ଆମ ଜିଲା ଖବର

ଖୋର୍ଦ୍ଧାକୁ ପଛରେ ପକାଇଲା ଭଦ୍ରକ: ଗୋଟିଏ ଦିନରେ ଚିହ୍ନଟ ହେଲେ ୨୮ ପଜିଟିଭ୍‌; ଜିଲାରେ ଆକ୍ରାନ୍ତ ସଂଖ୍ୟା ୭୪କୁ ବୃଦ୍ଧି

ଭଦ୍ରକ ଅଫିସ, ୧୭।୫- ରବିବାର ଭଦ୍ରକ ଜିଲାରେ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଛୁଇଁଥିବା ଜଣାପଡିଛି। ଫଳରେ ଖୋର୍ଦ୍ଧାକୁ ପଛରେ ପକାଇ ଭଦ୍ରକ ଚତୁର୍ଥ ସଂକ୍ରମିତ ଜିଲା ହୋଇଛି।…

ତେଲମହୁଲ ଗାଁକୁ ଦିନକ ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବରଗଡ଼ ଅଫିସ,୧୭।୫- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ତେଲମହୁଲ ଗାଁକୁ ରବିବାର ସକାଳୁ ଦିନକ ପାଇଁ ସଟ ଘୋଷଣା କରାଯାଇଛି । ସ୍ଥାନୀୟ ସରପଞ୍ଚ ସୁନୀତା ବରିହା ଜିଲାପାଳ କ୍ଷମତା ପ୍ରୟୋଗ କରି ଏହି କଟକଣା ଲାଗୁ କରିଛନ୍ତି। ସୋମବାର…

ସମ୍ବଲପୁରକୁ ଛୁଇଁଲା କରୋନା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରବିବାର ଚିହ୍ନଟ ହୋଇଥିବା ୯୧ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ରହିଛନ୍ତି। ଫଳରେ ପ୍ରଥମ ଥର ଲାଗି ଜିଲାକୁ କରୋନା ଛୁଇଁଛି। ପୂର୍ବରୁ ରାଜ୍ୟର ୨୧ଟି ଜିଲାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ…

ଖୋଲିବ ବନ୍ଦ ପଡ଼ିଥିବା ମଦ ଫ୍ୟାକ୍ଟ୍ରି:୧୧ ଜିଲାପାଳଙ୍କୁ ଚିଠିକଲେ ଅବକାରୀ କମିଶନର

କଟକ ଅଫିସ,୧୭।୫: ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ମଦ ଫ୍ୟାକ୍ଟ୍ରିଗୁଡ଼ିକ ବନ୍ଦ ରହିଛି। ଲକ୍‌ଡାଉନ୍‌ ପରେ ମଦ ଚାହିଦା ବଢ଼ିଲେ, ଯୋଗାଇବା କଷ୍ଟକର ହେବ। ଏଣୁ ମଦ ଫ୍ୟାକ୍ଟ୍ରି (ବଟଲିଂ/ ବେଭରେଜ୍‌ ୟୁନିଟ୍‌)କୁ ଖୋଲିବା ପାଇଁ ଅବକାରୀ କମିଶନର୍‌ ପଦକ୍ଷେପ ନେଉଛନ୍ତି। ଏହି…

ଅଧା ହିତାଧିକାରୀଙ୍କୁ ମିଳିନି ଡାଲି

ଢେଙ୍କାନାଳ ଅଫିସ, ୧୭।୫ – କରୋନା ପ୍ରଭାବିତ ଓଡ଼ିଶାର ଗରିବ ହିତାଧିକାରୀଙ୍କୁ ୩ମାସ ଯାଏ ବିନା ମୂଲ୍ୟରେ ଚାଉଳ ଏବଂ ଡାଲି ଯୋଗାଇ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ ଢେଙ୍କାନାଳ ଜିଲାର ଅଧା ହିତାଧିକାରୀଙ୍କ ପାଖରେ ଏଯାଏ ଡାଲି…

ଅନାଥ ଯୁବକଙ୍କ ମୃତଦେହ ସତ୍କାର କଲେ ଯୁବଗୋଷ୍ଠୀ

ପାଲଲହଡା,୧୭ା୫(ଡି.ଏନ.ଏ.) – ମହାମାରୀ କରୋନା ଭୟ ଯୋଗୁ ଅନେକ ସ୍ଥାନରେ ମୃତକଙ୍କ ପାଖ ପଶୁନାହାନ୍ତି ସମ୍ପର୍କୀୟ। ହେଲେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖେମଳା ଗାଁ ଲୋକେ ଶନିବାର ନିଜ ମାନବିକତାର ପରିଚୟ ଦେଇଛନ୍ତି। ସେମାନେ ଚାନ୍ଦା ଆଦାୟ କରି ଜଣେ…

ଦରମା ନ ଦେଇ ଛଟେଇ

ଅନୁଗୋଳ ଅଫିସ,୧୭ା୫ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ହେଲ୍ପଡେସ୍କ ମ୍ୟାନେଜର ଓ ଭଲ୍ୟୁଣ୍ଟରମାନଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଏପରି କି ୭ମାସ ହେବ ସେମାନଙ୍କୁ ଦରମା ମଧ୍ୟ ପ୍ରଦାନ କରାଯାଇ ନ ଥିବା ଶନିବାର ଜିଲାପାଳଙ୍କ ନିକଟରେ…

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ ଆସି ପହଞ୍ଚଛନ୍ତି । ଭୋର ୫ଟା ୩୦ରେ ସୁରଟରୁ ୧୭୪୨ ଜଣଙ୍କୁ ନେଇ…

ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ କରିଛି। ମାମଲା ନଂ.୯୫/୨୦ରେ ସୁନୀତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ଗେଟବଜାର…

ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିବା ପୁଅ ମୁଖାଗ୍ନି ଦେଇଛନ୍ତି। ରୋହିଣୀଙ୍କ ୨ ପୁଅ ବାହାରେ…

ଜୀବିକା ଉପରେ କରୋନା ପାହାର: ସଙ୍କଟରେ ପଥର ଶିଳ୍ପୀ

କେନ୍ଦୁଝର, ୧୭ା୫ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସମଗ୍ର ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କାମଧନ୍ଦା ସବୁ ଠପ୍‌ ହୋଇଯିବାରୁ ଶ୍ରମିକ, କାରିଗର ଶ୍ରେଣୀର ଲୋକଙ୍କ ଜୀବିକା ଉପରେ ଏହାର ପ୍ରଭାବ ପଡିଛି। ଦିନକୁ ଦୁଇ ଓଳି ଖାଇବା…

ଚାଲିଛି ଶ୍ରୀବଳଦେବଜୀଉଙ୍କ ରଥ ନିର୍ମାଣ

କେନ୍ଦୁଝର, ୧୭ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ଉପଲକ୍ଷେ ରଥ ନିର୍ମାଣ ଚାଲିଛି। ୭୨ ଫୁଟ ଉଚ୍ଚ ବିଶ୍ୱର ସର୍ବୋଚ୍ଚ ରଥ ଭାବରେ କେତେକ ଜାତୀୟ ସ୍ତରର ସଂସ୍ଥା ଦ୍ୱାରା ବିବେଚିତ ହେବା ପରେ ଏହି ରଥର ଗୁରୁତ୍ୱ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?