ଆମ ଜିଲା ଖବର

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ସଜନାଗଡ, ୧୫ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା ଓ ଘଡଘଡି ହେଉଥିବା ବେଳେ ଗୁରା ନିଜ ମା’ଙ୍କ ସହ ଘର ଭିତରେ…

କୋଚିଂ ସେଣ୍ଟରରେ ପାଠ ପଢ଼ାଇ ୨ ଅଧ୍ୟାପକ ତଣ୍ଡ ଗଣିଲେ

ବୌଦ୍ଧ,୧୫ା୫(ସ୍ବ.ପ୍ର.)-କେରାନା ଭୁତାଣୁ ସଂକ୍ରମଣ ଆଶଙ୍କାରେ ସାରା ଦେଶରେ ସମସ୍ତ ଶିକ୍ଷା ଅନୁଷ୍ଠାନ ସହ କୋଚିଂ ସେଣ୍ଟର ବନ୍ଦ ରହିଛି। ଯେଉଁମାନେ ଏହାର ଅବମାନନା କରିବେ ସେମାନେ ଦଣ୍ଡିତ ହେବାର ନିୟମ ଅଛି। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲାର ଦୁଇ ଅଧ୍ୟାପକ କୋଚିଂ…

ପିଡିଏସ୍‌ ଚାଉଳ ଦୁର୍ନୀତି ଅଭିଯୋଗରେ ଯୋଗାଣ ସହାୟକ ବହିଷ୍କୃତ

ବଲାଙ୍ଗୀର ଅଫିସ, ୧୫।୫-ବଲାଙ୍ଗୀର ଜିଲା ମହୀମୁଣ୍ଡା ପଞ୍ଚାୟତରେ ପିଡିଏସ୍‌ ଚାଉଳ ଦୁର୍ନୀତି ଘଟଣାରେ ଯୋଗାଣ ସହାୟକ ନିରଞ୍ଜନ ସାହୁଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଉପଜିଲାପାଳଙ୍କ ନିର୍ଦ୍ଦେଶ ଓ ବିଡିଓଙ୍କ ଚିଠି ବଳରେ ସରପଞ୍ଚ ଅନନ୍ତ ନାରାୟଣ ପ୍ରଧାନ ଯୋଗାଣ ସହାୟକ ସାହୁଙ୍କୁ…

ବିନା ସୁରକ୍ଷାରେ ଶିକ୍ଷକ ଜଗିଛନ୍ତି ସଙ୍ଗରୋଧ କେନ୍ଦ୍ର

ଭଞ୍ଜନଗର,୧୫।୫(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଶିକ୍ଷକମାନେ ବିନା ସୁରକ୍ଷାରେ ପାଳି କରି ସଙ୍ଗରୋଧ କେନ୍ଦ୍ର ଜଗୁଛନ୍ତି। କେତକ ସ୍କୁଲରେ ପାଚେରୀ ନ ଥିବାବେଳେ ଆଉକେତେକ ସ୍କୁଲରେ ପରିମଳ ବ୍ୟବସ୍ଥା, ଭିତ୍ତିଭୂମି ନ ସଜାଡି ଲୋକଙ୍କୁ ନେଇ ରଖାଯାଇଛି। ସ୍କୁଲ ଗୁଡ଼ିକରେ ଥିବା ପାଇଖାନାକୁ…

କୋଏମ୍ବାଟୁର, କୁର୍‌ନୁଲରୁ ଆଜି ପହଞ୍ଚତ୍ବ ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୫ା୫- ବଲାଙ୍ଗୀର ରେଲୱେ ଷ୍ଟେଶନ୍‌ରେ ଶନିବାର ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚତ୍ବ। ତାମିଲନାଡୁର କୋଏମ୍ବାଟୁରରୁ ଆସୁଥିବା ସ୍ପେଶାଲ ଟ୍ରେନ୍‌ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ଓଡିଶାର ରାୟଗଡା, ବଲାଙ୍ଗୀର,…

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ସ୍ତ୍ରୀ ପଦ୍ମାବତୀ ବେହେରା। ପଦ୍ମାବତୀଙ୍କୁ ଶାଶୁଘର…

