ଆମ ଜିଲା ଖବର

ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ପୁରୀ ଅଫିସ, ୧୭।୫: ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲାରେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା…

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

୨୨ ଶ୍ରମିକଙ୍କୁ ଗାଡ଼ି କରି ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୭।୫(ଡି.ଏନ.ଏ.)-ଚେନ୍ନାଇ ଓ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଞ୍ଚଳରୁ ଚାଲି କରି ଆସୁଥିବା ୯ ଜଣ ଶ୍ରମିକଙ୍କୁ ରବିବାର ଗଞ୍ଜାମ ପୋଲିସ ଉଦ୍ଧାର କରିଛି। ପରେ ସେମାନଙ୍କୁ ଖାଦ୍ୟ ଦେବା ସହ ଏକ ଗାଡି ଯୋଗେ ନିଜ ନିଜ ଜିଲାକୁ ପଠାଇଥିବା ଜଣାପଡ଼ିଛି। ସେହିପରି…

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ…

ବିଭିନ୍ନ ଦାବି ନେଇ ନାଲ୍‌କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ

ବଅଁରପାଳ,୧୭ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପ୍ଲାଣ୍ଟରୁ ପାଉଁଶ ପରିବହନ ପାଇଁ ଶତାଧିକ ଟ୍ରକ…

ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌ ଚୌହାନ୍‌, ଛୋଟଲାଲ ଚୌହାନ୍‌, ମୁରଲୀଧର ଚୌହାନ୍‌, ଗାର୍ଗୀ ଚୌହାନ ପ୍ରମୁଖ ପିଲାଛୁଆ ଧରି ଲକ୍‌ଡାଉନ୍‌ଠାରୁ…

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର, ପ୍ରସନ୍ନପୁର,…

ମହାକାଳପଡ଼ାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ରବିବାର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା ବୋଲି ପ୍ରଶାସନ ପକ୍ଷରୁ ଘୋଷଣା…

ହାଟଡିହୀରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫ ଛୁଇଁଲା

ହାଟଡିହୀ,୧୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ରବିବାର ପୁଣି ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜଣେ ଆନ୍ଧ୍ରପ୍ରଦେଶ ଓ ଆଉ ଜଣେ ସୁରଟ ଫେରନ୍ତା ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତ ଦୁଇଜଣ…

ରଥଖଳାରେ ବାଡ଼ିଆପିଟା: ରଥ ଅମିନ ଓ ତାଙ୍କ ପୁଅ ଆହତ

ପୁରୀ ଅଫିସ,୧୭।୫: ରଥଖଳାରେ ବାଡ଼ିଆପିଟା। ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ତାଙ୍କ ପୁଅ ସୁଧାକରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଫଳରେ ଉଭୟେ ଆହତ ହୋଇଛନ୍ତି। ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଛି। ଏନେଇ ସିଂହଦ୍ୱାର ଥାନାରେ ସେ ଅଭିଯୋଗ କରିଛନ୍ତି।…

ତାମିଲନାଡୁରେ ଫସିଛନ୍ତି ୩୦ ଶ୍ରମିକ: ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କୃଷ୍ଣପ୍ରସାଦ,୧୭।୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସୋସିଆଲ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି ଠିକ୍‌ ଏହି ସମୟରେ ସମ୍ଭାବ୍ୟ ବାତ୍ୟା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?