ଆମ ଜିଲା ଖବର

ନାବାଳିକାଙ୍କୁ ଗଣବଳାତ୍କାର, ୩ ଗିରଫ

ବାରିପଦା ଅଫିସ,୧୩ା୫- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ମଧୁବନ ପଡ଼ିଆ ନିକଟସ୍ଥ ଏକ ଗ୍ୟାରେଜରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ୩ ଯୁବକ ହେଲେ ବାରିପଦା ଷ୍ଟେଶନ ବଜାରର…

ହାଇଦ୍ରାବାଦରୁ ଚାଲିଚାଲି ଆସୁଥିବା ଶ୍ରମିକଙ୍କ ରାସ୍ତାରେ ଜୀବନ ଗଲା

  ମାଲକାନଗିରି,୧୩ା୫ (ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଅନେକ ପରିବାରକୁ ଉଜାଡି ଦେଇଛି। ଏଥିରେ ଆକ୍ରାନ୍ତ ହୋଇ ଅନେକଙ୍କ ମୃତ୍ୟୁ ଘଟିଛି। ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ଶ୍ରମିକ। ଲକ୍‌ଡାଉନ ପରେ ବିଭିନ୍ନ କଳକାରଖାନା, ନିର୍ମାଣ…

୧୭ ଚୋରା ବାଇକ ଜବତ, ୨ ଗିରଫ

ଆର.ଉଦୟଗିରି,୧୩ା୫(ଡି.ଏନ.ଏ.)- ଅଡବା ପୋଲିସ ଏକ ବାଇକ ଚୋର ରାକେଟ୍‌ର ପର୍ଦ୍ଧାଫାଶ କରିବା ସହ ୧୭ ଚୋରା ବାଇକ ଜବତ କରି ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିରିକୋଟ ଗ୍ରାମ ଖ୍ରୀଷ୍ଟିୟାନ ସାହିର ସଲ୍‌ମନ ନାୟକ, ତ୍ରିନାଥ ରେଡ୍ଡୀ। ଅଡବା ଥାନା…

ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଗଲା

ଦେବଗଡ,୧୩।୫(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ନିମନ୍ତେ ଦେବଗଡ଼ ସ୍ବତନ୍ତ୍ର ଉପକାରାଗାରର ବିଚାରାଧୀନ ବନ୍ଦୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି। ଅନ୍ତେବାସୀଙ୍କୁ ସାନିଟାଇଜର, ସାବୁନ ଓ ମାସ୍କ ଆଦି ପ୍ରଦାନ କରାଯାଇଛି। ଜେଲ ପ୍ରକୋଷ୍ଠରେ ଅନ୍ତୋବାସୀଙ୍କ ମଧ୍ୟରେ ସାମାଜିକ ଦୂରତାକୁ…

ଜୁନାଗଡ ଓକିଲ ସଂଘ ବାଛିଲା ଅନ୍ତରୀଣ କମିଟି

ଜୁନାଗଡ,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଓକିଲ ସଂଘ କାର୍ଯ୍ୟନିର୍ବାହୀ କମିଟିର ଜରୁରୀକାଳୀନ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସର୍ବସମ୍ମତିକ୍ରମେ ଚଳିତ ବର୍ଷ ପାଇଁ ଏକ ଅନ୍ତରୀଣ କମିଟି ଗଠନ କରାଯାଇଛି। ଏହି କମିଟିରେ ପୂର୍ବତନ ଓକିଲ ସଂଘ ସଭାପତି ଅଶୋକ କୁମାର…

ଚିକିତ୍ସା ସହାୟତା ପାଇଁ ନିବେଦନ, ଧରିତ୍ରୀ ଖବରକୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ଭାନୁମତୀ ଓ ଉଦ୍ଧବ ଗୁଣ୍ଡିଙ୍କ ଏକବର୍ଷର ଶିଶୁକନ୍ୟା ନିକିତାଙ୍କ ଶରୀର ଦିନକୁ ଦିନ ବଙ୍କେଇ ଯାଉଛି । ପ୍ରବାସୀ ଶ୍ରମିକ ପରିବାର ହୋଇଥିବା ଯୋଗୁ ସେମାନେ ଶିଶୁକନ୍ୟାର ଚିକିତ୍ସା ପାଇଁ…

