ଯାଜପୁର ଜିଲାରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍
ଯାଜପୁର ଅଫିସ୍,୧୩।୫: କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍ ବୁଧବାର ଯାଜପୁର ଜିଲା ଗସ୍ତ କରି ଜିଲାରେ କରୋନା ପଜିଟିଭ୍ ସଂଖ୍ୟା ସ୍ଥିତି ଓ ଚିକିତ୍ସା ପ୍ରଣାଳୀ ସହ ସ୍ବାବ ସଂଗ୍ରହ, ରିପୋର୍ଟ, ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମସି) ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ…
ସାପକାମୁଡ଼ାରେ ନାବାଳକଙ୍କ ଜୀବନ ଗଲା
କେନ୍ଦୁଝର,୧୩ା୫ (ସ୍ବ.ପ୍ର.)-ସାପ କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଞ୍ଜିପାଣି ଥାନା କୁଅଁର ଗ୍ରାମର ମହାଜନ ସ୍ୱାଇଁଙ୍କ ପୁଅ ଜିତେନ୍ଦ୍ର (୮)। ବୁଧବାର ଘରେ ଶୋଇଥିବାବେଳେ ତାଙ୍କୁ ଏକ ସାପ କାମୁଡ଼ିଥିଲା। ପରିବାରଲୋକେ ଗୁରୁତର ଜିତେନ୍ଦ୍ରଙ୍କୁ ବାଂଶପାଳ ଡାକ୍ତରଖାନାରେ…
ନିଳାଚଳ କାରଖାନା ପରିସରରେ ଶ୍ରମିକଙ୍କ ଆନ୍ଦୋଳନ
ଯାଜପୁର ଅଫିସ,୧୩।୫: କଳିଙ୍ଗନଗର ନିଳାଚଳ ଇସ୍ପାତ ନିଗମ ଲିଃ(ଏନଆଇଏନଏଲ)କୁ ଲ୍କଡାଉନ ସମୟରେ ବନ୍ଦ କରି ଦିଆଯିବା ଯୋଗୁ ପ୍ରାୟ ୪ ହଜାର କର୍ମଚାରୀ ଓ ଶ୍ରମିକଙ୍କ ଜୀବିକା ବିପନ୍ନ ହୋଇଯାଇଛି। ୩ ମାସ ହେଲା କର୍ମଚାରୀ ଓ ଶ୍ରମିକମାନଙ୍କୁ ଦରମା ଦିଆଯାଇ…
ଚାଲି ଚାଲି, ସାଇକେଲରେ ଫେରିଲେ ୧୩ ଶ୍ରମିକ
ନୟାଗଡ଼ ଅଫିସ, ୧୩ା୫: ଝାଡ଼ଖଣ୍ଡ ଓ ଆନ୍ଧ୍ରରୁ ଚାଲି ଚାଲି ଓ ସାଇକେଲ ଯୋଗେ ୧୩ଜଣ ପ୍ରବାସୀ ଶ୍ରମିକ ନୟାଗଡ଼ ଫେରିଛନ୍ତି। ଆନ୍ଧ୍ରରୁ ଗୋଡିପଡା ନିକଟ ଡିମଶରର ୨ଜଣ ଶ୍ରମିକ ଚାଲି ଚାଲି ନୟାଗଡ ଆସୁଥିଲେ। ହେଲେ ଚିକାଗୋ ପୋଲିସ ସେମାନଙ୍କୁ…
ମହିଳା ଆଇନଜୀବୀଙ୍କଠାରୁ ସୁନା ଚେନ୍ ଲୁଟ୍
କେନ୍ଦୁଝର,୧୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବୁଧବାର ଜଣେ ମହିଳା ଆଇନଜୀବୀଙ୍କ ଠାରୁ ସୁନା ଚେନ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ, ଅପରାହ୍ନରେ ସମ୍ପୃକ୍ତ ମହିଳା ଜଣଙ୍କ କୋର୍ଟରୁ ନିଜ ଘରକୁ ସ୍କୁଟିରେ ଫେରୁଥିଲେ। ଜେଲ ରୋଡ ରାସ୍ତାରେ ଏକ ପଲସର…
ପ୍ରଦୂଷଣକୁ ନେଇ ତାତିଲେ ଗ୍ରାମବାସୀ
