ଆମ ଜିଲା ଖବର

ପୁରୀରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ : ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୪ ଛୁଇଁଲା

ପୁରୀ ଅଫିସ, ୧୫।୫: ପୁରୀ ଜିଲାରେ ଶୁକ୍ରବାର ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏମାନଙ୍କ…

ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ

କଟକ ଅଫିସ୍‌,୧୫।୫: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍‌ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ବିଚାରପତି ତଥା ଓଡ଼ିଶା ଆଇନ୍‌ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଷ୍ଟିସ୍‌ ସଞ୍ଜୁ ପଣ୍ଡା,…

ଚେନ୍ନାଇରୁ ସାଇକେଲରେ ୧୯୦୦ କିମି ଯାତ୍ରା: ୧୧ ଦିନ ପରେ ହାଟଡ଼ିହୀ ବ୍ଲକରେ ପହଞ୍ଚିଲେ ବିମଳ

ହାଟଡ଼ିହୀ, ୧୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଗୋପ ଗ୍ରାମର ସୁବାଷ ଘୋଷଙ୍କ ପୁଅ ବିମଳ(୨୫) ଚେନ୍ନାଇରୁ ପ୍ରାୟ ୧୯୦୦ କିଲୋମିଟର ସାଇକେଲରେ ଯାତ୍ରା କରି ନିଜ ଗ୍ରାମରେ ଗତ ଗୁରୁବାର ରାତିରେ ପହଞ୍ଚିଛନ୍ତି। ହାଟଡିହୀ ପଞ୍ଚାୟତ ତରଫରୁ ତାଙ୍କୁ କ୍ୱାରାଣ୍ଟାଇନ…

୫ଟି ସଚିବଙ୍କ ରାୟଗଡ଼ା ଗସ୍ତ: କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ରାୟଗଡ଼ା ଅଫିସ,୧୫ା୫: ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଦିନିକିଆ ଗସ୍ତରେ ଆସି ରାୟଗଡ଼ାର ଜେକେପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲର ଅନୁଧ୍ୟାନ କରିଛନ୍ତି l ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଏସ୍‌ପି…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀ ଶିଶୁଙ୍କ ମନ ଜିଣି ଚର୍ଚ୍ଚାରେ ତହସିଲଦାର

ପୁରୁଷୋତ୍ତମପୁର,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା କୋମଳମତି ଶିଶୁଙ୍କୁ ଖେଳଣା, କଣ୍ଢେଇ, ବିସ୍କୁଟ ଦେଇ ସେମାନଙ୍କ ମନ ମୋହି ଚର୍ଚ୍ଚାକୁ ଆସିଛନ୍ତି ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ। ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କ ରହିବା,…

ଗଞ୍ଜାମ ଗସ୍ତରେ ଆସିବେ ଓଡ଼ିଶା ଉନ୍ନୟନ କମିଶନର, ୫ଟି ସଚିବ

ଛତ୍ରପୁର,୧୫ା୫(ଡି.ଏନ୍‌.ଏ.) : ଓଡ଼ିଶା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ ଜିଲାର ଶେରଗଡ଼, ହିଞ୍ଜିଳି, କବିସୂର୍ଯ୍ୟନଗର, ଆସିକା, ପୋଲସରା ଏବଂ ବ୍ରହ୍ମପୁର ଯାଇ ଉଭୟ କୋଭିଡ୍‌-୧୯ ପରିସ୍ଥିତିର…

ମିଲ୍‌ ପରେ ଏବେ ସୁଗମ ଯୋଜନା: ଚାଲି ଚାଲି ଯାଉଥିବା ଅନ୍ୟ ଜିଲାର ଶ୍ରମିକଙ୍କୁ ବସ୍‌ରେ ଘରକୁ ପଠାଉଛି ଗଞ୍ଜାମ ପ୍ରଶାସନ

ଛତ୍ରପୁର, ୧୫।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଆରମ୍ଭ ହୋଇଥିବା ମିଲ୍‌ ଯୋଜନା ସହ ଏବେ ସୁଗମ ଯୋଜନା ଯୋଡି ହୋଇଯାଇଛି। ମିଲ୍‌ ଯୋଜନାରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଶୁଖିଲା ଖାଦ୍ୟ ପ୍ୟାକେଟକୁ ଲୋକେ ଦାନ କରୁଛନ୍ତି। ପରେ ଗରୀବ ପରିବାରଙ୍କୁ…

ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରା ହୋଇଛି। ପ୍ରଥମେ ଡ଼େରା ପାଇଁ ଥିବା ତିନି ରଥର ନାହାକା ଚକ…

ପରିବାର ସଦସ୍ୟଙ୍କ ଠାରୁ ଅଲଗା ରୁମରେ ରହୁଛନ୍ତି ଗଞ୍ଜାମ ଜିଲାପାଳ, ରକ୍ଷା କରୁଛନ୍ତି ସାମାଜିକ ଦୂରତା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାର ଜିଲାପାଳଙ୍କ ଠାରୁ ଆରମ୍ଭକରି ସବୁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ବିଭିନ୍ନ କାର୍ଯ୍ୟରେ ସାମିଲ ଅଛନ୍ତି। ସେମାନେ ଦିନରାତି ଏକକରି ଲୋକଙ୍କୁ ସଚେତନ କରିବା ସହ ଦୋକାନ ବଜାର ଓ କ୍ୱାରାଣ୍ଟାଇନ…

ଶୁକ୍ରବାର ବଦଳରେ ସୋମବାର ବସିବ କପଡ଼ା ବଜାର

ବରଗଡ଼ ଅଫିସ୍‌,୧୪ା୫- ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ମାର୍କେଟ୍‌ ୟାର୍ଡ଼ରେ ପ୍ରତି ସପ୍ତାହର ଶୁକ୍ରବାର ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ବସୁଥିଲା। ତେବେ ବର୍ତ୍ତମାନ କରୋନା ସଂକ୍ରମଣ ଭୟ ରହିଥିବାବେଳେ ଉକ୍ତ ବଜାରରେ ଅସମ୍ଭାଳ ଭିଡ଼ ଯୋଗୁ ସାମାଜିକ…

ତାମିଲନାଡ଼ୁରେ ନିର୍ଯାତନା ଅଭିଯୋଗ ଆଣିଲେ ବରଗଡ଼ର ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୪।୫-: ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ଘରକୁ ଫେରିବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ି ଥିବାବେଳେ ଭୋକ, ଉପାସରେ ମଧ୍ୟ ରହିବାକୁ ପଡୁଛି। ଅନ୍ୟପଟେ ଏଭଳି ବିପର୍ଯ୍ୟୟ ସମୟରେ ସେମାନଙ୍କୁ ସହାୟତା ବଦଳରେ…

ସିମୁଳିଆ ବ୍ଲକରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ସିମୁଳିଆ,୧୫ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି ସ୍ଥାନୀୟ କ୍ବାରାଣ୍ଟାଇନରେ ସେଣ୍ଟରରେ ଥିଲେ। ତାଙ୍କୁ ଆଜି ଚିକିତ୍ସା ପାଇଁ ପଠାଯିବ ବୋଲି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?