ଆମ ଜିଲା ଖବର

ଧରିତ୍ରୀ ପ୍ରଭାବ: ସ୍କୁଲ ବାଟରୁ ବାଉଁଶ ଖୋଲିଲେ ଗ୍ରାମବାସୀ

ପାଟପୁର,୧୬ା୪-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପକ୍ଷରୁ ୧୩୦ ସ୍କୁଲ କଲେଜରେ କ୍ବାରାଣ୍ଟାଇନ୍‌ କେନ୍ଦ୍ର ଖୋଲାଯାଇଥିବା ବେଳେ ସେଠାରେ ପ୍ରବାସୀଙ୍କୁ ସଙ୍ଗରୋଧରେ ରହିବା ବ୍ୟବସ୍ଥା କରାଯାଇଛି। ହେଲେ କେତେକ ଗ୍ରାମରେ ସୁରଟ ଓ ଅନ୍ୟ ରାଜ୍ୟରୁ ଫେରନ୍ତାଙ୍କୁ ନିଜ ଗଁ। ସ୍କୁଲରେ ରଖିବାକୁ…

ଚୋରା ବାଲି ଡିପୋରେ ଚଢାଉ, ୫୬ହଜାର ଜରିମାନା ଆଦାୟ

ଯୋଡା, ୧୬ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ତହସିଲ ଅନ୍ତର୍ଗତ ବନ୍ଧୁଆବେଡା ତଥା ଆଖପାଖ ଗ୍ରାମରେ କରାଯାଇଥିବା ବେଆଇନ ବାଲି ଡିପୋ ଉପରେ ଶୁକ୍ରବାର ରାଜସ୍ବ ବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣଙ୍କଠାରୁ ୫୬ହଜାର ୧୫୦ଟଙ୍କା ଜରିମାନା ଆଦାୟ କରାଯାଇଛି ା ମିଳିଥିବା ସୂଚନା…

ଜିଲା ମୁଖ୍ୟ ଡାକଘରେ ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା

ଭଦ୍ରକ ଅଫିସ, ୧୬ା୫-ଭଦ୍ରକ ଜିଲା ମୁଖ୍ୟ ଡାକ ଘରେ ଶୁକ୍ରବାର ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା ଉଦ୍‌ଘାଟିତ ହୋଇଛି। ଏହି ସେବା ରାଜ୍ୟରେ ପ୍ରଥମ କରି ଭଦ୍ରକରେ ଉପଲବ୍ଧ ହୋଇଛି। କେନ୍ଦ୍ର ସରକାରଙ୍କ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଏହା ଏକ…

ଗୁଜରାଟ, ତାମିଲନାଡୁରୁ ଫେରିଲେ ୨୩ ପ୍ରବାସୀ

ରାଇରଙ୍ଗପୁର,୧୬ା୫(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ ଗୁଜରାଟ ଓ ତାମିଲନାଡୁରେ ଫସି ରହିଥିବା ୨୩ ପ୍ରବାସୀ ଓଡ଼ିଆ ଶୁକ୍ରବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳକୁ ଫେରି ଆସିଛନ୍ତି। ଶ୍ରମିକ ଟ୍ରେନ୍‌ ଯୋଗେ ସେମାନେ ବାଲେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ନିଜ ନିଜ ଅଞ୍ଚଳକୁ ଆସିଥିଲେ। ସ୍ଥାନୀୟ…

ବର୍ଷା ଆଶଙ୍କା: ୨ ଡ୍ୟାମ୍‌ର ଗେଟ୍‌ ଖୋଲିଲା

କପ୍ତିପଦା,୧୬ା୫(ଡି.ଏନ.ଏ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିବାଗ ବିଭାଗ ସୂଚନା ଦେଇଛି। ଏହାକୁ ଲକ୍ଷ୍ୟରଖି ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା କାଳ ଓ ସୁନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଆଗୁଆ…

ସୁରଟ ଫେରନ୍ତାଙ୍କ ସଙ୍ଗରୋଧ ନିୟମ ଊଲ୍ଲଂଘନ: ରାସ୍ତାରେ ବସି ପ୍ରତିବାଦ ଜଣାଇଲେ ଗ୍ରାମବାସୀ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଗାଁ ପଞ୍ଚାୟତ ଅଧୀନ ପିହାଣଗଡିଆ ଗ୍ରାମରେ ଏକ ସୁରଟ ଫେରନ୍ତା ଦମ୍ପତି ନିୟମ ଊଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ଦମ୍ପତିଙ୍କୁ ଘରୁ ସ୍ଥାନାନ୍ତର କରି ସଙ୍ଗରୋଧ କେନ୍ଦ୍ରରେ ରଖିବା ଦାବିରେ ଶତାଧିକ ଗ୍ରାମବାସୀ…

ଶଙ୍କରପୁର ସାହିକୁ ଆକ୍ସେସ୍‌ କଣ୍ଟ୍ରୋଲ୍‌ ଜୋନ୍‌ ଘୋଷଣା

ବ୍ରହ୍ମପୁର ଅଫିସ,୧୬ା୫- ବ୍ରହ୍ମପୁର ବଡବଜାର ଅଞ୍ଚଳର ଶଙ୍କରପୁର ସାହିକୁ ଶୁକ୍ରବାର ରାତିରେ ବିଏମ୍‌ସି ଆକ୍ସେସ କଣ୍ଟ୍ରୋଲ୍‌ ଜୋନ୍‌ ଭାବେ ଘୋଷଣା କରିଛି। ଏହି ସାହରି କେତେଜଣ ଲୋକ ଜଣେ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଅସିଥିବାରୁ ସାହି ଲୋକଙ୍କ ସୁରକ୍ଷା ଓ ସଂକ୍ରମଣକୁ…

ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍‌ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର…

ବିଦ୍ୟୁତ୍‌ ଆଘାତରେ ଅସ୍ଥାୟୀ ଲାଇନ୍‌ ମ୍ୟାନ ଗୁରୁତର:  ନେସ୍କୋ କାର୍ଯ୍ୟାଳୟ ଘେରାଉ

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲମ ତାଳପଦା ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଅସ୍ଥାୟୀ ଲାଇନମ୍ୟାନ୍‌ ଗୁରୁତର ହେବା ଘଟଣାକୁ ନେଇ ୨ଦିନ ପରେ ଗ୍ରାମବାସୀ ଶ୍ରୀଜଙ୍ଗ ନେସ୍କୋ ସେକ୍ସନ୍‌ କାର୍ଯ୍ୟାଳୟକୁ ଶୁକ୍ରବାର ଘେରାଉ କରିଥିଲେ। ବିଭାଗୀୟ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ…

ଉଦାହରଣ ପାଲଟିଲେ ସରପଞ୍ଚ

ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ା ନିଜ ପଞ୍ଚାୟତକୁ ସୁରଟ, କୋଲକାତା, ଦିଲ୍ଲୀ, ମୁମ୍ବାଇ ଫେରନ୍ତାଙ୍କ…

ପ୍ରବାସୀ ଶ୍ରମିକଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ବସ୍‌

ସଇଁତଲା, ୧୫ା୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ୍‌ କୁମ୍ଭାରୀ, ଡ଼େଙ୍ଗ ଓ ବୁଢ଼ାବାହାଲ ପଞ୍ଚାୟତରର ୧୭ ଜଣ ଶ୍ରମିକ ଗୁଜୁରାଟରୁ ବସ୍‌ରେ ଫେରଛନ୍ତି। ଏମାନେ ପ୍ରଥମେ ବଲାଙ୍ଗୀର ଆଟଇଟିଆଇ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପହଞ୍ଚତ୍ ଥିଲେ। ସେଠାରେ ନାମ ପଞ୍ଜୀକରଣ ପରେ…

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ସଜନାଗଡ, ୧୫ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା ଓ ଘଡଘଡି ହେଉଥିବା ବେଳେ ଗୁରା ନିଜ ମା’ଙ୍କ ସହ ଘର ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?