୍ରକ୍‌: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ସରଣ୍ଡା,୨୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅତାବିରା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri