ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନାର ସୁବିଧା ନେବାକୁ ପ୍ରତିନିଧିଙ୍କ ସହ ଏକାଠି ହେଲେ ଜବ୍କାର୍ଡଧାରୀ
କର୍ଲାମୁଣ୍ଡା,୧୮ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଭାଗୃହ୍ଠାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବିଡିଓ ଦେବେନ୍ଦ୍ର ସାମଲ, ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରିଆ,…
କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ
ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ…
ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ ଯୁକ୍ତ ୨, ଚାଲିଛି ଜୋର୍ଦାର ପ୍ରସ୍ତୁତି
ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା ଏବଂ କେନ୍ଦ୍ରୀୟ ବିଦ୍ୟାଳୟ…
ଜଙ୍ଗଲରେ ପହଞ୍ଚିଲା ପ୍ରଶାସନ, ବେଆଇନ ବ୍ଲାଷ୍ଟିଂ, ଖନନ ବନ୍ଦ ନେଇ ମାଫିଆକୁ କଲା ତାଗିଦ୍
ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ତହସିଲ ଅଧିନସ୍ଥ ବେତାରସିଙ୍ଗିର ଜଙ୍ଗଲରେ ଜାରିରହିଥିବା ବେଆଇନ ପଥର ବ୍ଲାଷ୍ଟିଂ ଓ ଖନନକୁ ବିରୋଧ କରି ଗ୍ରାମବାସୀଙ୍କ ପକ୍ଷରୁ କିଛିଦିନ ତଳେ ପ୍ରତିବାଦ କରାଯାଇଥିଲା। ଗ୍ରାମବାସୀଙ୍କ ପ୍ରତିବାଦ ଏବଂ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ତହସିଲଦାରଙ୍କ…
୫ ଦିନ ହେବ ନିଖୋଜ ଥିଲେ ନାବାଳିକା: ବୁଦାମୂଳରୁ ମିଳିଲା….
ବାସୁଦେବପୁର ୧୮।୯(ନାରାୟଣ ପ୍ରସାଦ ବାରିକ/କାଳିପଦ ରାୟ): ଭଦ୍ରକ ଜିଲାର ବାସୁଦେବପୁର ଅଧୀନ ରାଧାନାଥପୁର ଆଢିଆ ଗ୍ରାମରୁ ରାତ୍ରିରୁ ଅପହୃତ ହୋଇଥିବା ନାବାଳିକା ଛାତ୍ରୀ (ସୁଭଦ୍ରା)ଙ୍କର ମୃତଦେହ ୫ ଦିନ ପରେ ଇଷ୍ଟକୋଷ୍ଟ କେନାଲର ଚୂଡ଼ାମଣି ନଖ ପୋଲଠାରୁ ଉଦ୍ଧାର ହୋଇଛି। ଅଗ୍ନିଶମ…
ମରାମତିରେ ବିଳମ୍ବ, ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଦିଗପହଣ୍ଡି,୧୮ା୯(ଅଶେଷ ନାଥ ମିଶ୍ର): ଏନ୍ଏଚ୍ ମରାମତି ଦାବିରେ ବିଳମ୍ବ ଏବଂ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଗ୍ରାମବାସୀ ଗୁରୁବାର ଆସିକା-ଦିଗପହଣ୍ଡି ରାସ୍ତା ପଳାସପୁର ଛକରେ ଏନ୍ଏଚ୍ ୩୨୬ ଅବରୋଧ କରିଛନ୍ତି। ଫଳରେ ଉଭୟ ପାଶର୍ବରେ ଶହଶହ ଗାଡ଼ିମୋଟର ଅଟକି ରହିଥିବାବେଳେ ଗମନାଗମନ ଠପ୍…
ରାଜ୍ୟରେ ବଢୁଛି ନାରୀ ନିର୍ଯାତନା, ସରକାରଙ୍କ ଅପାରଗତା ନେଇ ଗର୍ଜିଲା ମହିଳା ବିଜେଡି
