ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା ବାତିଲ
ବ୍ରହ୍ମପୁର ଅଫିସ,୨୦ା୧୨- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ଅର୍ଦ୍ଧବାର୍ଷିକ ପରୀକ୍ଷା କେବଳ ନାମକୁ ମାତ୍ର। କଲେଜ କର୍ତ୍ତୃପକ୍ଷ ହାତରେ ଏହି ପରୀକ୍ଷା କରାଇବା ନେଇ ପରିଷଦ ଦାୟିତ୍ୱ ନ୍ୟସ୍ତ...
‘ଛାତ୍ରୀଛାତ୍ରଙ୍କୁ ହସିବାର ସୁଯୋଗ ଦେବା ଆମ କର୍ତ୍ତବ୍ୟ’
ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ କହିଥିଲେ, ନାରୀମାନଙ୍କୁ ସମ୍ମାନ ଦେବା ହେଉଛି ଆମର...
ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ
ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ, କୃଷି ଓ ଅନ୍ୟ ବିଭାଗର କର୍ମଚାରୀମାନେ ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। ଗୁରୁବାର...
ଗ୍ୟାରେଜରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିିଗଲା
ବ୍ରହ୍ମପୁର ଅଫିସ,୨୦ା୧୨: ଟାଉନ ଥାନା ଅନ୍ତର୍ଗତ ଗେଟବଜାର ନିକଟ ରେଡ଼ିଓ ଷ୍ଟେଶନ କଡରେ ଥିବା ଏକ ବାଇକ୍ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି...
ବନ୍ଧୁକଧାରୀଙ୍କ ଉନ୍ମତ୍ତକାଣ୍ଡ : ଅଭିଯୁକ୍ତ ଅଧ୍ୟାପକ କୋର୍ଟଚାଲାଣ
ବ୍ରହ୍ମପୁର ଅଫିସ,୨୦ା୧୨- ଟାଉନ ଥାନା ଅନ୍ତର୍ଗତ ଧର୍ମନଗର ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ପୋଲିସ ମାମଲା ନମ୍ବର ୨୫୮/୧୯ରେ...
ଗ୍ରାହକ ସେବା ସର୍ବୋଚ୍ଚ ଲକ୍ଷ୍ୟ: ଶିଭମ୍ ହୋଣ୍ଡା
ପୁରୀ ଅଫିସ, ୨୦।୧୨:ପୁରୀ ଭିଆଇପି ରୋଡରେ ଥିବା ଶିଭମ୍ ହୋଣ୍ଡା ୪ର୍ଥ ବର୍ଷରେ ପଦାର୍ପଣ କରିଛି। ଗ୍ରାହକ ସେବାକୁ ସର୍ବୋଚ୍ଚ ଲକ୍ଷ୍ୟ ଭାବେ ଗ୍ରହଣ କରିଥିବା ହୋଣ୍ଡାର ଏହି ୨ଚକିଆ ଶୋ’ରୁମ ଅନେକ ସନ୍ତୁଷ୍ଟ ଗ୍ରାହକ ସୃଷ୍ଟି କରିପାରିଛି ବୋଲି ଏହାର...
କାଟୁ କଲାନି ପ୍ରଶାସନର କଟକଣା: ଏନ୍ଏଚ୍ରେ ପୁଣି ଖୋଲିଲା ଗ୍ୟାରେଜ
ଘସିପୁରା,୨୦।୧୨(ଡି.ଏନ.ଏ.)-୨୦ନମ୍ବର ଜାତୀୟ ରାଜପଥ ଶାଳପଡ଼ା ଘସିପୁରା ଓ ଶୈଲଙ୍ଗ ରାସ୍ତା ଉପରେ ପୁଣିଥରେ ଗ୍ୟାରେଜ ଖୋଲିବାକୁ କେନ୍ଦ୍ରକରି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଅକାଳରେ ଯାଉଛି ଅନେକଙ୍କ...
