ଜୟନ୍ତୀରେ ରାଜା ବାସୁଦେବ ସୁଢଳ ଦେବଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ
ଦେବଗଡ଼,୧୬ା୫(ଡି.ଏନ.ଏ):ଓଡିଆ ସାହିତ୍ୟ ପ୍ରସାର ଓ ପ୍ରଚାରର ମହାନ କର୍ଣ୍ଣଧାର ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳ ଦେବଙ୍କ ୧୭୦ତମ ଜନ୍ମ ଜୟନ୍ତୀ ଅବସରରେ ଦେବଗଡ଼ ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଶନିବାର ତାଙ୍କ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ କରାଯାଇଛି। ଅଧ୍ୟାାପକ ଚିତ୍ତରଞ୍ଜନ…
ପରିବାର ଲୋକେ ଘରେ ପୂରାଇଲେନି
ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି। ସ୍ଥାନୀୟ…
ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ମିଳିବନି ନବମ, ଦଶମ ବହି
ଜୟପୁର, ୧୬ା୫ (ଡି.ଏନ୍.ଏ.)- କୋରାପୁଟ ଜିଲା ଜୟପୁରସ୍ଥିତ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ କାର୍ଯ୍ୟାଳୟରେ ଚଳିତବର୍ଷ ନବମ ଏବଂ ଦଶମ ଶ୍ରେଣୀର ବହି ମିଳିବନି। ଏଠାରେ ସରକାରଙ୍କ ପକ୍ଷରୁ ବହି ପହଞ୍ଚତ୍ବା ପରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ମାଲାକାନଗିରି…
ପୁଣି ଜିଲାକୁ ଫେରିଲେ ୫୮ ପ୍ରବାସୀ
ବୌଦ୍ଧ,୧୬।୫(ସ୍ବପ୍ର): ବୌଦ୍ଧ ଜିଲାକୁ ପ୍ରତିଦିନ ପ୍ରବାସୀ ଶ୍ରମିକଙ୍କ ଆଗମନ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନର କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରଖାଯାଉଛି। ଶୁକ୍ରବାର ସୁଦ୍ଧା ଜିଲାକୁ ୫୪୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିଲେ। ଶନିବାର ବିଭିନ୍ନ ରାଜ୍ୟରୁ ୫୮…
ବାଲି ଚୋରା ଚାଲାଣ ନେଇ ଉତ୍ତେଜନା :୧୦ ଟ୍ରକ ଅଟକାଇ ରଖିଛନ୍ତି ଗ୍ରାମବାସୀ
କାଶୀନଗର,୧୬ା୫(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକରେ ବାଲି ଚୋରା ଚାଲାଣ ବେଳେ ଶୁକ୍ରବାର ରାତିରେ ଗ୍ରାମବାସୀ ଟ୍ରକଗୁଡିକୁ ଅଟକାଇଛନ୍ତି। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ମଧ୍ୟ ଟ୍ରକଗୁଡିକ ଅଟକି ରହିଛି। ଜିଲାପାଳ ଓ ଏସପି ଆସି ଆଲୋଚନା…
ଆମେ ଘରକୁ ଫେରିବାକୁ ଚାହୁଁଛୁ
ଘଣ୍ଟାପଡା,୧୬।୫ (ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତର ଶୂଳିଆ, ନୂଆପାଲି ସମେତ ଆଖପାଖ ଗାଁ ଗୁଡିକର ଅନେକ ଲୋକ ତାମିଲନାଡୁରେ କାମ କରୁଛନ୍ତି। ହେଲେ ଲକଡାଉନ୍ ଯୋଗୁ କାମ ବନ୍ଦ ହୋଇଯିବାରୁ ଏମାନେ କାମ କାମରୁଥିବା କମ୍ପାନୀରେ ଫସି…