ବରଗଡ଼,୧୮ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ନାରୀ ନିର୍ଯାତନା ବଢ଼ିଚାଲିଛି। ବଳାତ୍କାର, ମହିଳାଙ୍କ ନିଖୋଜ, ଅପହରଣ, ହତ୍ୟା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ଏଭଳି ଘଟଣା ବୃଦ୍ଧି ପାଉଛି ଏବଂ ରାଜ୍ୟର ନାରୀମାନେ ଅସୁରକ୍ଷିତ ହୋଇ ପଡ଼ିଛନ୍ତି। ଏଭଳି…
ସକାଳୁ ସକାଳୁ ୨ ଭାଇଙ୍କୁ ଗିରଫ କଲା ପୋଲିସ, ଘରୁ ଜବତ କଲା ଏସବୁ…
ଯାଜପୁର,୧୮ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସ ଗୁରୁବାର ସକାଳୁ ଦୁଇ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁସାରେ, ୧୧ ତାରିଖ ବିଳମ୍ବିତ ରାତିରେ ଓଡ଼ଙ୍ଗ ଅଞ୍ଚଳର ଏକ ଦୋକାନରୁ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ…
ବଢୁଛି ବାଘୁଆ ଜଳଭଣ୍ଡାର ଜଳସ୍ତର, ତଥାପି ସ୍ଥିତି ନଗଣ୍ୟ
ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଏଇ କିଛି ଦିନ ହେଲା ଲଗାତର ଭାବେ ବର୍ଷା ହେବାରୁ ଏଠାକାର ବାଘୁଆ ଜଳଭଣ୍ଡାରର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ସୁଦ୍ଧା ୯୧୩.୧୮ ହେକ୍ଟର ମିଟର ଜଳ ଗଚ୍ଛିତ ଥିବା ଜଣାଯାଇଛି। ୩୧୦୦ ହେକ୍ଟର ମିଟର…
ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନବଣ: ନାକ ଟେକୁଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡି, ୧୮।୯ (ଅରୁଣ ସାହୁ): ଆଉ କିଛି ଦିନ ପରେ ଦଶହରା ଛୁଟି। ପର୍ଯ୍ୟଟନ ଋତୁ ମଧ୍ୟ ଆରମ୍ଭ ହୋଇଗଲାଣି। ତେବେ ପର୍ଯ୍ୟଟନକ୍ଷେତ୍ର ଡୁଲୁରୀକୁ ପ୍ରତିଦିନ ଶହ ଶହ ପର୍ଯ୍ୟଟକଙ୍କ ଆଗମନ ହେବ ଏଥିପାଇଁ ଡୁଲୁରୀକୁ ସୌନ୍ଦର୍ଯ୍ୟ କରାଇବାରେ ସ୍ଥାନୀୟ ପ୍ରଶାସନ…
ମନ ମୋହୁଛି ଭଳିକି ଭଳି ମେଢ: ଚାରିଆଡ଼େ ଉତ୍ସାହ
ବଲାଙ୍ଗୀର, ୧୮।୯ (ସୁନିଲ ମହାନ୍ତି) ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଚର୍ମିନାଲଠାରେ ଘରୋଇ ବସ ମାଲିକ ସଂଘ, ସହରର ଆଇନ ମହାବିଦ୍ୟାଳୟ ସ୍ଥିତ ରାସ୍ତାକଡ ଟ୍ରକ…
ବ୍ଲକ ସ୍ତରୀୟ କବାଡି-ଖୋକୋରେ ଅଂଶ ଗ୍ରହଣ ନେଇ ସନ୍ଦେହ, ବୀରମହାରାଜପୁର ଜୋନରେ ହୋଇନି ଜୋନ ସ୍ତରୀୟ ଚୟନ
ଅମରପାଲି,୧୮।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ହାଇସ୍କୁଲ ରେ ଗୁରୁବାର ବ୍ଲକ ସ୍ତରୀୟ କବାଡି ଓ ଖୋକୋ ଖେଳାଳି ଚୟନ ହେବ। ଏଥିରେ ବ୍ଲକର ତିନୋଟି ଜୋନରୁ ପ୍ରତିଯୋଗୀ ଅଂଶ ଗ୍ରହଣ କରିବେ। ମାତ୍ର ବ୍ଲକ ସ୍ତରୀୟ…
Archives


