ଆମ ଜିଲା ଖବର

ଷୋଳମପୁରରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ଗ୍ରାମକୁ ସାନିଟାଇଜ଼ କରାଗଲା

ଭଣ୍ଡାରିପୋଖରୀ, ୧୫।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତର ତୃତୀୟ କରୋନା ପଜିଟିଭ ଗୁରୁବାର ଚିହ୍ନଟ ହୋଇଥିଲେ। ତାଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଟକ ଅଶ୍ୱିନୀ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

କୋଭିଡ କେୟାର ହସ୍ପିଟାଲରେ ପରିଣତ ହେଲା ପାରଳା ଇଞ୍ଜିନିୟରିଂ, ଛତ୍ରପୁର କଲେଜ; ରହିଛି ମୋଟ ୬୦୦ ଶଯ୍ୟା

ଛତ୍ରପୁର, ୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାରେ ଏବେ ଗୋଟିଏ କୋଭିଡ ହସ୍ପିଟାଲ ରହିଛି। ଅପରପକ୍ଷରେ ଛତ୍ରପୁରସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟକୁ କୋଭିଡ କେୟାର ସେଣ୍ଟରରେ ପରିଣତ କରାଯାଇଛି। ଏଥିରେ ଥିବା ଆଇସୋଲଶନ…

ଭଲପାଇ ପ୍ରତାରଣା ଅଭିଯୋଗ: ଯୁବକ କୋର୍ଟଚାଲାଣ

ଭଣ୍ଡାରିପୋଖରୀ, ୧୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ଅଞ୍ଚଳର ଜନୈକ ଯୁବତୀଙ୍କୁ ମନୋହରପୁର ଗ୍ରାମର ବିଶ୍ୱଜିତ ପଲେଇ ୨୦୧୭ ମସିହାରୁ ଭଲପାଇ ଆସୁଥିଲେ। ଯୁବତୀଙ୍କ ସହ ସମ୍ପର୍କ ରଖିବା ପରେ ବିଶ୍ୱଜିତ୍‌ ତାଙ୍କୁ ଧୋକା ଦେଇଥିବା ନେଇ ଗୁରୁବାର ରାତିରେ…

ଗଞ୍ଜାମରେ ବଢୁଛି ସଂଖ୍ୟା: ୪ ମେଡିକାଲର ୧୫୦ ଡାକ୍ତର, ଷ୍ଟାଫ୍‌ଙ୍କ ହେଲା କୋଭିଡ ଟେଷ୍ଟ

ଛତ୍ରପୁର, ୧୫।୫(ଡି.ଏନ୍‌.ଏ.): ରାଜ୍ୟର ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ସର୍ବାଧିକ ରହିଛି। ଏହି ପରିପ୍ରେକ୍ଷୀରେ ୪ ଟି ମେଡିକାଲର ଡାକ୍ତର, ନର୍ସ, ଆଟେନାଣ୍ଟ, ଡ୍ରାଇଭର, ସୁଇପର, ଫାର୍ମାସିଷ୍ଟ ଆଦି ୧୫୦ ଜଣଙ୍କର କୋଭିଡ ଟେଷ୍ଟିଙ୍ଗ କରାଯାଇଛି। ଏହି ମେଡିକାଲ ମଧ୍ୟରେ…

ଗଜପତିରେ ୫-ଟି ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଗଜପତି ଜିଲା ଗସ୍ତରେ ଆସି ଭାରତମାତା ପରିସରରେ ପ୍ରସ୍ତୁତ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ଶୁକ୍ରବାର ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ଉନ୍ନୟନ ସଚିବ ସୁରେଶ କୁମାର ମହାପାତ୍ର, ଜିଲାପାଳ ଅନୁପମ ସାହା,…

୩ ବର୍ଷରୁ ଊର୍ଦ୍ଧ୍ୱ ହେବ ଲୋଭୋଲ୍‌ଟେଜ୍‌ ସମସ୍ୟା: ସିଙ୍ଗଲ ଫେଜ୍‌ ଲାଇନକୁ ୩ ଫେଜ୍‌ କରିବା ଦାବିରେ ସେସୁ ଅଫିସ ଘେରାଉ

