କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି
ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ...
ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍ ଘଟଣା: ୩ କର୍ମଚାରୀଙ୍କୁ ବହିଷ୍କାର
ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ଜିଲାରେ ନକଲି ସାର୍ଟିଫିକେଟ ଦେଇ କୋଟି କୋଟି ଟଙ୍କା ଷ୍ଟାଇପେଣ୍ଡ ଲୁଟ୍ ଘଟଣାରେ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ୩ କର୍ମଚାରୀଙ୍କୁ ଶୁକ୍ରବାର ବହିଷ୍କାର କରାଯାଇଥିବା ସୂଚନା ମିଳିଛି। ଏହି ୩ କର୍ମଚାରୀ ଆଉଟ୍ସୋର୍ସିଂ...
ସରିଲା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ
ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ନେହେରୁ ଷ୍ଟାଡିୟମରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସଭାରେ ୧୮ଟି ବିଭାଗରେ ୩ଟି ଲେଖାଏ ପୁରସ୍କାର ପ୍ରଦାନ କରାଯାଇଥିଲା। କୃତୀ ଜିଲାର ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଏଥିରେ...
୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ
ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ୨ ଅଭିଯୁକ୍ତ ଯୁବକଙ୍କୁ ଶନିବାର ଆଜୀବନ...
୩ ଲଜ୍ରେ ଅନୈତିକ କାର୍ଯ୍ୟ: ଧରାପଡ଼ିଥିବା ୧୬ ଯୁବକ ଗିରଫ
ବାରିପଦା ଅଫିସ,୨୨।୧୨- ମୟୂରଭଞ୍ଜ ଜିଲା ବାରିପଦା ସହର ଜନଗହଳିପୂର୍ଣ୍ଣ ବଗୁଳି ମାର୍କେଟରେ ଥିବା ୩ଟି ଲଜ୍ରେ ଦେହ ବେପାର ଭଳି ଅନୈତିକ କାର୍ଯ୍ୟ ଚାଲିଥିବା ସନ୍ଦେହରେ ସ୍ଥାନୀୟ ଟାଉନ ଥାନା ପୋଲିସ ଶନିବାର ଚଢ଼ାଉ କରିଥିଲା। ସେଠାରୁ ଧରାପଡିଥିବା ୩୨...
ଥମୁନି ହାତୀ ଉପଦ୍ରବ: ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଠାକୁରମୁଣ୍ଡା,୨୨।୧୨ (ଡି.ଏନ.ଏ.) -କେନ୍ଦୁଝର ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଲାଗି ରହିଛି। ରାତି ହେଲେ ହାତୀପଲ ଜଙ୍ଗଲ ତଳି ଇଲାକାର ବିଭିନ୍ନ ଗ୍ରାମରେ ପଶି ଫସଲ ଉଜାଡୁଛନ୍ତି। ବନ କର୍ମଚାରୀ ହାତୀପଲକୁ ଘଉଡାଇବାରେ ସଫଳ...
ବିଭିନ୍ନ କଲେଜରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଯାଞ୍ଚ
ବାଲେଶ୍ୱର ଅଫିସ, ୨୨।୧୨-ଭାରତ ସରକାରଙ୍କ ଯୁବନୀତି ୨୦୧୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଏଫଏମ୍ କନିଷ୍ଠ ମହାବିଦ୍ୟାଳୟ ତରଫରୁ ଯୁକ୍ତ ୨ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ରୀ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଜିଲାସ୍ତରୀୟ ଯାଞ୍ଚ ହୋଇଥିଲା।...
କୋର୍ଟରୁ ଫାଇଲ୍ ଚୋରି: ଅଭିଯୁକ୍ତ ଅଟକ, ତଦନ୍ତ ଆରମ୍ଭ
ବାଲେଶ୍ୱର ଅଫିସ,୨୧।୧୨: ବାଲେଶ୍ୱର ସିଭିଲ ଜଜ୍ ଜୁନିୟର ଡିଭିଜନ୍ (ମୁନସିଫ୍) କୋର୍ଟର ନିର୍ବାଚନ ମିସ୍ କେସ୍ (ନଂ. ୧୬/୧୭)ର ଫାଇଲ୍ ଚୋରି ହୋଇଯାଇଥିବା ଶନିବାର ଜଣାପଡ଼ିଥିଲା। ସିସିଟଭି ଫୁଟେଜ୍କୁ ଆଧାର କରି ଅଭିଯୁକ୍ତଙ୍କୁ ଆଇନଜୀବୀମାନେ ଅଟକାଇଥିଲେ। ଦୀର୍ଘସମୟ ପଚରାଉଚରା ପରେ...
ହିଞ୍ଜିଳିକାଟୁରେ ଧାନମଣ୍ଡି ଉଦ୍ଘାଟନ କଲେ ଜିଲାପାଳ
ହିଞ୍ଜିଳିକାଟୁ,୨୧।୧୨(ଡି.ଏନ୍.ଏ.): ଖରିଫ ଧାନ ସଂଗ୍ରହ ପାଇଁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାରଠାରୁ ଧାନମଣ୍ଡି ଉଦ୍ଘାଟିତ ହୋଇଛି। ପୂର୍ବାହ୍ନରେ ସମରଝୋଳ ପ୍ରାଥମିକ ସମବାୟ ସମିତିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧାନମଣ୍ଡି ଉଦ୍ଘାଟନ କରିଥିଲେ।...
ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍ ସ୍ପଟ
ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍ନିକ୍ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି ପିକ୍ନିକ୍ ସ୍ପଟର ପ୍ରାକୃତିକ ସୌନ୍ଦର୍ଯ୍ୟ ଅନେକକଙ୍କୁ ଆକର୍ଷିତ କରିଥାଏ। ପ୍ରତ୍ୟେକ ବର୍ଷ ଅନେକ...
ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ
ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ ପୋଷଣ କରାଯାଇଛି। କିଛିଦିନ ପୂର୍ବରୁ ଏହି ପଥର ହୁଡି ଉପରେ ତହସିଲଦାର ଆଲୋକ...
ବାଇକ୍ ଲୁଟ୍ ଘଟଣାରେ ୩ ଗିରଫ
ବଲାଙ୍ଗୀର ଅଫିସ,୨୧ା୧୨: ବାଇକ୍ ଲୁଟ୍ ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାଟଣାଗଡ ଥାନା ଅନ୍ତର୍ଗି ସିଲେଟ୍ପଡା ଗ୍ରାମର ଭାସ୍କର ବନ୍ଛୋର ଓ ସାନନ୍ଦ ନାଏକ ଏବଂ ଲରମ୍ଭା ଥାନା...
Archives


