ଆମ ଜିଲା ଖବର

ସାଇକେଲରେ ନୟାଗଡରୁ କଳାହାଣ୍ଡି ଫେରୁଛନ୍ତି ୩ ଯୁବକ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କଳାହାଣ୍ଡିର ୩ ଯୁବକ ନୟାଗଡରେ ଫସି ରହିଥିଲେ। ନୟାଗଡ଼ର କୌଣସି ଏକ ୱେଲଡିଂ ଦୋକାନରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ପରେ ମାଲିକମାନେ ତାଙ୍କୁ ଆଉ ପାରିଶ୍ରମିକ ଦେଇ ନ ଥିଲେ।…

କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷକଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

ବୁଗୁଡ଼ା,୧୪ା୫(ଡି.ଏନ.ଏ.)- କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଗୁରୁବାର ସ୍ଥାନୀୟ ବିଡିଓଙ୍କ ଜରିଆରେ ଗଞ୍ଜାମ ଜିଲାପାଳଙ୍କୁ ଦାବିପତ୍ର ଦେଇଛି ବୁଗୁଡ଼ା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ। ଏନେଇ ମୁଖ୍ୟମନ୍ତ୍ରୀ, ଗୋଷ୍ଠୀ ଶିକ୍ଷାଧିକାରୀ ବୁଗୁଡ଼ା, ଜିଲା ଶିକ୍ଷାଧିକାରୀ, ଏନ୍‌ଏସି…

ଚାଲି ଚାଲି ଫେରୁଥିବା ୮ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ଚାଲି ଚାଲି ଯାଉଥିବା ୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ଉଦ୍ଧାର କରିଛି। ଲକ୍‌ଡାଉନ୍‌ ଯୋଗୁ ସେମାନେ ଔରଙ୍ଗାବାଦ ସମେତ ତେଲଙ୍ଗାନା, ଛତିଶଗଡ଼ ଆଦି ଅଞ୍ଚଳରେ ଫସିରହିଥିବା ବେଳେ ଗଞ୍ଜାମ ଫେରୁଥିବା ସ୍ଥାନୀୟ ତହସିଲଦାର ନୀତୀଶ କୁମାର…

ଜୀବନ ହେଲାଣି ଦୁର୍ବିଷହ, ସଟ୍‌ଡାଉନ୍‌ ହଟାଅ

ବଲାଙ୍ଗୀର ଅଫିସ/ଗୁଡଭେଲା, ୧୪ା୫ (ଡି.ଏନ୍‌.ଏ.)-ଗତ ମେ ୧ ତାରିଖ ଦିନ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ୍‌ ରୁଷୁଡା ପଞ୍ଚାୟତର ଲିଖିରିଆ ଗଁାର ଦୁଇଜଣ ପ୍ରବାସୀ ଶ୍ରମିକ କରୋନା ସଂକ୍ରମିତ ବୋଲି ଜଣାପଡିଥିଲା ା ସେହିଦିନରୁ ଲିଖିରିଆ ଗଁା ସହିତ ସଂଲଗ୍ନ ତୁଷରା…

କ୍ୱାରାଣ୍ଟାଇନରେ ଥିବାରୁ ମା’ଙ୍କୁ ପୁଅ ଦେଇପାରିଲେନି ମୁଖାଗ୍ନି

ନବରଙ୍ଗପୁର,୧୪।୫(ବି.ପ୍ର.)- କରୋନା କେବଳ ମଣିଷ ମଣିଷ ଭିତରେ ଦୂରତା ବଢ଼ାଇନାହିଁ। ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ଯୋଗୁ ନିଜ ମା’ର ଶେଷ ଦର୍ଶନ କରିପାରିଲାନି କ୍ୱାରାଣ୍ଟାଇନରେ ଥିବା ଏକମାତ୍ର ପୁଅ। ଏପରିକି ମା’ର ମୃତଦେହ ଉପରେ ୨ ଟୋପା ଲୁହ ଝରେଇବା…