ଖରସ୍ରୋତା ପାଣି ଭଦ୍ରକକୁ ନେବା ଘଟଣା: ରାଜ୍ୟ ସରକାରଙ୍କୁ ଏନ୍‌ଜିଟିର କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ଭଦ୍ରକ ଜିଲାର ୪ ବ୍ଲକ ଅଞ୍ଚଳ ପାଇଁ ନିର୍ମାଣାଧୀନ ମେଗା ପାଣି ପ୍ରକଳ୍ପ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଛାଟ ବାଜିଛି। ଭଦ୍ରକ ଜିଲାରେ ଥିବା ବୈତରଣୀ, ସାଳନ୍ଦୀ, ମନ୍ତେଇ, କାଂଶବାଂଶ ନଦୀର ମଧୁର ଜଳ…

ପ୍ରବାସୀଙ୍କୁ ଘାରିଛି ରୋଜଗାର ଚିନ୍ତା: ଜିଲାର ଅଧା ଚାଷଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ତାଲାବନ୍ଦ ଯୋଗୁ କର୍ମନିଯୁକ୍ତି ହରାଇ ଦେଶ ବିଦେଶରୁ ବହୁ ସଂଖ୍ୟାରେ ପ୍ରବାସୀ ଜିଲାକୁ ଫେରିବାରେ ଲାଗିଛନ୍ତି। ଏମାନଙ୍କୁ ଏବେ ରୋଜଗାର ଚିନ୍ତା ଘାରିଛି। କର୍ମନିଯୁକ୍ତି ପାଇଁ ସରକାର କୃଷି କ୍ଷେତ୍ରକୁ ଅଗ୍ରାଧିକାର ଦେଉଥିବା ବେଳେ ଜିଲାରେ ଅଧାରୁ…

ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର

ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା କରିବା ପାଇଁ ମଧ୍ୟ ଭୟ କରୁଛନ୍ତି । ଏଭଳି ପରିସ୍ଥିତିରେ ଯଦି ସେମାନେ କାମ…

ଭୋଜି ପରେ ଗଣ୍ଡଗୋଳ, ଜଣେ ଗୁରୁତର

ବେଗୁନିଆପଡ଼ା,୧୫ା୫(ଡି.ଏନ.ଏ.)- ଭୋଜିପରେ ନିଶାସକ୍ତ ଅବସ୍ଥାରେ ଗଣ୍ଡଗୋଳ ଓ ସହଯୋଗୀଙ୍କ କାଠ ଫାଳିଆ ମାଡରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ବେଗୁନିଆପଡା କଞ୍ଚଣା ଛକଠାରେ। ପୋଲିସ ସୂଚନା ପ୍ରକାରେ, ଗୁରୁବାର ରାତିରେ ଜେ.ମାନସ ଭାଟପଡ଼ା ଗ୍ରାମର ୨ଜଣ ବ୍ୟକ୍ତିଙ୍କ…

ମଦସହ ୩ ବାଇକ ଜବତ, ୩ ଗିରଫ

ବେଗୁନିଆପଡ଼ା,୧୫ା୫(ଡି.ଏନ.ଏ.)- କରୋନା କଟକଣାର ଫାଇଦା ନେଇ ଅସାଧୁ ମଦ ବେପାରୀ ମାତିଛନ୍ତି। ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଶାଳବଣ ଛକରେ ପାଟ୍ରୋଲିଂବେଳେ ବାଇକରେ ମଦ ନେଇ ଯାଉଥିବା ୩ ଜଣଙ୍କୁ ଗିରଫ କରିବା ସହ ୬ଶହ ଲିଟର…

ଘାଟିରେ ପ୍ରବାସୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଆଠମଲ୍ଲିକ, ୧୫ା୫(ଡି.ଏନ.ଏ.)- ପଶ୍ଚିମବଙ୍ଗର ବାଙ୍କୁଡା ଜିଲା ସୁନାମୁଖିରୁ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ କାର୍‌ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଆଠମଲ୍ଲିକ-ଅନୁଗୋଳ ପୂର୍ତ୍ତ ବିଭାଗ ରାସ୍ତା ଝରଝରି ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ, ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?