ଚୌଦାର,୧୫।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସେସୁ ଅଫିସକୁ ଓଟିଏମ୍‌ କଲୋନି ୧୧ନଂ. ୱାର୍ଡ ବାସିନ୍ଦା ଶୁକ୍ରବାର ଘେରାଉ କରିଛନ୍ତି। ଏହି ଅଞ୍ଚଳରେ ଦୀର୍ଘ ଦିନଧରି ଲୋଭୋଲ୍‌ଟେଜ ସମସ୍ୟା ଲାଗି ରହିଥିବାରୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ

ବେତନଟୀ,୧୫।୫(ଡି.ଏନ୍‌. ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତର ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶୁକ୍ରବାର ସକାଳେ ଦେଖିବାକୁ ମିଳିଛିଛି l ମୃତକ ହେଲେ ରାଇକମା ଗ୍ରାମର…

କୋଭିଡ୍‌ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍‌, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯିବା ଅଭିଯୋଗରେ ଦାରିଙ୍ଗବାଡ଼ି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ନିତୀଶ କୁମାର ତ୍ରିପାଠୀ ସିଲ୍‌ କରିଦେଇଛନ୍ତି। ପ୍ରକାଶଯେ, ଉକ୍ତ ୨ ଚା’…

ଡେରାବିଶର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୩୦୦ ଶଯ୍ୟା ପ୍ରସ୍ତୁତ, ରହିଲେଣି ୮୨୦ ପ୍ରବାସୀ ଓଡ଼ିଆ

ଡେରାବିଶ,୧୫ା୫(ସ୍ବ.ପ୍ର.): ମହାମାରୀ କରୋନା ପାଇଁ ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ ମୋଟ୍‌ ୬୮ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ସମୁଦାୟ ୩୩୦୦ ଶଯ୍ୟା ବ୍ୟବସ୍ଥା ହୋଇଛି।…

ଚିନ୍ତା ବଢ଼ାଉଛି ଗଞ୍ଜାମ: ଶେରଗଡ଼ରେ ସରପଞ୍ଚମାନଙ୍କ ସହ ୫-ଟି ସଚୀବଙ୍କ ସମୀକ୍ଷା; କହିଲେ ‘୩୦ ତାରିଖ ଯାଏ ଅପେକ୍ଷା କର’

ଶେରଗଡ଼,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ଶୁକ୍ରବାର କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି । ଜିଲାରେ ପ୍ରସ୍ତୁତି ଏବଂ କାମ ଠିକ୍‌ ଭାବେ ଚାଲିଛି। ମେ ୩୦ ତାରିଖ…

କରୋନା ଆକ୍ରାନ୍ତ ଚିହ୍ନଟ ପରେ ୫ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକ ଜିଲାରେ ୬ ଜଣ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଏବଂ ଏହାର ଚତୁଃପାର୍ଶ୍ୱରେ ସର୍ବସାଧାରଣଙ୍କ ପାଇଁ କଟକଣା ଜାରି କରାଯାଇଛି। ସେଗୁଡିକ ହେଲା ଧାମନଗର ବ୍ଲକର ନଦୀ…

ବାହାନଗାରୁ ୩ ସଂକ୍ରମିତ ଚିହ୍ନଟ: ଗୋପାଳପୁର ପଞ୍ଚାୟତକୁ ୨୪ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବାହାନଗା, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ସରପଞ୍ଚ ଯୋଗେଶ ଚନ୍ଦ୍ର ପତି ଶୁକ୍ରବାର ପଞ୍ଚାୟତର ସମସ୍ତ ବଜାର-ଗାଁକୁ ୨୪ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କରିଛନ୍ତି। ବାହାନଗା ବ୍ଲକର ଗୋପାଳପୁର, କୁରୁଡା, ସାଉଡୁ ପଞ୍ଚାୟତରେ ହୋଇଥିବା କୋଭିଡ୍‌-୧୯ ସଙ୍ଗରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?