ଅଗ୍ନି ବିପନ୍ନଙ୍କୁ ଭେଟିଲା ପ୍ରଶାସନ
ମାଧପୁର, ୧୬ା୫- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ନୂଆମାଣତ୍ରୀ ଗ୍ରାମରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡରେ ଜୀବର୍ଦ୍ଧନ ଘିଓ୍ବାଲା, ନିରଞ୍ଜନ ପ୍ରଧାନ, ବବ୍ରୁବାହାନ ପ୍ରଧାନ, ନବକୁମାର ପ୍ରଧାନ, ମାଧବ ପ୍ରଧାନ, ବିରେନ ପ୍ରଧାନ, ସୁମନ୍ତ ପ୍ରଧାନ, ସୁଧାବକର ପ୍ରଧାନଙ୍କ ୧୦ ବଖରା ଜଳିଯାଇଥିଲା।…
ଏନ୍ଟିପିସିର ଶତ ପ୍ରତିଶତ ପିଏଲଏଫ୍ ହାସଲ
ତାଳଚେର,୧୬ା୫(ନି.ପ୍ର.)- ଏନ୍ଟିପିସି କଣିହଁା ମେ ୧୪ରେ ଶତ ପ୍ରତିଶତ ପ୍ଲାଣ୍ଟ ଲୋଡ଼ ଫ୍ୟାକ୍ଟର(ପିଏଲଏଫ୍)ର ହାସଲ କରିପାରିଛି। ଚଳିତ ବର୍ଷ ମେ ମାସରେ ୩ୟ ଥର ପାଇଁ କମ୍ପାନୀ ଶତ ପ୍ରତିଶତ ପିଏଲଏଫ୍ ହାସଲ କରିଥିବା ପ୍ରକଳ୍ପ ପକ୍ଷରୁ ସୂଚନା ଦିଆଯାଇଛି। କରୋନା…
ମୟୂରଭଞ୍ଜର ୭ ଶ୍ରମିକଙ୍କୁ ନିଜ ଗାଁକୁ ପଠାଇଲା ପ୍ରଶାସନ
ବୌଦ୍ଧ,୧୬।୫ (ସ୍ବ.ପ୍ର.): ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ଲକ୍ ଡାଉନ୍ ରହିଛି। ଏଣୁ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରହି କାମଧନ୍ଦା କରୁଥିବା ଶ୍ରମିକ ଶ୍ରେଣୀର ଲୋକେ ସେମାନଙ୍କ ଘରକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନେକ ଲୋକ…
ଚିହ୍ନଟ ହେଲେ ୪, ଜିଲାରେ ୨୬ କରୋନା ଆକ୍ରାନ୍ତ
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ.ଏ.), ୧୬ା୫: କେନ୍ଦ୍ରାପଡା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ୯ ଜଣ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା…
ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଉଠିଲେ ଶ୍ରମିକ
ବେଦବ୍ୟାସ, ୧୬।୫ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ୍ ଅନ୍ତର୍ଗତ କଲୁଙ୍ଗା ଶିଳ୍ପାଞ୍ଚଳସ୍ଥିତ ଆଇଏଫଜିଏଲ କାରଖାନାର ଠିକା ଶ୍ରମିକମାନେ ୨ ଦିନ ହେଲା ଚଳାଇଥିବା ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ଶନିବାର ରାଉରକେଲା ଶ୍ରମ ଅଧିକାରୀ ପ୍ରଣବ କୁମାର ପାତ୍ର, ଶ୍ରମିକ ନେତା…
ସାଇକେଲରେ ଚେନ୍ନାଇରୁ ବୁଗୁଡ଼ା ଫେରିଲେ ୫ ଯୁବକ
ବୁଗୁଡ଼ା,୧୬ା୫(ଡି.ଏନ.ଏ.)- ବୁଗୁଡା ଅଞ୍ଚଳର ୫ଜଣ ଯୁବକ ଚେନ୍ନାଇରୁ ପ୍ରାୟ ୧୨ଶହ କିମି ସାଇକେଲିଂ କରି ଆସି ଶୁକ୍ରବାର ସନ୍ଧ୍ୟାରେ ବୁଗୁଡ଼ାରେ ପହଞ୍ଚତ୍ଛନ୍ତି। ଉକ୍ତ ୫ ଜଣ ଚେନ୍ନାଇର ଏକ କମ୍ପାନୀରେ କାମ କରୁଥିଲେ। ଲକ୍ଡାଉନ ଯୋଗୁ କମ୍ପାନୀ ବନ୍ଦ ହେବାରୁ ମାଲିକ…

