ଆମ ଜିଲା ଖବର

ସିପିଆଇ,ସିପିଏମ୍‌ର ପ୍ରତିବାଦ ସଭା

ବାରିପଦା ଅଫିସ,୨୦ା୧୨- ଭାରତର ସମ୍ବିଧାନରେ ଏଠାକାର ନାଗରିକମାନଙ୍କୁ ଧର୍ମ, ଜାତି, ଭାଷା ଓ ଲିଙ୍ଗ ନିର୍ବିଶେଷରେ ସମାନ ଅଧିକାର ଦେବା ବ୍ୟବସ୍ଥା ରହିଛି। ପୂର୍ବରୁ ଥିବା ନାଗରିକତା ଆଇନରେ ଭାରତର ନାଗରିକ କିଏ ହୋଇପାରିବ ତାହା ଧାର୍ଯ୍ୟ କରାଯାଇଥିବାବେଳେ କେନ୍ଦ୍ର...

‘କ୍ୟୁଆର-ଏସଏଏମ୍‌’ କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ପକ୍ଷରୁ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ) ୩ ନମ୍ବର ଲଞ୍ଚପ୍ୟାଡ୍‌ରେ ସ୍ବଳ୍ପ ଦୂରଗାମୀ ‘କ୍ୟୁଆର୍‌-ଏସ୍‌ଏଏମ୍‌’ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଗୁରୁବାର ଅପରାହ୍ନ ୪ଟା ୨୦ମିନିଟ୍‌ରେ ଏକ ଟ୍ରକ୍‌ରେ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର ଟିମ୍‌’

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ସରକାରୀ ମେଡ଼ିକାଲ କଲେଜକୁ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ୩ ଜଣିଆ ମୋ ସରକାର ଟିମ୍‌ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟ ଓପିଡ଼ି ସମେତ ଔଷଧ ବିତରଣ କେନ୍ଦ୍ର ଓ...

ଗୁଡିପଦା ଅଞ୍ଚଳରେ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଆଣି ତଦନ୍ତ କଲା ପୋଲିସ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଗୁଡ଼ିପଦା ଅଞ୍ଚଳରେ ରହୁଥିବା ବଢ଼ା ମାରାଣ୍ଡି (୪୮)ଙ୍କୁ ତାଙ୍କ ରକ୍ଷିତା ସୀତା ହେମ୍ବ୍ରମ (୪୩) ବୁଧବାର ଭୋର୍‌ ସମୟରେ କଟୁରୀରେ ହାଣି ହତ୍ୟା କରିବା ପରେ ବାରିପଦା ସଦର ଥାନାରେ ଆମତ୍ସମର୍ପଣ...

ରକେଟ୍‌ ଲଞ୍ଚର ‘ପିନାକା’ର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ର ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ ପକ୍ଷରୁ ବହୁମୁଖୀ ରକେଟ୍‌ ଲଞ୍ଚର ‘ପିନାକା’ର ବ୍ୟବହାରିକ ପରୀକ୍ଷା କରାଯାଇଛି। ଗୁରୁବାର ମଧ୍ୟାହ୍ନ ୧୨ଟା ୫ମିନିଟ୍‌ରେ ଏକ...

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀର...

ବାଲ୍ୟବିବାହ ନିଷେଧ କର୍ମଶାଳା: ପ୍ରତି ୩ଜଣରେ ଜଣେ ଝିଅ ବାଲ୍ୟବିବାହ କରୁଛନ୍ତି

ଗଣିଆ,୨୦।୧୨(ଡି.ଏନ.ଏ.)-ଜିଲା ପ୍ରଶାସନ ନୟାଗଡ, ଆକ୍ସନଏଡ୍‌ ଓ ୟୁନିସେଫ୍‌ର ମିଳିତ ଉଦ୍ୟମରେ ଗଣିଆ ବ୍ଲକ ସଦ୍‌ଭାବନା ଗୃହ ପରିସରରେ ଗୁରୁବାର ବାଲ୍ୟବିବାହ ନିଷେଧ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏହି କର୍ମଶାଳାରେ ଗଣିଆ, ଭାପୁର,ଦଶପଲ୍ଲା ଓ ନୂଆଗାଁ ବ୍ଲକର...

ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ

ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍‌ ପଠାଣି ସାମନ୍ତଙ୍କ ୧୮୫ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ତିଥି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି...

ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

ଦଶପଲ୍ଲା,୨୦ା୧୨(ଡି.ଏନ୍‌.ଏ.): ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ଚଳିତବର୍ଷ ଦଶପଲ୍ଲା ବନାଞ୍ଚଳରେ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଦଶପଲ୍ଲା ବ୍ଲକର ସାକେଣୀ ଫରେଷ୍ଟ ସେକ୍‌ସନରେ ପ୍ରଥମେ ଏହି କାର୍ଯ୍ୟକ୍ରମ କରାଯାଇଛି। କାର୍ଯ୍ୟକ୍ରମରେ ସାକେଣୀ ଫରେଷ୍ଟର ମନୋଜ ପ୍ରଭାକର ସାହୁ,...

ସିଏଏକୁ ବିରୋଧ କରି ବିକ୍ଷୋଭ

ନୟାଗଡ଼ ଅଫିସ,୨୦ା୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଗୃହୀତ ହୋଇଥିବା ନାରଗିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନୟାଗଡ଼ ଜିଲାରେ ବିରୋଧ କରାଯାଇଛି। ଏହା ସମ୍ବିଧାନ ବିରୋଧୀ ଓ ଏହାକୁ ପ୍ରତ୍ୟାହାର କରିବା ଦାବିରେ ଗୁରୁବାର ଜିଲା ସିପିଆଇ (ଏମ୍‌) ଓ ଜନ...

ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: କୌଣସି ସ୍ଥାନରେ ନାହିଁ ଡଷ୍ଟବିନ୍‌

ନୟାଗଡ଼ ଅଫିସ,୨୦ା୧୨: ନୟାଗଡ଼ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ସହରର ବିଭିନ୍ନ ସ୍ଥାନରେ ପୂର୍ବରୁ ଡଷ୍ଟବିନ୍‌ ଥିବାବେଳେ ବର୍ତ୍ତମାନ ଏହାକୁ କାଢ଼ିନିଆଯାଇଛି। ଏ ନେଇ ପୌରପାଳିକା ପକ୍ଷରୁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ସହରର ବିଭିନ୍ନ...

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର ବେହାରି ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୭ହଜାର ଟଙ୍କା ଜରିମାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri