ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି
କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ସେମାନଙ୍କୁ ଝାଟିମାଟି ଚାଳଛପର ଘରେ ଜୀବନ...
ଧାନଖଳାରେ ଲାଗିଲା ନିଆଁ
ରାୟଗଡ଼ା ଅଫିସ,୨୪।୧୨- ରାୟଗଡ଼ା ଜିଲା ତାଡ଼ମା ପଞ୍ଚାୟତ ମାଲିପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନଙ୍କର ଧାନଖଳାରେ ୧ ଏକର ଜମିର ଧାନ ଫସଲ ମଙ୍ଗଳବାର କୌଣସି କାରଣବଶତଃ ନିଆଁ ଲାଗିଯାଇଛି। ଏନେଇ ଖବର ପାଇ ଅଗ୍ନିଶମ କର୍ମଚାରୀ ଗ୍ରାମରେ ପହଞ୍ଚି ନିଆଁକୁ...
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ
ବଡଗାଁ,୨୪।୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର (୫୮)। ଉଭୟ ସ୍ବାମୀ ସ୍ତ୍ରୀ ସୋମବାର ଜଙ୍ଗଲ ପାଖ ବିଲକୁ ଧାନ କାଟିବାକୁ...
ସିଏଏ, ଏନ୍ଆର୍ସି ବିରୋଧରେ ବରଗଡ଼ରେ ବିକ୍ଷୋଭ
ବରଗଡ଼ ଅଫିସ,୨୪।୧୨: ବରଗଡ଼ରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରାଯାଇଛି। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ସମ୍ବିଧାନ ସୁରକ୍ଷା ମଞ୍ଚ ନେତୃତ୍ୱରେ ଏଠାରେ ବିକ୍ଷୋଭ ଶୋଭାଯାତ୍ରା, ଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ...
ଜଙ୍ଗଲରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ସନ୍ଦେହ କରି ଏସ୍ପିଙ୍କ ତନାଘନା
ବରଗଡ ଅଫିସ,୨୪।୧୨: ବରଗଡ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଝାରବନ୍ଧ ପଞ୍ଚାୟତ ଟେମରିମାଲ ଗ୍ରାମ ନିକଟ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତା ଯୁବତୀ ଜଣକ ହେଲେ, ଟେମରିମାଳ ଗ୍ରାମର ଲୁଭାବତୀ ବରିହା(୨୩)...
ଡିସେମ୍ବର ୨୬ରୁ ଜାନୁୟାରୀ ୪ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ
ରାଜନଗର,୨୪।୧୨(ଡି.ଏନ୍.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଚଳିତ ମାସ ଡିସେମ୍ବର ୨୬ରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ। ଏ ନେଇ ଡିଏଫ୍ଓ ବିକାଶ ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏହି ଦିନଗୁଡିକରେ ବଉଳା...
ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ ଡିଏସ୍ପି ଆଲବିନାସ କେରେକେଟାଙ୍କ ନେତୃତ୍ୱରେ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ...
ଫେବୃୟାରୀ ୧୯ରୁ ମାଟ୍ରିକ୍ ପରୀକ୍ଷା
କଟକ ଅଫିସ୍,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ...
ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର
ରାୟଗଡା ଅଫିସ, ୨୪।୧୨: ରାୟଗଡା ଜିଲା ଚନ୍ଦ୍ରପୁର ଗ୍ରାମରେ ଗତ ଶନିବାରଠାରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଚନ୍ଦ୍ରପୁର ଗ୍ରାମ ନିକଟସ୍ଥ ଚିଚିପଙ୍ଗା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ସକାଳୁ ନାବାଳିକାର ଅର୍ଦ୍ଧନଗ୍ନ ଅବସ୍ଥାରେ ମୃତଦେହ...
ବଳାତ୍କାର ପରେ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା
ଜୟପୁର,୨୪।୧୨(ଡି.ଏନ.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଧରିବାରେ ବିଫଳ ହୋଇଛି। ଏହାକୁ ବିରୋଧ କରି ଜୟପୁରଠାରେ ସିପିଆଇ ଜିଲା ଶାଖା ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକ ପ୍ରତିମୂର୍ତ୍ତି ସମ୍ମୁଖରେ...
ବାସୁଦେବପୁର ବ୍ଲକ ପରିସରରେ କଂଗ୍ରେସର ଗଣଧାରଣା
ବାସୁଦେବପୁର,୨୪।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଶନ କାର୍ଡରେ ଅନିୟମିତତା, ଦୁର୍ନୀତି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବ୍ଲକ ପରିସରରେ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ବ୍ଲକ କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ବଳ,...
ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବଜାର ବନ୍ଦ
ଭଦ୍ରକ ଅଫିସ,୨୪।୧୨: ଭଦ୍ରକ ଜିଲା ରାଣୀତାଲ ବଜାର ମଙ୍ଗଳବାର ସକାଳୁ ବନ୍ଦ ରହିଛି। ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବିକାଶ ମଞ୍ଚର ସଦସ୍ୟ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଏହି ବନ୍ଦଡାକରା ଦିଆଯାଇଛି। ଏ ନେଇ ୧୬ ନଂ....
Archives


