ଯୁବକଙ୍କ ମୃତ୍ୟୁକୁ ନେଇ ବନ ବିଭାଗ ବିରୋଧରେ ମାମଲା ଘଟଣା: କ୍ଷତିପୂରଣ ଦାବିରେ କାର୍ଯ୍ୟାଳୟ ଘେରାଉ
ପାଲଲହଡ଼ା,୨୪ା୧୨(ଡି.ଏନ.ଏ.) – ଜଙ୍ଗଲକୁ ଜାଳେଣି କାଠ ଆଣିବାକୁ ଯାଇଥିବା ପାଲଲହଡା ଥାନା ବାତିସୂଆଁ ପଞ୍ଚାୟତ ସୋଲଡ଼ା ଗ୍ରାମର ବୁଧୁରାମ କୁଙ୍କାଲଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ ପକ୍ଷରୁ...
ପାର୍ଶ୍ୱ ରାସ୍ତା ପାଇଁ ଜଙ୍ଗଲରୁ ଗଛ କଟା ଅଭିଯୋଗ: ବନ ବିଭାଗ ଉପରକୁ ଦୋଷ ଠେଲିଲା ଠିକାସଂସ୍ଥା
ବନ୍ତଳା,୨୪ା୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ପୁରୁଣାକୋଟ ଥାନା ଟିକରପଡା ରେଞ୍ଜ ଅଧୀନରେ ଥିବା କୁସଖଳିଠାରୁ ଟିକରପଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ବେଳେ ପାର୍ଶ୍ୱ ରାସ୍ତା ନିର୍ମାଣ ପାଇଁ ଅଭୟାରଣ୍ୟ ଆଇନ ଉଲ୍ଲଂଘନ କରାଯାଇ...
ଧାନକିଣାକୁ ନେଇ ଅସନ୍ତୋଷ: ତାଲା ପକାଇ ଧାରଣାରେ ବସିଲେ ଚାଷୀ
ସଜନାଗଡ଼, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପ ଅଧୀନ ଅଯୋଧ୍ୟା ସୋସାଇଟିରେ ଧାନକିଣାକୁ ନେଇ ସୋମବାର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଫଳରେ ଚାଷୀମାନେ ସୋସାଇଟି ଅଫିସରେ ତାଲା ପକାଇ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସରକାରଙ୍କର ନିୟମ ଅନୁସାରେ ମଣ୍ଡିରେ...
ସ୍ବାମୀଙ୍କ ଘରୁ ଚୋରି କରି ଚମ୍ପଟ ହେବା ଘଟଣା: ଉତ୍ତରପ୍ରଦେଶରୁ ସ୍ତ୍ରୀ ଗିରଫ
ରୂପ୍ସା, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ମାଣିକପୁରା ଗ୍ରାମର ଖଗେନ୍ଦ୍ର ପରିଡ଼ାଙ୍କ ଘରୁ ବିଭିନ୍ନ ଘରକରଣା ସାମଗ୍ରୀ ସହ ସୁନାଗହଣା ଚୋରି ଅଭିଯୋଗରେ ପନତ୍ୀ ଟିକିଲି ପରିଡ଼ାଙ୍କୁ ପୋଲିସ ଉତ୍ତରପ୍ରଦେଶରୁ ଗିରଫ କରିଛି। ରବିବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର...
ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ମୃତ୍ୟୁ ପରେ ଉତ୍ତେଜନା
ସୋର, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋରସ୍ଥିତ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ କାର୍ଯ୍ୟାନୁଷ୍ଠାନ ଦାବି କରି ମୃତଦେହକୁ ଡାକ୍ତରଖାନା ଆଗରେ ରଖି ଉତ୍ତେଜନା ସୃଷ୍ଟି କରିଥିଲେ। ପୋଲିସ...
ସହରଠୁ ୩ କି.ମି. ଦୂର ଗୁମିକୁ ରାସ୍ତା ନାହିଁ
ଫୁଲବାଣୀ ଅଫିସ, ୨୪ା୧୨- ବିଶ୍ୱାସ ହେଉ ନ ଥିଲେ ବି ସତ୍ୟ। ଫୁଲବାଣୀ ସହରଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଗଁ। ଗୁମିକୁ ସବୁଦିନିଆ ପକ୍କା ରାସ୍ତା ନାହିଁ। ଲୋକେ ଯାତାୟତ ପାଇଁ ନାହିଁ ନ ଥିବା ହଇରାଣ...
ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ
ଫୁଲବାଣୀ ଅଫିସ/ବାଲିଗୁଡ଼ା/କୋଟଗଡ଼(ଡି.ଏନ୍.ଏ.)୨୪ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ ଭିନିତ୍ ପ୍ରସାଦ ଶ୍ରୀବାସ୍ତବ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ପୁରୁଣା ବିଲ୍ ପାସ୍ କରାଇ ଦେବାପାଇଁ ଜଣେ ଠିକାଦାରଙ୍କଠାରୁ ସେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ...
ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ
ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏହାକୁ ନେଇ କେଉଁଠି ଯୁକ୍ତିତର୍କ ହେଉଛି ତ କେଉଁଠି...
କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ
ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ ମିଳିବା ପରେ ଶିକ୍ଷୟିତ୍ରୀ ସାବିତ୍ରୀ ଦେବୀଙ୍କୁ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର...
ପେସାରେ ମେକାନିକ୍, ନିଶା କଳାକୃତି : ପେନ୍ସିଲମୁନରେ ହରିଗୋବିନ୍ଦଙ୍କ କ୍ଷୁଦ୍ର ସାନ୍ତାକ୍ଲଜ୍
ବ୍ରହ୍ମପୁର ଅଫିସ,୨୪ା୧୨-ପେସାରେ ଜଣେ ମେକାନିକ୍ । କିନ୍ତୁ ନିଶା ତାଙ୍କର ନୂତନ କଳାକୃତି ଗଢ଼ିିବାରେ । ଖାଦ୍ୟଶସ୍ୟ, ପେନସିଲରେ ବିଭିନ୍ନ କଳାକୃତି କରି ସେ ପାଲଟି ଯାଇଛନ୍ତି ଜଣେ ଚର୍ଚ୍ଚିତ ଚେହେରା । ସେ ହେଲେ ଶ୍ରୀରାମନଗର ଜଗନ୍ନାଥ ବିହାର...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୋଲିସ ଏସ୍ଆଇଙ୍କୁ ଜେଲ, ଜରିମାନା
ବ୍ରହ୍ମପୁର ଅଫିସ,୨୪ା୧୨-ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ତତ୍କାଳୀନ ଗଜପତି ଜିଲା ଅଡ଼ବା ଥାନା ଭାରପ୍ରାପ୍ତ ଅଧିକାରୀ ତଥା ବର୍ତ୍ତମାନ ଭୁବନେଶ୍ୱର ଉତ୍ତରା ଫାଣ୍ଡି...
ତପ୍ତପାଣି ଘାଟିରେ ଓଲଟିଲା ପିକ୍ନିକ୍ ବସ୍ ୩୫ରୁ ଊଦ୍ଧର୍ବ ଆହତ, ୧୯ ଗୁରୁତର
ଦିଗପହଣ୍ଡି,(ଡି.ଏନ୍.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍ନିକ୍ ବସ୍ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି। ପ୍ରକାଶ...
Archives