ଲୁଣର କୃତ୍ରିିମ ଅଭାବ ଗୁଜବ ସୃଷ୍ଟି କରି ଖାଉଟୀଙ୍କୁ ଲୁଟ୍‌ : ହୋଲସେଲରଙ୍କ ଦୋକାନରେ ଚଢ଼ାଉ

ବଲାଙ୍ଗୀର ଅଫିସ/ସଇଁତଲା,୧୪ା୫(ଡି.ଏନ୍‌.ଏ.)-କରୋନା ମହାମାରୀ ସମୟରେ ପ୍ରତ୍ୟେକ ମଣିଷ ଅନ୍ୟକୁ ସହୃଦୟତା ଦେଖାଇବାକୁ ଅନୁରୋଧ କରୁଥିଲେ ମଧ୍ୟ କେତେକ ବ୍ୟବସାୟୀ ଖାଉଟୀଙ୍କୁ ଲୁଟ୍‌ କରିବାକୁ ପଛାଉ ନାହାନ୍ତି ା ବଲାଙ୍ଗୀର ଜିଲା ସଇଁତଲା ଓ ଟିଟିଲାଗଡରେ କେତେକ ବ୍ୟବସାୟୀ ଲୁଣର କୃତ୍ରିିମ ଅଭାବ…

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା ବ୍ଲକର…

୭୨ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା

ଖଇରା,୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ଗଡପୋଖରୀ ପଞ୍ଚାୟତର ସରପଞ୍ଚ ଗଜେନ୍ଦ୍ର ପରିଡା ନିଜ ପଞ୍ଚାୟତ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁବାର ୭୨ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି। ୧୫ତାରିଖ ସକାଳ ୬ଟାରୁ ୧୮ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ…

କୁଆପଥର ମାଡ଼ରେ ଫସଲ ନଷ୍ଟ: କ୍ଷୟକ୍ଷତି ଆକଳନ କଲା ପ୍ରଶାସନ

ଦଶମନ୍ତପୁର,୧୪ା୫( ଡି.ଏନ୍‌.ଏ. ) -କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ଗତ କୁଆପଥର ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟରେ ପ୍ରଶାସନ ପହଞ୍ଚତ୍ଛି। ଏଥିରେ ଚାଷୀଙ୍କ ଖାଦ୍ୟଶସ୍ୟ ସହ ବହୁ ପରିମାଣରେ ପନିପରିବା କ୍ଷତି ହୋଇଛି। ଅନେକ ଆଶା ନେଇ ଉକ୍ତ ଅଞ୍ଚଳର ଚାଷୀ…

କରୋନା କଟକଣା: ୪୦ ହଜାର ଛାତ୍ରୀଛାତ୍ର ଶିକ୍ଷାଦାନରୁ ବଞ୍ଚତ୍ତ ହେବେ

ମାଲକାନଗିରି,୧୪ା୫ (ଡି.ଏନ୍‌.ଏ.)-ରାଜ୍ୟରେ କରୋନା ମହାମାରୀରେ ଯେପରି ଛାତ୍ରୀଛାତ୍ରମାନେ ସଂକ୍ରମିତ ନ ହୁଅନ୍ତି ଏହାକୁ ଦଅଟେିରେ ରଖି ସରକାର ଗତ ମାର୍ଚ୍ଚ ମାସରେ ପ୍ରଥମରୁ ନବମ ଶ୍ରେଣୀ ବୃତ୍ତି ପରୀକ୍ଷା ବାତିଲ କରି ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରିଥିଲେ। ମାଲକାନଗରି ଜିଲାରେ ମଙ୍ଗଳ…

ଜେଜେମା’ଙ୍କ ମୃତ୍ୟୁ ଦେଖି ଜୀବନ ହାରିଲେ ନାତି

ଚିତ୍ରଡା,୧୪ା୫(ଡି.ଏନ୍‌.ଏ.)- ଜେଜେମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ନାତି ଜୀବନ ହାରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ମୂଷାଗଡିଆ ଗ୍ରାମରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ମୂଷାଗଡିଆ ଗ୍ରାମର…

ଆନ୍ଧ୍ରରୁ ଟ୍ରକ୍‌ରେ ଫେରିଲେ

ବାରିପଦା ଅଫିସ,୧୪ା୫- ଆନ୍ଧ୍ରପ୍ରଦେଶରୁ ଏକ ଟ୍ରକ୍‌ ଯୋଗେ ମୟୂରଭଞ୍ଜ ଜିଲାକୁ ୬୫ ପ୍ରବାସୀ ଓଡ଼ିଆ ଗୁରୁବାର ଫେରିଛନ୍ତି। ଅପରାହ୍ନରେ ବାରିପଦା ସହର ମଧ୍ୟ ଦେଇ ଯାଇଥିବା ୧୮ ନଂ. ଜାତୀୟ ରାଜପଥରେ ଏତେ ସଂଖ୍ୟକ ଲୋକ ଟ୍ରକ୍‌ରେ ବୋଝେଇ ହୋଇ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?