ଆମ ଜିଲା ଖବର

୩ ଲକ୍ଷ ଟଙ୍କାରେ ଭଡା କରି ଆଣିଥିଲେ : ଅଧାବାଟରେ ୫୦ ପ୍ରବାସୀଙ୍କୁ ଛାଡି ଚାଲିଗଲା ବସ୍‌

ବାଲିଗୁଡା/କୋଟଗଡ,୧୬ା୫(ଡି.ଏନ୍‌.ଏ.)- ପୁଣି ସାମ୍ନାକୁ ଆସିଲା ପ୍ରବାସୀ ଓଡ଼ିଆଙ୍କ ଦୁଃଖ। ତାମିଲନାଡୁରୁ ବସ୍‌ ଭଡା କରି ୫୧ଜଣ ପ୍ରବାସୀ ଓଡ଼ିଆ କଳାହାଣ୍ଡି ଜିଲା ଏମ୍‌.ରାମପୁର ଫେରୁଥିବାବେଳେ ଶନିବାର କୋଟଗଡରେ ଓହ୍ଲାଇ ପଳାଇଛି ବସ୍‌। କୋଟଗଡ ବିଡିଓ ଓ ପୋଲିସ ପ୍ରବାସୀମାନଙ୍କ ଖାଇବା ବ୍ୟବସ୍ଥା…

‘ବାଲେଶ୍ୱରରେ ଲଗାଯାଉ କରୋନା ଟେଷ୍ଟିଂ ମେଶିନ’

ବାଲେଶ୍ୱର ଅଫିସ, ୧୬।୫-ବାଲେଶ୍ୱରରେ କରୋନା ପରୀକ୍ଷଣ ପାଇଁ ଅତ୍ୟାଧୁନିକ ଟେଷ୍ଟିଂ ମେଶିନର ପ୍ରତିଷ୍ଠା କରାଯାଉ ବୋଲି ବାଲେଶ୍ୱର ଜିଲା ସଦର ବିଧାୟକ ମଦନ ମୋହନ ଦତ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଦାବି କରିଛନ୍ତି। ପଶ୍ଚିମବଙ୍ଗ ପଡୋଶୀ ବାଲେଶ୍ୱର ହୋଇଥିବାରୁ…

‘ସପ୍ତାହରେ କିଛି ଦିନ ଖୋଲାଯାଉ ଲୁଗା ଦୋକାନ’

ବାଲେଶ୍ୱର ଅଫିସ, ୧୬।୫-ବାଲେଶ୍ୱର ଟେକ୍ସଟାଇଲ୍‌ ଆଣ୍ଡ ରେଡ଼ିମେଡ ମର୍ଚ୍ଚାଣ୍ଟ ଆସୋସିଏଶନ୍‌ ତରଫରୁ ଜିଲାରେ ଦୀର୍ଘ ୫୫ଦିନ ଧରି ବନ୍ଦ ରହିଥିବା ରେଡ଼ିମେଡ ଡ୍ରେସ୍‌ ଏବଂ ଲୁଗା ଦୋକାନ ସପ୍ତାହରେ କିଛି ଦିନ ଖୋଲିବାକୁ ଜିଲାପାଳଙ୍କ ନିକଟରେ ଲିଖିତ ଦାବି କରାଯାଇଥିଲା। ଏଥିପ୍ରତି…

ଟ୍ରକରେ ଅସୁରକ୍ଷିତ ଯାତ୍ରା କରୁଛନ୍ତି ଶ୍ରମିକ

କେନ୍ଦୁଝର,୧୬ା୫(ସ୍ବ.ପ୍ର.)-ସାରା ଦେଶରେ ଜାରି ରହିଛି ଲକଡାଉନ। ଏହି ସମୟରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ ୪୯ ନଂ ଓ ୨୦ ନଂ. ରେ ପ୍ରତିଦନ ବହୁ ସଂଖ୍ୟାରେ ବାହାର ଜିଲା ଓ ରାଜ୍ୟର ଶ୍ରମିକମାନେ ଯାତାୟତ କରୁଛନ୍ତି। ପ୍ରବଳ ଖରାକୁ…

ଜିଲାରେ ଆରମ୍ଭ ହେଲା ଇ-ସୁବିଦ୍ୟା: ପ୍ରଥମ ଦିନରେ ପଢ଼ିଲେ ୩୦୦୯ ପିଲା

ରାୟଗଡ଼ା ଅଫିସ,୧୬ା୫: ରାୟଗଡ଼ାରେ ଆରମ୍ଭ ହେଲା ଇ-ସୁବିଦ୍ୟା । ଏହି କାର୍ଯ୍ୟକ୍ରମ ଜରିଆରେ ଶିକ୍ଷକ ଗାଁକୁ ଯାଇ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦାରା ପ୍ରସ୍ତୁତ ଏହି ଅଭିଯାନ ମୁତାବକ ଶୁକ୍ରବାର ଜିଲାର…

ଉତ୍ତରାଞ୍ଚଳ ଆର୍‌ଡିସିଙ୍କ ଝାରସୁଗୁଡ଼ା ଗସ୍ତ: କୋଭିଡ୍‌ କେନ୍ଦ୍ର ପରିଦର୍ଶନ

ଲଖନପୁର,୧୬ା୫(ଡି.ଏନ୍‌.ଏ.) : ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏହାର ତଦାରଖ ପାଇଁ ସରକାର କେତେକ ବରିଷ୍ଠ ଆଇଏଏସ୍‌ଙ୍କୁ ନିୟୋଜିତ କରିଛନ୍ତି। ବରିଷ୍ଠ ଆଇଏଏସ୍‌ଙ୍କ ମଧ୍ୟରେ ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ ଝାରସୁଗୁଡା ଦାୟିତ୍ୱରେ…

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ ଚିକିତ୍ସା ସେବା ନ ପାଇ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସଂପୃକ୍ତ ଗ୍ରାମର ବାସୁଦେବ…

ଗଞ୍ଜାମ ସୀମାନ୍ତ ଚେକ୍‌ ପୋଷ୍ଟ, ଏନ୍‌ଏଚ୍‌ରୁ ଶ୍ରମିକଙ୍କୁ ନିଜ ଜିଲାକୁ ପଠାଉଛି ଜିଲା ପ୍ରଶାସନ-ପୋଲିସ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚାଲି ଚାଲି ଅନ୍ୟ ରାଜ୍ୟକୁ ତଥା ନିଜ ଘରକୁ ଫେରୁଥିବା ଶ୍ରମିକଙ୍କୁ ଗଞ୍ଜାମ ଜ଼ିଲା ସୀମାନ୍ତ ଗିରିଶୋଳା ଚେକପୋଷ୍ଟ ଏବଂ ଜାତୀୟ ରାଜପଥରେ ପ୍ରଶାସନ ଓ ପୋଲିସ ପକ୍ଷରୁ ଉଦ୍ଧାର କରାଯାଉଛି। ପରେ ଉକ୍ତ ଶ୍ରମିକଙ୍କୁ ନିଜ ଜ଼ିଲାକୁ…

ସତ୍ୟ ସ୍ବାଇଁଙ୍କୁ ଗୁଜରାଟ ପୋଲିସ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କ ଫାଶୀ ଦାବି

ଭଞ୍ଜନଗର,୧୬ା୫(ଡି.ଏନ୍‌.ଏ.): ଗୁଜରାଟ ପୋଲିସ ସତ୍ୟବାନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା କରିବା ପରେ ସମସ୍ତ ପ୍ରମାଣ ନଷ୍ଟ ଲାଗି ଅପଚେଷ୍ଟା ଚଳାଇଛି। ମୋ’ ପୁଅ ଯେମିତି ବାପ ଛେଉଣ୍ଡ ହୋଇଗଲା ସେମିତି ଦୋଷୀମାନଙ୍କୁ ମଧ୍ୟ ଫାଶୀ ଦିଆଯାଉ ବୋଲି ମୃତ ସତ୍ୟଙ୍କ ସ୍ତ୍ରୀ…

ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ…

ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଏବେ ୧୭ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ…

ଖୋର୍ଦ୍ଧାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ: ନବିନାବାଗ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧୬।୫: ରାଜ୍ୟରେ ପୁଣି ୬୫ କରୋନା ଆକ୍ରାନ୍ତ ଶନିବାର ସକାଳେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲାର ରହିଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଖୋର୍ଦ୍ଧା ପୌରାଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?