ଆକର୍ଷଣ ଥାଇ ବି ଅବହେଳିତ
କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର ବିକାଶ ହୋଇ ପାରୁ ନ ଥିବାରୁ ବହିରାଗତ ପର୍ଯ୍ୟଟକ ଆସି ହଇରାଣ...
ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
ଭଦ୍ରକ ଅଫିସ, ୨୧।୧୨- ଭଦ୍ରକରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବର ଶୁକ୍ରବାର ଥିଲା ୩ୟ ଦିବସ। ଏଥିପାଇଁ ନେହେରୁ ଷ୍ଟାଡିୟମ, ଶହୀଦ ସ୍ମୃତି ଭବନ, ସଂସ୍କୃତି ଭବନ ସମେତ ଜିଲା ସ୍କୁଲ ପରିସର ବେଶ୍ ଚଳଚଞ୍ଚଳ ହୋଇଥିଲା। ମୁଖ୍ୟତଃ ନେହେରୁ...
ଅଙ୍ଗଦାନ କରିବେ ୭୦ କିନ୍ନର
ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍ଲାଇଟ ପରିସରରେ ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଅର୍ଦ୍ଧନାରୀଶ୍ୱର କିନ୍ନର ମହାସଂଘର ୭୦ ଜଣ ସଦସ୍ୟ...
ବାରିପଦାରେ ଶୀତ ବଢ଼ୁଛି
ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ଥିବା ବେଳେ ଗୁରୁବାର ଏହା ୧୧ ଡିଗ୍ରୀକୁ...
ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ଧାରଣା
ବାଲିଆପାଳ, ୨୧।୧୨(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମ୍ମୁଖରେ ବାଲିଆପାଳ ଅବସରପ୍ରାପ୍ତ ଶିକ୍ଷକମାନେ ୫ ଦଫା ଦାବି ପୂରଣ ପାଇଁ ଶୁକ୍ରବାର ବ୍ଲକ ସମ୍ମୁଖରେ ଧାରଣାରେ ବସିଥିଲେ। କେନ୍ଦ୍ର ସରକାର ୨୫ଟି ରାଜ୍ୟରେ ଶିକ୍ଷକ, କର୍ମଚାରୀମାନଙ୍କୁ ଚିକିତ୍ସା ଭତ୍ତା ଓ ସହାୟତା ଯୋଗାଇ ଆସୁଥିବା...
ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି
ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଶୂନ୍ୟ ମଣ୍ଡପ, ନୃସିଂହ ମଠ, ଅମ୍ବିକା ମନ୍ଦିର, ବୌଦ୍ଧ ଓ ଜୈନ...
ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା
ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର ସହ ଚାଲୁ ରହିଥିବାବେଳେ ଜିଓ ଟ୍ୟାଗ୍ରୁ ବାଦ୍ ପଡିଥିବା ରଣପୁର ବ୍ଲକ ଅଞ୍ଚଳର...
ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍ ଜବତ
ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍ରେ ଧାନ...
୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ...
ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି।...
ଆବାସ ଯୋଜନାରୁ ବଁଚିତ୍ ପରିବାର: କ୍ଲବ ଘର ପାଲଟିଛେ ଆଶ୍ରେ ଥଲ୍
ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍ ଲୋକ ହେଇଥିଲାବେଲେ ଆବାସ ଯୋଜନାରୁ ବଁଚିତ୍ ହେଇ ରହିଛନ୍। ଏନ୍ତାଥି ସେ କୁଟୁମବସିଆ...
ପକ୍ଷାଘାତରେ ପୀଡ଼ିତ ଶୁକଦେବ: ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ଦେବକୀ
ଲୋଇସିଂହା, ୨୧।୧୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ଗଁାର ଶୁକଦେବ ପଧାନ(୪୫)। ସେ ବନେ ବଛରକେତେ ହେଲା ପକ୍ଷାଘାତ ରୋଗ୍ରେ ପୀଡ଼ିତ ଥିଲାବେଲେ ମାଏକିନା ଦେବକୀ କିଡ୍ନୀ ରୋଗ୍ରେ ବୁର୍ଲା ବଡ଼ ଡାକ୍ତରଖାନାରେ ଜୀବନ୍ ମରନ୍...
Archives