ଧାନବିକ୍ରି ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୫ଦିନ ବିତିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ଚାଷୀମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି । କେତେକ ଚାଷୀଙ୍କୁ ଟୋକନ ମିଳି ନଥିବା ଯୋଗୁ ଧାନବିକ୍ରିରୁ ସେମାନେ…

ଧଣ୍ଡାମୁଣ୍ଡା ପଞ୍ଚାୟତ ସଟ୍‌ଡାଉନ, ଦୋକାନ ବଜାର ବନ୍ଦ

ଖପ୍ରାଖୋଲ, ୧୩ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ରାଜ୍ୟ ବାହାରୁ ଅନେକ ପ୍ରବାସୀ ଶ୍ରମିକ ଫେରିଛନ୍ତି। ସଂକ୍ରମଣ ଭୟରେ ବ୍ଲକ ଅନ୍ତର୍ଗତ ଧଣ୍ଡାମୁଣ୍ଡା ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀ କୁମ୍ଭାର ୧୨ଘଣ୍ଟା ପାଇଁ ପଞ୍ଚାୟତକୁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଫଳରେ…

ବାଲିଯୋରୀ କପଡ଼ା ବଜାର ବନ୍ଦ, ସ୍ଥାନାନ୍ତର ଦାବି କଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲା ବେହେରା ମାର୍କେଟ୍‌ ୟାର୍ଡ଼ରେ ବସୁଥିବା ବାଲିଯୋରୀ କପଡ଼ା ବଜାରକୁ ବନ୍ଦ କିମ୍ବା ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବୁଧବାର ବାଲିଯୋରୀ ଗ୍ରାମବାସୀ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ…

ଶ୍ରମିକଙ୍କୁ ନିର୍ଯାତନା ଘଟଣାରେ ଫେରାର ଦଲାଲ ଗିରଫ ହେଲେ

ଦେବଗଡ଼,୧୩।୫(ଡି.ଏନ.ଏ.)-୨୦୧୯ ଜାନୁୟାରୀରେ ଜଣେ ଦଲାଲଙ୍କ ଦ୍ୱାରା ଠକେଇର ଶିକାର ହୋଇଥିବା ୧୧ ଶ୍ରମିକଙ୍କୁ ବିହାରର ଗୟା ଜିଲାରୁ ରିଆମାଳ ଥାନା ପୋଲିସ ଉଦ୍ଧାର କରିଥିଲା। ସେମାନଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ମାତ୍ର କର୍ଡାପାଳ ଗ୍ରାମର ଶ୍ରମିକ ଦଲାଲ କ୍ଷୀରୋଦ ଧରୁଆ(୪୨)ଫେରାର…

ଦେବଗଡ଼ରେ କାଳବୈଶାଖୀ, ବ୍ୟାପକ କ୍ଷୟକ୍ଷତି

ଦେବଗଡ଼,୧୩।୫(ଡି.ଏନ.ଏ.)-ବୁଧବାର ଅପରାହ୍ନରେ ଦେବଗଡ଼ ପୌରାଞ୍ଚଳ ସମେତ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବଡବଡ ଗଛ ଭାଙ୍ଗି ପଡିଛି। ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିବା ସହ ତାର ଛିଡିଛି। ଫଳରେ ଦେବଗଡ଼ ସହର ଓ ଆଖପାଖ ଅଞ୍ଚଳରେ…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ନିଆଳି,୧୩।୫(ଡି.ଏନ୍‌.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ଦେବୀ-କନ୍ଦଳ ଦିପାଞ୍ଚଳ ଅଗ୍ରଣୀ ସନ୍‌ସାଇନ ୟୁଥ କ୍ଲବ ଆନୂକଲ୍ୟରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ମହାମାରୀ କବଳରୁ ଜନ ସମାଜକୁ ରକ୍ଷା କରୁଥିବା ଯୋଦ୍ଧା ଭାବେ ତହସିଲଦାର ବିଦ୍ୟାଧର ପତି, ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?