ହାତୀ ଖାଇଗଲେ ପରିବା ଫସଲ
ପାଟଣା,୨୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପଶି ବିଟ୍ ଅନ୍ତର୍ଗତ ସାନ ଗମ୍ଭାରିଆ ଗ୍ରାମରେ ବୁଧବାର ରାତିରେ ୧୩ଟିକିଆ ବଣୁଆ ହାତୀ ଚାଷୀଙ୍କ ବାଡ଼ିରେ ପଶି ବ୍ୟାପକ ପନିପରିବା ଖାଇଯାଇଛନ୍ତି। ଉକ୍ତଗ୍ରାମର ପ୍ରଦୀପ ମହାନ୍ତ, ଶରତ ମହାନ୍ତ ଓ କୈଳାସ ମହାନ୍ତଙ୍କ...
ବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ
ଝୁମ୍ପୁରା, ୨୦।୧୨ (ଡି.ଏନ.ଏ.)-ଝୁମ୍ପୁରା ତହସିଲ ଅନ୍ତର୍ଗତ ସମସ୍ତ ୬ଟି ଯାକ ରାଜସ୍ବ ସର୍କଲରେ ଜବରଦଖଲ ସମସ୍ୟା ବଢିଚାଲିଛି। ସରକାରୀ ଜାଗା ଜବରଦଖଲ, ରାସ୍ତାପାର୍ଶ୍ୱ ଜବରଦଖଲ, କେନାଲ ହୁଡ଼ା ଜବରଦଖଲ ସମସ୍ୟା ନେଇ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ହେଉଥିଲେ ହେଁ,...
ସହରବାସୀଙ୍କୁ ଘାରିଛି ସୁରକ୍ଷା ଚିନ୍ତା
ଭଦ୍ରକ ଅଫିସ, ୨୦।୧୨- ଭଦ୍ରକ ସହର ଏକ ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ। ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଏଠାକୁ ଆସି ବ୍ୟବସାୟ କରିବାକୁ ପସନ୍ଦ କରିଥାନ୍ତି। ସହରର ଚରମ୍ପା ଷ୍ଟେଶନଠାରୁ ଆରମ୍ଭ କରି ଗେଲପୁର ଛକ ପର୍ଯ୍ୟନ୍ତ...
ପଥପ୍ରାନ୍ତ ସୁବିଧା କେନ୍ଦ୍ର କର୍ମଚାରୀଙ୍କ ଧାରଣା
କପ୍ତିପଦା,୨୦ା୧୨(ଡ଼ି.ଏନ୍.ଏ)- କପ୍ତିପଦା-ଉଦଳା ପୂର୍ତ୍ତ ବିଭାଗର ମୁଖ୍ୟରାସ୍ତାର ଝିଙ୍କପଦାଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରର କର୍ମଚାରୀମାନେ ଦରମା ଦାବିରେ ଧାରଣା ଦେଇଛନ୍ତି। ଗୁରୁବାର ଏହି କର୍ମଚାରୀମାନେ ସୁବିଧା କେନ୍ଦ୍ରରେ ତାଲା ପକାଇ ଧାରଣାରେ ବସିଥିଲେ। ଦରମା ନ ମିଳିବା ଆନ୍ଦୋଳନ ଚାଲିବ...
ବାଲି ଉତ୍ତୋଳନକୁ ବିରୋଧ
ବଡ଼ସାହି,୨୦ା୧୨(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଉଠାଣୀନୂଆଗଁା ଗ୍ରାମରେ ଥିବା ଲିଜ୍ ବାଲିଖାଦାନରୁ ବାଲି ଉତ୍ତୋଳନ ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ଗ୍ରାମବାସୀ ବିରୋଧ କରିଛନ୍ତିି। ଫଳରେ ସଜବାଜ ହୋଇ ଯାଇଥିବା ପୋଲିସ ପ୍ରଶାସନ ଓ ରାଜସ୍ବ ବିଭାଗ ଅଧିକାରୀଙ୍କ...
Archives


