ଆମ ଜିଲା ଖବର

କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍‌ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ...

ସଡ଼କ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ମାର୍ଶାଘାଇ,୨୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫ ନଂ.(କ) ଜାତୀୟ ରାଜପଥର ବାଲିସୁଆଁ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇ...

ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ

ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍‌ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ ପୁଅ ଝିଅଙ୍କ ବିବାହ ଲାଗି କମିଟି ସମ୍ପୂର୍ଣ୍ଣ ସାହାଯ୍ୟ ସହଯୋଗ କରିଥାଏ। ଚଳିତ...

ବୈତରଣୀ ନଦୀର ସାଆଁଳା ବାଲିଘାଟ: ଏନ୍‌ଜିଟି ନିର୍ଦ୍ଦେଶକୁ ବେଖାତିର

ଯାଜପୁର ଅଫିସ,୨୩।୧୨: ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କରିବା ସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ୨୦୧୭ ଏପ୍ରିଲ ୨୮ରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ପକ୍ଷରୁ ନିର୍ଦ୍ଦେଶ ଜାରି...

ଓଏଚ୍‌ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍‌ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଖଇରା,୨୩।୧୨(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ଗୋଳିହା ପଞ୍ଚାୟତ ଅଧୀନ ଗୋଳିହା ମାଧବ ଗ୍ରାମର ଭରତ ଦାସ(୨୮)ଙ୍କ ରବିବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ଭରତ ଅତ୍ୟଧିକ ମଦ୍ୟପାନ କରି ମୃତ୍ୟୁବରଣ କରିଥିବା ନେଇ ସ୍ତ୍ରୀ ତୁଳସୀ ଓ ବାପା...

ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ଜିଲା ଆବାହକ...

ମା’ ଉଗ୍ରତାରା ପିକ୍‌ନିକ୍‌ ସ୍ଥଳରେ ପର୍ଯ୍ୟଟକଙ୍କୁ ମିଳୁନି ସୁବିଧା: ଖୁସିରେ ଆସି ନିରାଶରେ ଫେରୁ୍‌ଛନ୍ତି

ନିରାକାରପୁର,୨୩।୧୨(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସାନ ରାଉତପଡା ପଞ୍ଚାୟତ ହାତୀଆଶୁଣି ପାଦଦେଶର ମୂଳିଝରଠାରେ ଅବସ୍ଥିତ ମା’ ଉଗ୍ରତାରାଙ୍କ ପୀଠ ହେଉଛି ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ। ପୀଠ ନିକଟରେ ଥିବା ପିକ୍‌ନିକ୍‌ ସ୍ଥଳରେ ଭୋଜିଭାତ କରିବାକୁ ପର୍ଯ୍ୟଟକମାନେ...

ସ୍ବାଭିମାନ ଅଞ୍ଚଳରେ ମଣ୍ଡି ଉଦ୍‌ଘାଟନ ସମାବେଶ: କୃଷି ବିକାଶର ବାର୍ତ୍ତା ଦେଲେ କୃଷି ମନ୍ତ୍ରୀ

ଚିତ୍ରକୋଣ୍ଡା, ୨୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡାଠାରେ ସୋମବାର ମାଣ୍ଡିଆ ମଣ୍ଡି ଉଦ୍‌ଘାଟନ କରିଛନ୍ତି କୃଷିମନ୍ତ୍ରୀ ଡାକ୍ତର ଅରୁଣ କୁମାର ସାହୁ। ଏହି ଅବସରରେ ମନ୍ତ୍ରୀ ମାଣ୍ଡିଆର ଉପକାରିତା ସମ୍ପର୍କରେ ଚାଷୀମାନଙ୍କୁ ବୁଝାଇବା ସହ ସ୍ବାଭିମାନ ଅଞ୍ଚଳରେ...

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ...

ଚିନିକଳ କର୍ମଚାରୀଙ୍କୁ ମିଳୁନି ଦରମା, ଜିଲାପାଳଙ୍କୁ ଭେଟି ପ୍ରଦାନ କଲେ ସ୍ମାରକପତ୍ର

ବରଗଡ଼ ଅଫିସ,୨୩।୧୨: ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ କର୍ମଚାରୀଙ୍କୁ ଦୀର୍ଘ ୨୮ ମାସ ହେଲା ଦରମା ମିଳିନାହିଁ। ଏହା ସହିତ ସେମାନଙ୍କୁ ଇପିଏଫ୍‌, ଜିପିଏଫ୍‌ ମଧ୍ୟ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ...

ଏମ୍‌କେସିଜି ପଥ୍ୟ ବିଭାଗ ପଙ୍ଗୁ

ବ୍ରହ୍ମପୁର ଅଫିସ,୨୩ା୧୨-ବ୍ରହ୍ମପୁର ମେଡିକାଲକୁ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ପ୍ରତିଦିନ ରୋଗୀ ଆସିଥାନ୍ତି। ଏମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ ମାଗଣାରେ ଖାଦ୍ୟ ଓ ଔଷଧ ଯୋଗାଇ ଦେବା ନେଇ ସରକାର ଅନେକ ଯୋଜନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri