ଆମ ଜିଲା ଖବର

କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂତନ କରୋନା ଆକ୍ରାନ୍ତ…

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ଜଣଙ୍କ ପୁରୁଷ ହୋଇଥିବା ବେଳେ…

ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି

କଟକ ଅଫିସ,୧୬।୫: ଲକ୍‌ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ। ଏଣୁ ମଦ ଫ୍ୟାକ୍ଟ୍ରିଗୁଡିକ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ୧୧ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି…

କୃଷି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଗଞ୍ଜାମ, ରାୟଗଡା, ଗଜପତି…

୧୨ ଚକ, ୨୨ ଜଳଯନ୍ତ୍ର ନିର୍ମାଣ ଶେଷ

ପୁରୀ ଅଫିସ,୧୬ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ନଜରରେ ରଖି ଚଳଚଞ୍ଚଳ ହୋଇଛି ରଥଖଳା। ତିନି ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ଦ୍ରୁତଗତିରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ଶୁକ୍ରବାର ଭଉଁରି ଅବସରରେ ପରମ୍ପରା ଅନୁଯାୟୀ, ତିନିରଥର ୬ଟି ଚକରେ…

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ପୁରୀ ଜିଲାରେ ବାତ୍ୟା ଫନୀ ତାଣ୍ଡବ…

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କେନ୍ଦ୍ରରୁ ଅନ୍‌ଲାଇନରେ…

ଅନୁଗୋଳରେ ଅଂଶୁଘାତ ମୃତ୍ୟୁ

ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର ପ୍ରମୋଦ ସାହୁ(୪୫) ବୋଲି ଜଣାପଡିଛି। ଅପରାହ୍ନ ପ୍ରାୟ ୨ଟାରେ ସେ ମାଛ ବିକ୍ରି…

ଅଗ୍ନିକାଣ୍ଡ: ୧୧ ବଖରା ପାଉଁଶ

ଭୁବନ/ଆଠମଲ୍ଲିକ, ୧୬।୫ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ତେଲିସାହିରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍‌ ଶର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଶଙ୍କର୍ଷଣ ସାହୁ, ତପନ ସାହୁ, ଦୀପକ ସାହୁଙ୍କ ବଖରାଏ ଲେଖାଏ ଜଳିଯାଇଛି। ଏଥିରେ ଘରେ ଥିବା…

ଅମ୍ଫନ ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଶୁକ୍ରବାର ଅନୁଷ୍ଠିତ ଏକ ବୈଠକରେ ବିଭିନ୍ନ…

ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ

ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ ରୁମ୍‌…

କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା

କଟକ ଅଫିସ,୧୬ା୫: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?