ଖେମୁଣ୍ଡି କଲେଜରେ କୋଭିଡ୍ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ
ଦିଗପହଣ୍ଡି,୧୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି। ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଡିଗ୍ରୀ କଲେଜ ଭାବେ ସୁନାମ ଅର୍ଜନ କରିଥିବା ଖେମୁଣ୍ଡି…
ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା: ମନ୍ତ୍ରୀ କହିଲେ ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବିଡିଓ ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଗୁରୁବାର ଏହାକୁ ନିନ୍ଦା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି, ବାଲିଆପାଳ ବିଡିଓ…
ବିନା ଗୋଡ଼ରେ ଜନ୍ମନେଲା ଶିଶୁପୁତ୍ର
ବାଲିଗୁଡ଼ା,୧୪ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁଡ୍ରା ପଞ୍ଚାୟତର ଟିକରବାଜୁ ଗ୍ରାମର ସାନନ୍ତି ମଲ୍ଲିକ ସନ୍ତାନ ପ୍ରସବ ନିମନ୍ତେ ଭର୍ତ୍ତି ହୋଇଥିଲେ। ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ପୁଅଟିଏ ଦେଖିବାକୁ ଖୁବ୍ ସୁନ୍ଦର୍ ଗୋଲଗାଲ୍…
ଆଧାର ସଂଯୋଗ ନାହିଁ, ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ
ରାଇସୁଆଁ,୧୪ା୫(ଡି.ଏନ୍.ଏନ୍.): ଆଧାର ସଂଯୋଗ ନାହିଁ ବୋଲି ଜଣେ ଦିବ୍ୟାଙ୍ଗ ଯୁବତୀ ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ସରକାର ଦିବ୍ୟାଙ୍ଗ ଅସହାୟମାନଙ୍କ ପାଇଁ ବିଭିନ୍ନ ସରକାରୀ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କେନ୍ଦୁପୋଶି…
ଡଙ୍ଗା ଯୋଗେ ଚାଲିଛି ମଦ କାରବାର, ୬ ଗିରଫ
ଛତ୍ରପୁର,୧୪ା୫(ଡି.ଏନ୍.ଏ.): ଚିଲିକାରେ ଡଙ୍ଗା ଯୋଗେ ହେଉଥିବା ଚୋରା ମଦ କାରବାରକୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଲିସ ଠାବ କରିଛି। ଚିଲିକାର ରମ୍ଭା ଫେରି ଘାଟରେ ଚଢ଼ାଉ କରି ଉକ୍ତ ଡଙ୍ଗାରୁ ୧ ହଜାର ଲିଟର ଦେଶୀ ମଦ ଜବତ କରିଥିବା…
ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ
ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ…
ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍: ଓହ୍ଲାଇଲେ ୩ଶହରୁ ଊର୍ଦ୍ଧ୍ୱ ପ୍ରବାସୀ
ବଲାଙ୍ଗୀର ଅଫିସ, ୧୪।୫- ବଲାଙ୍ଗୀର ରେଳ ଷ୍ଟେଶନରେ ଗୁରୁବାର ଦିନ ପ୍ରାୟ ୧୨ଟା ୫୦ରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ପହଞ୍ଚିଛି। ଏହି ଟ୍ରେନ୍ରେ ୩ ଶହରୁ ଊଦ୍ଧର୍ବ ପ୍ରବାସୀ ଆସି ଓହ୍ଲାଇଛନ୍ତି। ସେମାନଙ୍କ ସୁବିଧାଜନକ ଆଗମନ ଓ…
ବଲାଙ୍ଗୀରରେ ବଦଳିଲା କର୍ଫ୍ୟୁ ଘୋଷଣା: ରାତି ୯ଟା ଯାଏ ବଢ଼ିଲା ଅବଧି, ତାଲିକାରେ ଯୋଡ଼ାଗଲା ମଦନଗୁଡ଼ିଆ ବଗିଚାରୁ ଭାଗିରଥି ଛକ ରାସ୍ତା
ବଲାଙ୍ଗୀର ଅଫିସ,୧୫।୪: ପ୍ରବାସୀ ଶ୍ରମିକଙ୍କ ଫେରିବାକୁ ନେଇ ବଲାଙ୍ଗିର ଜିଲା ପ୍ରଶାସନ ସହରର କେତୋଟି ରାସ୍ତାରେ କର୍ଫ୍ୟୁ ଘୋଷଣା କରିଥିଲେ। ଗୁରୁବାର ସେହି ଘୋଷଣାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ପୂର୍ବ ଘୋଷିତ ରାସ୍ତା ମାନଙ୍କରେ କର୍ଫ୍ୟୁ ସମୟକୁ ଆହୁରି ତିନି…
ଗୋବିନ୍ଦାବାଟି ଗ୍ରାମରୁ ୨ ପଜିଟିଭ୍ ଚିହ୍ନଟ ପରେ ୨୪ ଘଣ୍ଟିଆ ଶଟ୍ଡାଉନ୍ ଘୋଷଣା
ରତ୍ନଗିରି,୧୪ା୫(ଡି.ଏନ୍.ଏ.) : ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦବାଟି ଗ୍ରାମରୁ ଦୁଇ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଦୁଇ ଜଣଙ୍କ ବୟସ ୬୦ ଓ ୩୫ ବୋଲି ଜଣାପଡ଼ିଛି। ଗତ କିଛିଦିନ ପୂର୍ବରୁ ଦୁଇ ଭାଇ…
କେନ୍ଦ୍ରାପଡ଼ାରୁ ଆଉ ୧୩ ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୨ ଛୁଇଁଲା
କେନ୍ଦ୍ରାପଡ଼ା ଅଫିସ, ୧୪।୫: କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ଅପରାହ୍ନରେ ୧୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ ରାଜକନିକା ବ୍ଲକ ଅଞ୍ଚଳର। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଥିଲେ। ପଜିଟିଭ୍…
କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ
ବଅଁରପାଳ,୧୪ା୫(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ ଉତ୍ପାତ ଲାଗିରହିଛି। ଏହି କୁକୁରମାନେ ଅଞ୍ଚଳର ପଶି ଲୋକଙ୍କୁ ଗୋଡ଼ାଇ କାମୁଡୁଥିବାରୁ ଲୋକେ ଭୟଭୀତ…
କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ
ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଲଣାସ୍ଥିତ କ୍ୱାରାଣ୍ଟାଇନ୍ ଶିବିରରେ ଥିବା ପ୍ରବାସୀମାନଙ୍କ ପାଇଁ ଅଙ୍ଗନଓ୍ବାଡ଼ି, ଆଶା କର୍ମୀ,ପଞ୍ଚାୟତ କାର୍ଯ୍ୟନିର୍ବାହୀ…