କେନ୍ଦୁଝର,୧୩ା୫(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଫୁଲଝର ଗ୍ରାମରେ ଥିବା ଏକ ପିଲେଟ କାରଖାନା ବିରୋଧରେ ଅସନ୍ତୋଷ ତେଜିଛି। ବୁଧବାର ମଲଦା ପଞ୍ଚାୟତର ଗ୍ରାମବାସୀ ପ୍ରଦୂଷଣ ରୋକିବା ସହ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିବା ଦାବିରେ ସାମାଜିକ ଦୂରତ୍ୱ ରକ୍ଷା କରି ଓ ମାସ୍କ…
ଲୋକଙ୍କ ଘର ମୁହଁରୁ ସଂଗ୍ରହ ହେବ ବନଜାତ ଦ୍ରବ୍ୟ
ନୂଆପଡା ଅଫିସ,୧୩ା୫: ମହାମାରୀ କରୋନା ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ଦେଶ ଲକ୍ ଡାଉନ୍ ରହିଛି। ଏହାଦ୍ୱାରା ଜନଜୀବନ ପ୍ରଭାବିତ ହୋଇଛି। ବଣଜଙ୍ଗଲରେ ବସବାସ କରୁଥିବା ଗରିବ ପରିବାର ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିଲେ ବି ବିକି ପାରୁ ନାହାନ୍ତି। ଏଣୁ…
ପ୍ରବାସୀଙ୍କ ସ୍ବାବ୍, ରକ୍ତ ପରୀକ୍ଷାରେ ବିଳମ୍ବ
ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଛନ୍ତି।…
୧୦ବର୍ଷ ପରେ ବି ସ୍ବାସ୍ଥ୍ୟକେନ୍ଦ୍ର ଅଧାପନ୍ତରିଆ
କଟକସଦର,୧୩ା୫(ଡି.ଏନ.ଏ): କରୋନା ପାଇଁ ସ୍ବାସ୍ଥ୍ୟ ବିଭାଗର ପାରାମେଡିକାଲ ଷ୍ଟାଫ ଗ୍ରାମାଞ୍ଚଳରେ ବେଶ ସକ୍ରିୟ ରହିଛନ୍ତି। ହେଲେ କଟକସଦର ବ୍ଳକ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ବମ୍ବୁରୀ ସ୍ବାସ୍ଥ୍ୟକେନ୍ଦ୍ର ଗୃହଟି ୧୦ବର୍ଷ ହେବ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ଯଦ୍ୱାରା ଏଠାକୁ ଆସୁଥିବା ସ୍ବାସ୍ଥ୍ୟକର୍ମୀମାନେ ନାନା…
ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍ଡାଉନ୍ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ ଗା ମୁହଁା ହେବାରେ ଲାଗିଛନ୍ତି। ବୁଧବାର ସାଇକେଲରେ ୧୬୦୦ କିଲୋମିଟର ଯାତ୍ରା କରିଛନ୍ତି ୫…
ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି
ଡାବୁଗାଁ,୧୩।୫(ଡି.ଏନ୍.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ ଦରବୃଦ୍ଧି କରାଇ ଖାଉଟି ମାନଙ୍କୁ ଶୋଷଣ କରୁୁଛନ୍ତି।ଏହାକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ପକ୍ଷରୁ କୌଣସି…
ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍
ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର ସକାଳ ୯ଟାରେ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଏହି ଟ୍ରେନ ପହଞ୍ଚିବା ପରେ ଜିଲା ପ୍ରଶାସନ…

