ବଏସ୍ ୮୦, ଭତାରୁ ବଁଚିତ୍ ବିଭୀଷଣ, ସୁଗ୍ରୀ
ଖପା୍ରଖୋଲ, ୨୦।୧୨ (ଡି.ଏନ୍.ଏ.)-ସରକାର ଅସାହା ଗରିବ୍ ବୁଢ଼ାବୁଢ଼ିକୁଁ ୬୦ ବଛର ହେଲେ ଭତା ଯୁଗେଇଦେବାର ବେବସ୍ତା କରିଛନ୍। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି ଗଁାର ବିଭୀଷଣ ରଣା ଆର ସୁଗ୍ରୀ ବରିହାକଁର ବଏସ୍ ତାକର କହେବାର ହିସାବେ...
ପୌରପାଳିକା ଜାଗାରୁ ମାଟି ଚୋରା ଚାଲାଣ ଘଟଣା: ତଦନ୍ତ ଆରମ୍ଭ କଲେ ତହସିଲଦାର
ଅନୁଗୋଳ ଅଫିସ, ୨୦।୧୨- ଅନୁଗୋଳ ପୌରପାଳିକା ଡମ୍ପିଂୟାର୍ଡ୍ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ମାଟି ଚୋରା ଚାଲାଣ ସମ୍ପର୍କିତ ଖବର ଗୁରୁବାର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।...
ଅନୁଗୋଳରେ ବାରବାଟୀ କ୍ରେଜ୍: ଉପସଭାପତିଙ୍କ ଘରେ ପ୍ରବଳ ଗହଳି
ଅନୁଗୋଳ ଅଫିସ, ୨୦।୧୨- କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୨୨ ତାରିଖରେ ୱେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ସିରିଜ୍ର ନିର୍ଣ୍ଣାୟକ ତଥା ତୃତୀୟ ମ୍ୟାଚ ଖେଳାଯିବ। ତେବେ ଏହି ଏକଦିବସୀୟ ମ୍ୟାଚକୁ ନେଇ ରାଜ୍ୟର କିକ୍ରେଟ୍ ପ୍ରେମୀଙ୍କ ମଧ୍ୟରେ...
ଭିନ୍ନକ୍ଷମ ହୋଇ ବି ସକ୍ଷମ ଟେରା ମେହେର: ଚକ୍ଷୁ ନ ଥାଇ କରୁଛନ୍ତି ଜୋତା ଚକାଚକ୍
ବନ୍ତଳା, ୨୦।୧୨- ଭିନ୍ନକ୍ଷମ ହୋଇଥିଲେ ବି କୌଣସି ସକ୍ଷମ ମଣିଷଙ୍କ ଠାରୁ ସେ କମ୍ ନୁହନ୍ତି। ଦୃଢ଼ ଇଚ୍ଛା ଶକ୍ତି ଯୋଗୁ ଆଖି ନ ଥାଇ ମଧ୍ୟ ସେ ଜୋତା ମରାମତି ଓ ପଲିଶ କରି ଚକାଚକ୍ କରିଦେଉଛନ୍ତି। ପରିବାର...
ଭୂତକୋଠି ହେଲାଣି ରକ୍ତଭଣ୍ଡାର ଗୃହ
ଆଠମଲ୍ଲିକ, ୨୦ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକବାସୀଙ୍କ ଆବଶ୍ୟକତାକୁ ଆଖିରେ ରଖି ନିର୍ମାଣ ହୋଇଥିବା ରକ୍ତଭଣ୍ଡାର ଗୃହ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ନିର୍ମାଣକୁ ୧୦ ବର୍ଷ ପୂରିଥିଲେ ହେଁ ଏହାକୁ ସ୍ବାସ୍ଥ୍ୟ ବିଭାଗକୁ ହସ୍ତାନ୍ତର କରାଯାଉ ନାହିଁ। ଫଳରେ ଲତାବୁଦା...
ରିପୋର୍ଟ ଦେଲେ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟା: ଅନ୍ତେବାସୀଙ୍କ ସହ କଲେ ମଧ୍ୟାହ୍ନ ଭୋଜନ
ଅନୁଗୋଳ ଅଫିସ, ୨୦।୧୨-ଦୁଇ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାଶ୍ୱତୀ ବୁଧବାର ତାଙ୍କ ଗସ୍ତ ଶେଷ କରି ଫେରିଯାଇଛନ୍ତି। ତେବେ ଫେରିବା ପୂର୍ବରୁ ଅନୁଗୋଳ ଜିଲାପାଳ ମନୋଜ କୁମାର...
