ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ
ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ ରୁମ୍…
କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା
କଟକ ଅଫିସ,୧୬ା୫: ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା,…
ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୧୬।୫ – ଲକ୍ଡାଉନ୍ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି। ଦାଦନ ଦୁଃଖର ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲାରେ। ଦୀର୍ଘ…
ବ୍ରାହ୍ମଣୀରୁ ବେଧଡକ ବାଲି ଚାଲାଣ
ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) – ଲକ୍ଡାଉନ୍ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ ଏହାର ସୁଯୋଗ ନେଉଛନ୍ତି ଅସାଧୁ ବ୍ୟବସାୟୀ। ଶୁକ୍ରବାର ନାଧରା ଘାଟ ଉପରେ ଚଢ଼ାଉ ବେଳେ…
ସହଯୋଗ କଲାନି ପ୍ରଶାସନ: ଚାଲିଚାଲି ଗଲେ ଛତିଶଗଡ଼ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ତରାବୋଇର ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ୧୦ଜଣ ଶ୍ରମିକ ଗୁରୁବାର ବିଳମ୍ବିତ ରାତିରେ ପରିବାର ସହ ଛତିଶଗଡ ଚାଲିଚାଲି ଯାଇଛନ୍ତି। ସେମାନେ କାନ୍ଧରେ ଶିଶୁ ଓ ମୁଣ୍ଡରେ ଆସବାବପତ୍ର ଧରି ଯାଉଥିବା ଦୃଶ୍ୟ…
ବିବାହ ପାଇଁ ବ୍ୟସ୍ତ ବିହାରୀ ଶ୍ରମିକ
ଅନୁଗୋଳ ଅଫିସ, ୧୬।୫ – ବିବାହ ପାଇଁ ତିଥି ନିର୍ଦ୍ଧାରଣ ସରିଛି। ଆଉ ହାତରେ ଅଧିକ ସମୟ ନାହିଁ। ସଙ୍ଗରୋଧ ଅବଧି ମଧ୍ୟ ସରିଗଲାଣି। ତୁରନ୍ତ ଆମକୁ ଗୋପାଳଗଞ୍ଜ ପଠାଅ। ନ ହେଲେ ଏଠାରେ ଆତ୍ମହତ୍ୟା କରିବୁ ବୋଲି ଅନୁଗୋଳ ସରକାରୀ…
ରୋଗ ରୋକିଦେଲା ରୋଜଗାର
(ଦିନେଶ ଦେହୁରୀ) ବନ୍ତଳା,୧୬ା୫ – ବାଳୁତରୁ ଆସି ପାକଳ ହେଲୁଣି, ହେଲେ ଏମିତି ସମୟ କେବେ ଆସି ନ ଥିଲା। ବନ୍ୟା, ବାତ୍ୟା ପରି ଆସିଥିବା ଅନେକ ବିପର୍ଯ୍ୟୟ ମଧ୍ୟ ହାତ ବାନ୍ଧି ଦେଇ ନ ଥିଲା। କିନ୍ତୁ ଏ କେମିତିକା…
ନିର୍ଗୁଣ୍ଡି ଷ୍ଟେଶନରେ ଓହ୍ଲାଇଲେ ୭୯୩ ପ୍ରବାସୀ
ଚୌଦ୍ୱାର,୧୬ା୫ (ଡି.ଏନ.ଏ): ହାଇଦ୍ରାବାଦ୍ରୁ ପ୍ରବାସୀଙ୍କୁ ନେଇ ଏକ ଶ୍ରମିକ ସ୍ପେଶାଲ୍ ଟ୍ରେନ ଆସି ଶୁକ୍ରବାର ରାତି ୯ଟାରେ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଏହି ଟ୍ରେନଟି ଦିନ ୧ଟାରେ ନିର୍ଗୁଣ୍ଡିରେ ପହଞ୍ଚିବ ବୋଲି ପୂର୍ବରୁ ପ୍ରଶାସନ କହିଥିଲା। ମାତ୍ର କୌଣସି କାରଣରୁ…
ତାମିଲନାଡୁରୁ ଫେରିଲେ ୬୮୧ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୬ା୫: ତାମିଲନାଡୁ କୋଏମ୍ବାଟୁରରୁ ଭଦ୍ରକକୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ଶୁକ୍ରବାର ମଧ୍ୟାହ୍ନରେ ଖୋର୍ଦ୍ଧାରୋଡ୍ ଷ୍ଟେଶନରେ ପହଞ୍ଚିଥିଲା। ୨୦ ଜିଲାର ୬୮୧ ପ୍ରବାସୀ ଏହି ଷ୍ଟେଶନରେ ଓହ୍ଲାଇଥିଲେ। ଆସିଥିବା ସମସ୍ତ ପ୍ରବାସୀଙ୍କ ମଧ୍ୟରେ ଅନୁଗୋଳ ୮, ବଲାଙ୍ଗୀର ୪୯, ବୌଦ୍ଧ…
ଢେଙ୍କାନାଳ ଆମ୍ବକୁ କରୋନା ମାଡ଼
ଢେଙ୍କାନାଳ ଅଫିସ, ୧୬।୫ – ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଆମ୍ବଚାଷ ଉପରେ ପଡ଼ିଛି କରୋନା ଚଡ଼କ। ଲକ୍ଡାଉନ୍ କଟକଣା ନିୟମ ଭିତରେ ରକ୍ଷଣାବେକ୍ଷଣ ହୋଇ ନ ପାରିବାରୁ ଉତ୍ପାଦନ ପାଖାପାଖି ୬୦% କମିଯାଇଛି। ଫଳରେ ଚଳିତବର୍ଷ ବାହାରକୁ ଆମ୍ବ ରପ୍ତାନି ହୋଇପାରିବ…
ଋଣ, ଚାରା ଦେବା ନଁ।ରେ ଠକେଇ, ଜଣେ ଗିରଫ
ବାଲିଗୁଡା,୧୬ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ପୋଲିସ ଜଣେ ଠକକୁ ଗିରଫ କରିଛି । ଠକ ଜଣକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ଗ୍ରାମର ଭିମରାଜ ନାୟକ। ଭିମରାଜ ନିଜକୁ ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା)ର କର୍ମଚାରୀ କହି ଦୀର୍ଘଦିନ ହେଲା କୋଟଗଡ଼…
ଓଆରଏସ୍ ପାଇବାରେ ଜାଲିଆତି: ୨ ଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଲା ଅମଲା ସଂଘ
ଫୁଲବାଣୀ ଅଫିସ, ୧୬ା୫- ରାଜ୍ୟ ସରକାର ଓଡିଶା ରାଜସ୍ବ ସେବା (ଓଆର୍ଏସ୍)ରେ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ଏଥିରେ କନ୍ଧମାଳ ଜିଲାର ଦୁଇ ଶିକ୍ଷକ ଅଛନ୍ତି। ତେବେ ସେମାନେ ଜାଲିଆତି କରି ଏହି ପଦବୀ ହାସଲ କରିଥିବା ଅଭିଯୋଗ ହୋଇଛି।…

