ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ
ଭଞ୍ଜନଗର,୨୦।୧୨(ଡି.ଏନ୍.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ ମାମଲା ରୁଜୁ କରିଛି ପୋଲିସ। ଗିରଫ ଶିକ୍ଷକଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା...
ଭାଲୁ ତାଡ଼ିଦେଲା ଦୁଇ ଆଖି
ଉଦଳା,୨୦ା୧୨(ଡି.ଏନ୍.ଏ.) – ଘର ବାଡ଼ି ପାଖକୁ ଗୋରୁ ଖୋଜିବାକୁ ଯିବା ହେଲା କାଳ । ବାଉଁଶବୁଦାରେ ଲୁଚି ରହିଥିବା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି ଜଣେ ବ୍ୟକ୍ତି। ତାଙ୍କର ଦୁଇ ଆଖି ଭାଲୁ ତାଡି ଦେଇଛି । ଏଭଳି ଘଟଣା...
କଳା, ସଂସ୍କୃତି, ପରମ୍ପରାର ପ୍ରତୀକ ‘ଝୋଟିଚିତା’: ଜାତୀୟସ୍ତରୀୟ ଝୋଟି ମହୋତ୍ସବରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଉତ୍କଳୀୟ ଝୋଟି ପ୍ରତିଷ୍ଠାନ ତରଫରୁ ଗୁରୁବାର ଦିବାରାତ୍ର ଜାତୀୟସ୍ତରୀୟ ଝୋଟି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ରାଜ୍ୟରୁ ୧୬୫ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ,...
ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା
ତିହିଡ଼ି, ୨୦।୧୨ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ ଲୁଟ୍ର ଶିକାର ହୋଇଛନ୍ତି। ଲୁଟେରାମାନେ ତାଙ୍କଠାରୁ ୫୦ହଜାର ଟଙ୍କା ଲୁଟି ନେଇଛନ୍ତି।...
ଅନ୍ତର୍ଜାତୀୟ ଏଟିଏମ୍ ଠକେଇ ରାକେଟ୍ର ପର୍ଦ୍ଦାଫାଶ: ୪ ଗିରଫ
ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍ ଠକେଇ ରାକେଟ୍ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ...
ଗଡ଼କୁଜଙ୍ଗରେ ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି
ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ...
ଅଭିଯୋଗ ସତ୍ତ୍ୱେ ପୋଲିସ ନୀରବଦ୍ରଷ୍ଟା: ସ୍ବାମୀଙ୍କ ଅତ୍ୟାଚାରରେ ଅତିଷ୍ଠ ହୋଇ ରାସ୍ତାକୁ ଓହ୍ଲାଇଲେ ସ୍ତ୍ରୀ, ଗୁରୁତର ଆହତ ଅବସ୍ଥାରେ ମାଗିଲେ ନ୍ୟାୟ
ଜଗନ୍ନାଥପ୍ରସାଦ,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନl ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ନଂ ରାଜ୍ୟ ରାଜପଥରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନ୍ୟାୟ ପାଇବା ଲାଗି ଦୁଇ ଗୋଡ଼ ବାମ ହାତ ଭାଙ୍ଗିଯାଇଥିବା ଜଣେ ମହିଳା ୬...
ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଛାତ୍ରଙ୍କ ଜୀବନ ଗଲା, ଚାଳକ ଗିରଫ
ଜଳେଶ୍ୱର,୨୦।୧୨(ଡି.ଏନ୍.ଏ) : ବାଲେଶ୍ୱର ଜିଲା ଜଳେଶ୍ବର ନୂଆ ବଜାର ରେଳ ଫାଟକରେ ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ ଛାତ୍ର ଜଣଙ୍କ ଜଳେଶ୍ବର ଟାଉନ ହାଇସ୍କୁଲର ସବ୍ୟସାଚୀ ବେହେରା(୧୬) ।...
କାରକୁ ଧକ୍କା ଦେଲା ଟ୍ରକ୍: ଜଣେ ମୃତ
ସିମୁଳିଆ,୨୦।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧କି.ମି. ଦୂର ଜାତୀୟ ରାଜପଥ ମାଟିପଡା ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ଦୁର୍ଘଟଣା ଘଟିଛି। ଏଥିରେ ନବକିଶୋର ଦାସଶର୍ମା(୪୫) ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର...
ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା
ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା । ଏ ନେଇ ଜିଲା ଦୌରାଜଜ...
କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର
ଆଠଗଡ଼,୨୦।୧୨(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ...
ବିଚାରାଧୀନ କଏଦୀ ମୃତ
କେନ୍ଦୁଝର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ଜିଲା ଡାକ୍ତରଖାନାରେ ଶୁକ୍ରବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ହରିଚନ୍ଦନପୁର ବ୍ଲକ ମିଶ୍ର ମାଳ ଗ୍ରାମର ଟୁରୀ ମୁଣ୍ଡା(୫୭)। ସେ ପୋକ୍ସୋ ଆକ୍ଟରେ ଗିରଫ ହୋଇ...
Archives