୩ ମାସ ହେବ ଦରମା ଦେଇନି ଠିକାସଂସ୍ଥା: ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ପଡ଼ିଲା ତାଲା
ବଇଣ୍ଡା,୨୦।୧୨(ଡି.ଏନ.ଏ.)-ରାସ୍ତାରେ ଯାଉଥିବା ବାଟୋଇଙ୍କୁ ମାଗଣାରେ ବିଶ୍ରାମ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକର ମୁଖ୍ୟରାସ୍ତା ପାର୍ଶ୍ୱରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ସ୍ଥାପନ କରିଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚିଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ...
ପୌରପାଳିକାରେ ଖୋଲିଲା ଏଫ୍ଏସ୍ଏମ୍: ଫୋନ୍ କଲେ ଘରୁ ନେଇଯିବେ ମଳପଙ୍କ
ଅନୁଗୋଳ ଅଫିସ, ୨୦।୧୨-ଅନୁଗୋଳ ପୌରପାଳିକାରେ ମଳପଙ୍କ ପରିଚାଳନା ସହାୟତା ସେବା କେନ୍ଦ୍ର (ଏଫ୍ଏସ୍ଏମ୍) ଉଦ୍ଘାଟିତ ହୋଇଯାଇଛି। ଏଥିସହ ଲୋକଙ୍କ ପାଇଁ ନିଃଶୁଳ୍କ ଫୋନ ନମ୍ବର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଣିକି ଅନୁଗୋଳ ପୌରପାଳିକାବାସୀ ଫୋନ କଲେ ସେମାନଙ୍କ ଘରେ ଗାଡ଼ି...
ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣରେ ଅନିୟମିତତା: ଆରମ୍ଭରୁ ଉଠିଲାଣି ପିଚୁ
ପରଜଙ୍ଗ, ୨୦।୧୨(ଡି.ଏନ.ଏ.)-ସରିଯାଇଥିଲା ନିର୍ମାଣ ଅବଧି। ତଥାପି କାମ ନ କରି ଗଡ଼ାଇ ଚାଲିଥିଲେ ଦିନ। ଏହାକୁ ନେଇ ପ୍ରତିବାଦ ସ୍ବର ଉଠିବା ପରେ ତରବରିଆ ଭାବେ ଆରମ୍ଭ କଲେ ପିଚୁ ଢଳେଇ। ହେଲେ ରାସ୍ତା କାମ ଆଗକୁ ଯିବା ବେଳକୁ...
ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ବର୍ତ୍ତିଲେ ୪୦ ରୋଗୀ
ଖଜୁରିପଡ଼ା (ଡି.ଏନ୍.ଏ.)/ବଲସକୁମ୍ପା,୨୦ା୧୨- ଖଜୁରିପଡ଼ା ଥାନା ଗାଡ଼ିଆପଡ଼ା ଘାଟିରେ ମହାନଦୀ ନେତ୍ର ଚିକିତ୍ସାଳୟ ଆମ୍ବୁଲାନ୍ସ (ନଂ.ଓଡି୩୧ଡି-୯୧୦୧) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୪୦ ଜଣ ଚକ୍ଷୁରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ, ଗୁରୁବାର ଫୁଲବାଣୀର ବିଭିନ୍ନ ଅଞ୍ଚଳରୁ ୪୦ ଜଣ ଚକ୍ଷୁରୋଗୀଙ୍କୁ...
ଅଧ୍ୟକ୍ଷ ପଦବୀକୁ ନେଇ ଥମୁନି ଅଶାନ୍ତି: ବ୍ଲକରେ ଜନପ୍ରତିନିଧିଙ୍କ ହୋହଲ୍ଲା
ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ତାଙ୍କୁ ପଦବୀରୁ ହଟାଇବା ଲାଗି ଅଧିକାଂଶ ସରପଞ୍ଚ, ସମିତିସଭ୍ୟ ଲାଗି...
ବେଆଇନ କ୍ଲିନିକ ଉପରେ ଚଢ଼ାଉ
ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଡ୍ରଗ୍ସ ଇନ୍ସପେକ୍ଟର ଲଳିତ କୁମାର ସାହୁ ଓ ସ୍ଥାନୀୟ ତହସିଲଦାର...
Archives


